Home Left

ବେଆଇନ ବନ୍ଧୁକ କାରବାର ମାମଲା: ଆଉ ଜଣେ ପେସାଦାର ଅପରାଧୀ ଗିରଫ

କଟକ,୧୭ା୩ (କାର୍ତ୍ତିକ ସାହୁ) ଜଗତପୁର ଥାନା ପୋଲିସ ବେଆଇନ ବନ୍ଧୁକ କାରବାର ମାମଲାରେ ଆଉ ଜଣେ ପେସାଦାର ଅପରାଧିକୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଢେଙ୍କନାଳ ସଦର ଥାନା ଅନ୍ତର୍ଗତ ଗୋବିନ୍ଦପ୍ରସାଦ ଗ୍ରାମର ପିଙ୍କୁ…

ତେଲଙ୍ଗାନା, ଝାଡ଼ଖଣ୍ଡରେ ୨ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ବେହେରା,୧୭।୩(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଅଞ୍ଚଳରୁ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ୨ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଖବର ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୋମବାର ସେମାନଙ୍କ ମୃତଦେହ ଗାଁରେ…

ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌‌, ଉପକୃତ ହେବେ ଲକ୍ଷାଧିକ ଯାତ୍ରୀ

ଭୁବନେଶ୍ବର,୧୭।୩: ଭୁବନେଶ୍ୱର-ବିଶାଖାପାଟଣା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସ୍‌‌ ରବିବାର ଠାରୁ ସେବା ଆରମ୍ଭ କରିଛି। ସପ୍ତାହର ସୋମବାର ବ୍ୟତୀତ ଅନ୍ୟ ଦିନ ଗୁଡ଼ିକରେ ଉଭୟ ପଟୁ ଚଳାଚଳ କରିବ। ପୂର୍ବତଟ ରେଳବାଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଟ୍ରେନ୍‌‌ଟି ଭୁବନେଶ୍ୱରରୁ ସକାଳ ୫ଟା…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର,୧୭।୩: ରାଜ୍ୟର ୧୪ଟି ଜିଲ୍ଲାକୁ କାଳବୈଶାଖୀ ନେଇ ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ,…

ପଖାଳ କଥା

ଓଡ଼ିଆଙ୍କର ପ୍ରିୟ ପଖାଳ। କେବେ ଦିନେ ଗାଁର ଖାଦ୍ୟ ବୋଲି କୁହାଯାଥିବା ଏହି ପଖାଳ ଏବେ ସହରୀ ଲୋକଙ୍କର ବି ମନ କିଣି ନେଇଛି। ଆମ ପାରମ୍ପରିକ ଖାଦ୍ୟ ଯେମିତି ସ୍ବାଦିଷ୍ଟ ସେମିତି ସ୍ବାସ୍ଥ୍ୟ ଉପଯୋଗୀ। ଯେମିତି ପଖାଳ ସେମିତି ନାଁ:…

କଡ଼ାକଡ଼ି ପାଳନ ହେବ ନିର୍ବାଚନ ଆଚରଣ ବିଧି

ଛତ୍ରପୁର,୧୭।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଗଞ୍ଜାମ ଜିଲା ପ୍ରଶାସନ ତତ୍ପର ହୋଇଛି। ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ ଲାଗି ଗୁରୁତ୍ୱ ଦିଆଯାଇଛି। ଏନେଇ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଗଞ୍ଜାମ…

ପ୍ରଧାନମନ୍ତ୍ରୀ ରେସ୍‌ରେ ଅଛନ୍ତି କି ଗଡକରୀ: ନିଜେ କଲେ ଖୁଲାସା

ନୂଆଦିଲ୍ଲୀ,୧୭।୩: ଦେଶରେ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଗଠନ ପାଇଁ ପୁଣି ଥରେ ଦମ୍ଭୋକ୍ତି ପ୍ରକାଶ କରୁଛି। ଏଭଳି ପରିସ୍ଥିତିରେ ମଧ୍ୟ…

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଝାନ୍‌ସୀରାଣୀଙ୍କ ପ୍ରଥମ ସଭା: ପ୍ରମାଦ ଗଣିଲେଣି ବିରୋଧୀ

ଆନନ୍ଦପୁର,୧୭।୩(ସୁଶାନ୍ତ କୁମାର ସାହୁ): ସମାଜସେବୀ ତଥା ଆଇନଜୀବୀ ଝାନ୍‌ସୀରାଣୀ ଦାସ ଭାଜପାରେ ସାମିଲ ହେବା ପରେ ରବିବାର କଣ୍ଟିପାଳ ପଞ୍ଚାୟତ ରାଇପାଳ ଖେଳପଡ଼ିଆରେ ପ୍ରଥମ ଥର ପାଇଁ ନିର୍ବାଚନୀ ସଭା ଆରମ୍ଭ କରିଛନ୍ତି। ରାଜ୍ୟରେ ଲାଗିରହିଥିବା ଭାଜପା- ବିଜେଡି ମେଣ୍ଟ ଚର୍ଚ୍ଚା…

ଆମ ପାଇଁ ଅତ୍ୟନ୍ତ ବିପଜ୍ଜନକ ବଜ୍ରପାତ, ଜାଣନ୍ତୁ ରକ୍ଷା ପାଇବେ କିପରି

ଭୁବନେଶ୍ୱର,୧୭ା୩: ବଜ୍ରପାତ ବା ବିଜୁଳି ଆମ ପାଇଁ ଅତ୍ୟନ୍ତ ବିପଜ୍ଜନକ। କାରଣ ଏଥିରେ ୧୦ କୋଟିରୁ ୧୦୦ କୋଟିର ବିଦ୍ଯୁତି ଶକ୍ତି ଏବଂ ପ୍ରଚୁର ପରିମାଣର ଉତ୍ତାପ (ହାରାହାରି ୩୫୦୦ ଡ଼ିଗ୍ରୀ ଫାରେନ୍ହାଇଟ୍ /୨୦୦୦ ଡ଼ିଗ୍ରୀ ସେଲସିୟସ) ରହିଥାଏ। ଏହି ତାପମାତ୍ରାରେ…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ମୂଲାୟମଙ୍କ ବୋହୂ: ରାଜନୈତିକ ଚର୍ଚ୍ଚା ଆରମ୍ଭ

ଲକ୍ଷ୍ନୌ,୧୭।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ସେପଟେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୂଲାୟମ ସିଂ ଯାଦବଙ୍କ ବୋହୂ ତଥା ଭାଜପା ନେତା ଅପର୍ଣ୍ଣା ଯାଦବ ୟୁପି ମୁଖ୍ୟମନ୍ତ୍ରୀ…

ସହରରେ ବଢୁଛି ଟ୍ରାଫିକ ସମସ୍ୟା, ଲୋକେ ହନ୍ତସନ୍ତ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝର ସହରରେ ଲୋକସଂଖ୍ୟା ବହୁଳ ମାତ୍ରାରେ ବଢ଼ିବାରେ ଲାଗିଛି।  ସହର ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟ, କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ, ଆରଟିଓ ଆଦି ମୁଖ୍ୟ କାର୍ଯ୍ୟାଳୟ ରହିଥିବାରୁ…

ସିଏଏ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୧୭।୩: ଆମେରିକା ତଥା ବିଶ୍ୱର ଅନ୍ୟାନ୍ୟ ଦେଶରେ ନାଗରିକତ୍ୱ (ସଂଶୋଧନ) ଅଧିନିୟମ (ସିଏଏ)କୁ ନେଇ ଚାଲିଥିବା ସମାଲୋଚନା ମଧ୍ୟରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କଡ଼ଶା ଜବାବ ଦେଇଛନ୍ତି। ସେ କହିଛନ୍ତି, ଏହାକୁ ବିଭାଜନ ପ୍ରସଙ୍ଗରେ ଦେଖିବା ଜରୁରୀ ଅଟେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri