Home Left

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ ରାମ ମନ୍ଦିରରେ ପହଞ୍ଚିଥିଲେ। ରାମଲାଲାଙ୍କୁ ପୂଜା କରିବା ପରେ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ଏକ…

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଫଳରେ ମାଲବାହୀ ଟ୍ରେନର ଇଞ୍ଜିନ ଟ୍ରାକ୍‌ରୁ କିଛି ଅଂଶ ଖସିଯାଇଛି। ଟ୍ରାକ ଉପରେ…

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି। ପ୍ରଥମେ ଖେଳି ସିଏସ୍‌କେ ୧୬୭ ରନ ସଂଗ୍ରହ କରିଥିଲା। ପଞ୍ଜାବ ଧାର୍ଯ୍ୟ ୨୦ ଓଭରରେ…

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ ନୋଟିସ ଜାରି କରାଯାଇଛି। ଅଭିଯୋଗ ହୋଇଛି ଯେ ରାଜୌରୀ ଜିଲାରେ ଲୋକ ସଭା ନିର୍ବାଚନ…

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର ଜଣେ ମୌଲବୀଙ୍କୁ ଗୁଜରାଟ ପୋଲିସ ଗିରଫ କରିଛି। ମୌଲବୀ ସୋହେଲ ଅବୁବକର ତିମୋଲ(୨୭) ମୁସଲମାନ…

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ତାଙ୍କୁ ପିଟି ମାରିଦେଇଛନ୍ତି। ମୃତକ ବକ୍ସିସ ସିଂ ମାନସିକ ଅସୁସ୍ଥ ଥିଲେ ବୋଲି ତାଙ୍କ…

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର ନେତା ତେଜସ୍ବୀ ଯାଦବଙ୍କ ସ୍ବାସ୍ଥ୍ୟ ପୁଣି ଥରେ ଖରାପ ହୋଇଯାଇଛି। ସୂଚନାନୁସାରେ, ରବିବାର ନିର୍ବାଚନ…

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ ସେ ପୁଣି ଥରେ ତେଜସ୍ବୀ ଯାଦବଙ୍କ ବଦଳରେ ତେଜସ୍ବୀ ସୂର୍ଯ୍ୟଙ୍କୁ ଟାର୍ଗେଟ କରି ଖବରରେ…

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କତାରର ଗ୍ଲୋବାଲ ନ୍ୟୁଜ ଚ୍ୟାନେଲ ଅଲ ଜଜିରାର ସ୍ଥାନୀୟ ଶାଖା ବନ୍ଦ କରିବାକୁ ନିଷ୍ପତ୍ତି…

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଥିବା କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର ସୂଚନା ଦେଇଛନ୍ତି। ପରମେଶ୍ୱରଙ୍କ ଉଦ୍ଧେଶ୍ୟରେ…

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସେ କହିଛନ୍ତି, ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ମହିଳାଙ୍କୁ ୫୦…

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ନର୍ଲା ବ୍ଳକରୁ ଦୁଇଥର ଅଧ୍ୟକ୍ଷା ଥିବା ମନୋରମାଙ୍କ ପାଇଁ ଘରକୁ ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri