Home Left

ଚାମ୍ପିଅନ୍ସ ଟ୍ରଫି ଖେଳିବା ପାଇଁ ପାକିସ୍ତାନ ଯିବ କି ଭାରତ: ରାଜ୍‌ ଖୋଳିଲା ବିସିସିଆଇ

ନୂଆଦିଲ୍ଲୀ,୩।୯: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟୁର୍ନାମେଣ୍ଟର ତାରିଖ ସ୍ଥିର ହୋଇଥିଲେ ମଧ୍ୟ ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଗସ୍ତ କରିବ କି ନାହିଁ ତାହା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ। ବିସିସିଆଇର ସଚିବ ଦାୟିତ୍ୱ ତୁଲାଇଥିବା ଜୟ ଶାହା…

ରାହୁଲଙ୍କ ହରିୟାଣା ପ୍ଲାନ, ଶତ୍ରୁ ସହ ବନ୍ଧୁତା କରି ଭାଜପାକୁ ହରାଇବାକୁ ପ୍ରସ୍ତୁତି!

ନୂଆଦିଲ୍ଲୀ,୩।୯: ସୋମବାର ସାରେ ହରିୟାଣା ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଯୋଗ ଦେଇଥିବା ରାହୁଲ ଗାନ୍ଧୀ ପୁରୁଣା ‘ଶତ୍ରୁ’ ସହିତ ହାତ ମିଳାଇବାର ସମ୍ଭାବନା ଉପରେ ହରିୟାଣା…

କୃଷକ ହେବେ ମାଲାମାଲ: ମୋଦି ସରକାରଙ୍କ ଏହିସବୁ ଯୋଜନାରେ କୃଷକଙ୍କୁ ହେବ ଜବରଦସ୍ତ ଫାଇଦା

ନୂଆଦିଲ୍ଲୀ,୩।୯:କେନ୍ଦ୍ର ସରକାର କୃଷକମାନଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ ସୋମବାର କ୍ୟାବିନେଟ ୭ଟି ପ୍ରମୁଖ ନିଷ୍ପତ୍ତି ନେଇଛି। ପ୍ରଧାନମନ୍ତ୍ରୀ…

ଇନ୍‌ଷ୍ଟାଗ୍ରାମରେ ଜେଲ୍‌ ଏଡିଜିଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭୁବନେଶ୍ୱର,୩।୯: ଜେଲ୍‌ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍‌ ଆକାଉଣ୍ଟ ଖୋଲିଥିବା ଜଣାପଡିଛି। ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି। ଏହି ଫେକ୍‌ ଆକାଉଣ୍ଟରେ କୌଣସି ମେସେଜ…

କୋଲକାତା ବଳାତ୍କାର-ହତ୍ୟା ଘଟଣାରେ ବଡ଼ ଖୁଲାସା, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

କୋଲକାତା,୩।୯: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ସହ ଘଟିଥିବା ଅତ୍ୟାଚାରରେ ଏକ ବଡ଼ ଖୁଲାସା ହୋଇଛି। ଯେଉଁ ରାତିରେ ବଳାତ୍କାର-ହତ୍ୟା ଘଟଣା ଘଟିଥିଲା, ସେଠାରେ ଥିବା ଡାକ୍ତର ଗୁରୁତର ଅଭିଯୋଗ ଆଣିଛନ୍ତି…

ଦୁନିଆର ସବୁଠୁ ଧନୀ ସୁଲତାନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି: ହାଜି ହଂଶଲ ବୋଲକିଆଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୂର୍ବ ଏସିଆ ଦେଶ ବ୍ରୁନେଇ ଗସ୍ତ କରିବାକୁ ଯାଉଛନ୍ତି। ଏହି ଗସ୍ତ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ କୂଟନତିକ ସମ୍ପର୍କ ୪୦ ବର୍ଷ ପୂରଣ ହୋଇଛି।…

ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ କାହିଁକି ଗିରଫ କଲା ସିବିଆଇ? ଗିରଫ ହୋଇଥିବା ଆଉ ୩ ଜଣ କିଏ

କୋଲାକାତା,୩।୯: ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ (ସିବିଆଇ) ସୋମବାର କୋଲକାତା ଆର.ଜି କାର୍‌ ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ଅନୁଷ୍ଠାନର ଆର୍ଥିକ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗିରଫ କରିଛି। ସନ୍ଦୀପ ଘୋଷଙ୍କ ଗିରଫ…

କିଏ ସେହି ଆଇଏଏସ୍‌ ଅଧିକାରୀ, ଯିଏ ୨୦୨୪ ପାରାଲିମ୍ପିକ୍ସରେ ଦେଶ ପାଇଁ ଆଣିଲେ ରୌପ୍ୟ ପଦକ, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩।୯: ନୋଏଡାର ପୂର୍ବତନ ଡିଏମ ସୁହାସ ଏଲଓ୍ବାଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସରକାରୀ ବିଭାଗ ପରି ସେ କ୍ରୀଡା କ୍ଷେତ୍ରରେ ମଧ୍ୟ ନିଜର ପ୍ରାଧାନ୍ୟ ପ୍ରତିଷ୍ଠା କରିବାରେ ସଫଳ ହୋଇଛନ୍ତି। ଉତ୍ତରପ୍ରଦେଶ କ୍ୟାଡରର ୨୦୦୭ ବ୍ୟାଚର ଅଧିକାରୀ ସୁହାସ ଏଲଓ୍ବାଇ…

କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ

ରାଜନଗର,୩ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ବେଳାଭୂମିରେ ଗଭୀର ସମୁଦ୍ରରୁ ଭାସି ଆସିଥିବା ୨ଟି କଣ୍ଟେନର ଲାଗିଥିଲା। ଏଥିରେ ପ୍ରସାଧାନ ସାମଗ୍ରୀଠୁ ଆରମ୍ଭ କରି ଘରକରଣା, ରୋଷେଇ ଓ ଖାଦ୍ୟ ସାମଗ୍ରୀ ଥିଲା। ସାତଭାୟାବାସୀ ବିସ୍ଥାପିତ ହେବା ପରେ…

ଦିବ୍ୟାଙ୍ଗ ପାଳିଲେ ପୂରାଉଆଁସ

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନେ ସୋମବାର ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ପୁରାଉଆଁସ ଆନନ୍ଦ ଉଲ୍ଲାସରେ ପାଳନ କରି ପରମ୍ପରାକୁ ଉଜ୍ଜୀବିତ କରିଛନ୍ତି। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସାଧୁ ନେପାକ, ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜର୍ଜ…

ପଛରୁ କାହିଁକି ଜୋତା ମାରୁଛ? ସାହାସ ଅଛି ତ ସାମ୍ନାକୁ ଆସ

ମୁମ୍ବାଇ,୩।୯: ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଭାଙ୍ଗିବା ପରେ ମହାରାଷ୍ଟ୍ରରେ ରାଜନୀତି ତୀବ୍ର ହୋଇଛି। ବିରୋଧୀ ଏମଭିଏ ନେତାମାନେ କ୍ରମାଗତ ଭାବରେ ଶିନ୍ଦେ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଏବଂ ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷୁଛନ୍ତି। ଏପରିକି ମହାବିକାଶ ଆଘାଡି…

ଭାଇରାଲ ହେଉଛି ମୋଦିଙ୍କ ଏହି ପୁରୁଣା ଫଟୋ, ଜାଣନ୍ତୁ ଏହା ପଛର ପୂରା କାହାଣୀ

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭାଜପାର ଜାତୀୟ ସଦସ୍ୟତା ଅଭିଯାନ -୨୦୨୪ ଆରମ୍ଭ କରିଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ପିଏମ ମୋଦିଙ୍କ ଏକ ଫଟୋ ଭାଇରାଲ ହେଉଛି। ଏହି ଫଟୋରେ ପ୍ରଧାନମନ୍ତ୍ରୀ ମୋଦି ରକ୍ତଦାନ ଅଭିଯାନ ଅଧୀନରେ ରକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?