Home Left

କପାଳରେ କ୍ୟୁଆର କୋଡ୍‌ ଟାଟୁ କଲେ ଯୁବକ, କାରଣ ଜାଣିଲେ ହେବେ ଚକିତ…

ଆଜିକାଲି ସୋସିଆଲ ମିଡିଆରେ ଏଭଳି ଅନେକ ଅଜବ ଭିଡିଓ ଦେଖିବାକୁ ମିଳୁଛି ଯାହାକୁ ସହଜରେ ବିଶ୍ୱାସ କରିହୁଏ ନାହିଁ। ଏଇ ଯେମିତି ଏବେ ଏକ ଭିଡିଓରେ ଜଣେ ଯୁବକ ନିଜ କପାଳରେ କ୍ୟୁଆର୍‌ କୋଡ୍‌ ଟାଟୁ କରାଉଥିବାର ଦେଖିବାକୁ ମିଳେ। ଆଉ…

କାହିଁକି ଡିଏଁ ଆଖି? କ’ଣ ରହିଛି କାରଣ

ଆଖି ଡେଇଁବାକୁ ନେଇ ଆମ ସମାଜରେ ଅନେକ କିଛି କଥା ଜଡିତ ଅଛି। କିଏ ଏହାକୁ ଶୁଭ ଅଶୁଭ ସହ ଯୋଡେ ତ କିଏ ଅମଙ୍ଗଳ ହେବାର ସଙ୍କେତ ଭାବେ ଗ୍ରହଣ କରେ। ତେବେ ପ୍ରକୃତରେ ଦେଖିବାକୁଗଲେ ଆଖି ଡେଇଁବା ଆମ…

ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଆଶାୟୀ ପ୍ରାର୍ଥୀ ଦ୍ୱନ୍ଦ୍ୱରେ, ଘନ ଘନ ବୈଠକ କରୁଛି ଭାଜପା

ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି। ହେଲେ ଏଯାଏ ଚିତ୍ର ସ୍ପଷ୍ଟ ହୋଇନି। କୁହାଯାଉଛି ଉଭୟ ଦଳର ଶୀର୍ଷ ନେତୃତ୍ୱ ପରସ୍ପର ସହ ଯୋଗାଯୋଗରେ ଅଛନ୍ତି । ଅନ୍ୟପଟେ ଦୁଇ ଦଳର ଆଶାୟୀ ପ୍ରାର୍ଥୀ ନିଜର…

ଏସବୁ କାମ ମା’ ଲକ୍ଷ୍ମୀଙ୍କୁ ନାପସନ୍ଦ, କରିବା ପୂର୍ବରୁ…

ଭଲ ହେଉ କି ମନ୍ଦ, ପ୍ରତ୍ୟେକ କାମର କିଛି ନା କିଛି ପରିଣାମ ରହିଥାଏ। କିଛି କାମ ଘର ପାଇଁ ଉନ୍ନତିର ପଥ ଖୋଲିଥାଏ ତ ଆଉ କିଛି କାମ ଘରକୁ ବିପଦ ଟାଣି ଆଣିଥାଏ। ଏଠାରେ ସେମିତି କିଛି କାର୍ଯ୍ୟ…

ରୁଷିଆରେ ରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ବଢିଲା ହିଂସା, ଇଭିଏସ ଉପରେ ବଡ ସାଇବର ଆଟାକ

ମସ୍କୋ,୧୭।୩: ରୁଷିଆରେ ପ୍ରଥମ ଥର ବ୍ୟବହୃତ ହେଉଥିବା ରିମୋଟ ଇଲେକ୍ଟ୍ରୋନିକ ଭୋଟିଂ ସିଷ୍ଟମରେ ଏକ ବଡ଼ ଆକାରର ସାଇବର ଆକ୍ରମଣ କରାଯାଇଛି। ଶନିବାର ଜିନହୁଆ ନ୍ୟୁଜ ଏଜେନ୍ସି ରୁଷିଆର କେନ୍ଦ୍ରୀୟ ନିର୍ବାଚନ ଆୟୋଗର ମୁଖ୍ୟ ଏଲା ପାମଫିଲୋଭାଙ୍କ ଉଦ୍ଧେଶ୍ୟରେ କହିଛି ଯେ…

ମୁମ୍ବାଇ ଇଣ୍ଡିଆନ୍ସକୁ ଝଟକା, ଆଇପିଏଲ ପୂର୍ବରୁ ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୩: ଆହତ କାରଣରୁ ବାଂଲାଦେଶ ବିପକ୍ଷରେ ଚାଲିଥିବା ଦିନିକିଆ ସିରିଜରୁ ଶ୍ରୀଲଙ୍କା ବୋଲର ଦିଲଶାନ ମଦୁଶଙ୍କାଙ୍କୁ ବାଦ ଦିଆଯାଇଛି। ମଦୁଶଙ୍କାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ୪.୬୦ କୋଟିରେ କିଣିଛି। ଏବେ ଆଇପିଏଲ ୨୦୨୪ରେ ଖେଳିବାକୁ ନେଇ ସନ୍ଦେହ ଅଛି। ଶ୍ରୀଲଙ୍କା କ୍ରିକେଟ ତାଙ୍କ…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରଜତ କୁମାର ପ୍ରତିହାରୀଙ୍କ ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର…

ଜମାଟୋକୁ ଜିଏସଟି ନୋଟିସ, ଦେବାକୁ ପଡିପାରେ ଏତେ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୭।୩: ଖାଦ୍ୟ ବିତରଣ କମ୍ପାନୀ ଜୋମାଟୋକୁ କୋଟି କୋଟି ଟଙ୍କା ମୂଲ୍ୟର ଝଟ୍‌କା ଲାଗିପାରେ । ଗୁଜୁରାଟର ଜିଏସଟି ବିଭାଗରୁ କମ୍ପାନୀ ଏକ ପେନାଲ୍ଟି ନୋଟିସ ପାଇଛି ଯେଉଁଥିରେ ୮କୋଟିରୁ ଅଧିକ ଟଙ୍କା ଦାବି କରାଯାଇଛି। ଗୁଜୁରାଟର ରାଜ୍ୟ ଟ୍ୟାକ୍ସ ଡେପୁଟି…

୧୮ ପାକିସ୍ତାନୀ ଶରଣାର୍ଥୀଙ୍କୁ ମିଳିଲା ଭାରତର ନାଗରିକତା

ଅହମଦାବାଦ,୧୭।୩: ଗୁଜରାଟର ଗୃହମନ୍ତ୍ରୀ ହର୍ଷ ସାଙ୍ଗଭି ଶନିବାର ଅହମଦାବାଦ ଜିଲା କଲେକ୍ଟରଙ୍କ କାର୍ଯ୍ୟାଳୟରେ ଅହମଦାବାଦରେ ଅବସ୍ଥାପିତ ୧୮ ଜଣ ପାକିସ୍ତାନୀ ନାଗରିକଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରିଛନ୍ତି। ଏହା ସହିତ ଗୁଜୁରାଟରେ ରହୁଥିବା ୧,୧୬୭ ଶରଣାର୍ଥୀ ହିନ୍ଦୁଙ୍କୁ ଅହମ୍ମଦାବାଦ ଜିଲା କଲେକ୍ଟରେଟ…

ପୁତ୍ର ସନ୍ତାନର ଜନନୀ ହେଲେ ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ ଚରଣ କୌର, ଫଟୋ ଶେୟାର କଲେ ପିତା

ଚଣ୍ଡିଗଡ଼,୧୭।୩: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସଓ୍ବୋଲଙ୍କ ଘରୁ ଏକ ଖୁସି ଖବର ଆସିଛି। ତାଙ୍କ ମାଆ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ମୁସେୱାଲାଙ୍କ ପିତା ବଲକୌର ସିଂ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସିଦ୍ଧୁ…

ଟିକସ ଗଣୁଛନ୍ତି, ସୁବିଧା ମିଳୁନି

ରାଉରକେଲା,୧୭।୩(ଦିନେଶ ମିଶ୍ର)ରାଉରକେଲା ସହରରେ ବ୍ୟବସାୟୀଙ୍କଠାରୁ ଯେଉଁ ପରିମାଣରେ ଟିକସ ଆଦାୟ ହେଉଛି ସେହି ଅନୁସାରେ ମୌଳିକ ସୁବିଧା ସୁଯୋଗ ମିଳୁନି । ଫଳରେ ବ୍ୟବସାୟୀମାନେ ବ୍ୟଧ୍ୟହୋଇ ରାସ୍ତାକଡ଼ରେ ବସି ବ୍ୟବସାୟ କରୁଛନ୍ତି। ଏଭଳି ଦୃଶ୍ୟ ପାନପୋଷ ସ୍ଥିତ ଶୁକ୍ରବାର ହାଟ ଓ…

ନୀରବ, ନିମଶ୍ଚଳ ହାତୀ ଉଦ୍ଧାର କେନ୍ଦ୍ର

ଢେଙ୍କାନାଳ,୧୭ା୩(ରତନ ନାୟାର) ଖାଁ ଖାଁ ଲାଗୁଛି ପୂରା ପରିବେଶ। ସବୁଠି ଯେମିତି ଛାଇଯାଇଛି ନୀରବତା। ନିଶ୍ଚଳ ହୋଇଯାଇଛି ସବୁକିଛି। ଚୁପ୍‌ଚାପ୍‌ ହୋଇଯାଇଛନ୍ତି ମାହୁନ୍ତ ଦୀପୁଙ୍କ ସମେତ ଅନ୍ୟ କର୍ମଚାରୀ। ପଦ୍ମା, ଶ୍ୟାମା, ଶିବାଙ୍କ ଆଖି ଖୋଜୁଛି ଉମା, ଚନ୍ଦୁ ଓ କାର୍ତ୍ତିକଙ୍କୁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri