Home Left

ଏୟାର ଇଣ୍ଡିଆ ବିମାନ ଯାତ୍ରାରେ ମିଳିବ ଓ୍ବାଇଫାଇ ସେବା

ଭୁବନେଶ୍ୱର,୩।୯ (ଅନୁରାଧା ମହାରଣା): ଦିଲ୍ଲୀ-ଲଣ୍ଡନ ହେଥ୍ରୋ ରୁଟରେ ଏ୩୫୦ ବିମାନଠାରୁ ଆରମ୍ଭ କରି ଏୟାର ଇଣ୍ଡିଆ ଖୁବ ଶୀଘ୍ର ବିମାନରେ ୱାଇ-ଫାଇ ସୁବିଧା ଆରମ୍ଭ କରିବ। ଟାଟା ଗ୍ରୁପ ମାଲିକାନାର ଏହି ବିମାନ, ଏକ ଉଚ୍ଚକୋଟୀର ରୂପାନ୍ତର ଯାତ୍ରା ଉପରେ, ରବିବାର…

ଟାଟା ମୋଟର୍ସର ଅଲ୍‌ ନ୍ୟୁ ‘କର୍ଭ’ର ଅନାବରଣ

ମୁମ୍ବାଇ,୩।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ‘କର୍ଭ’ର ଅନାବରଣ ସୋମବାର ମୁମ୍ବାଇଠାରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ କର୍ଭ କୁପେ ଏସ୍‌ୟୁଭିରେ ସମସ୍ତ ପ୍ରକାରର ଆଧୁନିକ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ…

ପେଟ୍ରୋଲ ଏବଂ ଡିଜେଲରେ ଇଥାନଲ ମିଶ୍ରଣ

ଭୁବନେଶ୍ୱର,୩।୯ (ଅନୁରାଧା ମହାରଣା): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ କହିଛନ୍ତି ଯେ, ପେଟ୍ରୋଲ ଏବଂ ଡିଜେଲରେ ଇଥାନଲ ମିଶ୍ରଣ କରି କେନ୍ଦ୍ର ସରକାର ୯୯ ହଜାର କୋଟିରୁ ଅଧିକ ଟଙ୍କା ସଞ୍ଚୟ କରିଛନ୍ତି। ଭାରତ ସରକାରଙ୍କ ଇଥାନଲ ମିଶ୍ରଣ…

ପି. ସି. ଚନ୍ଦ୍ରାର ୨ ଦିନିଆ ଅଳଙ୍କାର ପ୍ରଦର୍ଶନୀ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ପି ସି ଚନ୍ଦ୍ରା ଜୁଏଲର୍ସର ୨ଦିନିଆ ଅଳଙ୍କାର ପ୍ରଦର୍ଶନୀ ସୋମବାର ଭୁବନେଶ୍ୱରର ଖାରବେଳନଗରସ୍ଥିତ ଶୋ’ରୁମ୍‌ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତି ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ଇଟର୍ନା କଲେକ୍ସନର ଅନାବରଣ…

୪ ଯାଏ ରହିବ ଶୁଖିଲା ପାଗ

ଭୁବନେଶ୍ୱର,୩ା୯(ଅନୁରାଧା ମହାରଣା): ମନସୁନ୍‌ ଟ୍ରଫ୍‌ ଲାଇନ ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଦିଗରେ ବ୍ୟାପିଛି। ସେହିପରି ଆସନ୍ତା ୫ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୩।୯ (ଅଭୟ ଦାଶ): କ୍ରମାଗତ ୧୦ମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର…

ଫ୍ଲେକ୍ସ-ଇନ୍ଧନ ଉପରେ ଜିଏସ୍‌ଟି ୧୨%କୁ ହ୍ରାସ କରିବାକୁ ଯୋଜନା

ଭୁବନେଶ୍ୱର,୩।୯ (ଅନୁରାଧା ମହାରଣା): ରାଜ୍ୟ ଅର୍ଥମନ୍ତ୍ରୀମାନେ ‘ଫ୍ଲେକ୍ସ-ଇନ୍ଧନ’ ଯାନ ଉପରେ ଦ୍ରବ୍ୟ ଏବଂ ସେବା କର (ଜିଏସ୍‌ଟି) ୧୨ ପ୍ରତିଶତକୁ ହ୍ରାସ କରିବାକୁ ଚିନ୍ତା କରିବା ଉଚିତ ବୋଲି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତୀନ ଗଡକରୀ ସୋମବାର…

ବିଭବ କୁମାରଙ୍କୁ ଜାମିନ

ନୂଆଦିଲ୍ଲୀ, ୩।୯: ରାଜ୍ୟ ସଭା ସଦସ୍ୟ ସ୍ବାତି ମାଲିଓ୍ବାଲଙ୍କୁ ଆକ୍ରମଣ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କୁ ସୋମବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ୍‌ ଉଜ୍ଜ୍ୱଳ ଭୂୟାନ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ…

ଆପ୍‌ର ପୂର୍ବତନ କମ୍ୟୁନିକେଶନ୍‌ ହେଡ୍‌ଙ୍କୁ ଜାମିନ

ନୂଆଦିଲ୍ଲୀ, ୩।୯ (ପି.ଟି.): ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ବ୍ୟବସାୟୀ ତଥା ଆମ୍‌ ଆଦମୀ ପାର୍ଟି(ଆପ୍‌)ର ପୂର୍ବତନ କମ୍ୟୁନିକେଶନ୍‌ ହେଡ୍‌ ବିଜୟ ନାୟରଙ୍କୁ ସୋମବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଦୀର୍ଘ ସମୟ ଧରି ଜେଲରେ ରହିବା ଏବଂ ଟ୍ରାଏଲରେ ବିଳମ୍ଭ…

ବିବାଦରେ ‘କାନ୍ଦାହାର ହାଇଜାକ୍‌’ ସିରିଜ୍‌

ମୁମ୍ବାଇ/ନୂଆଦିଲ୍ଲୀ,୩ା୯: ୨୦୦୮ରେ ‘ଏ ଓ୍ବେଡ୍‌ନସଡେ’ ଦର୍ଶକ ମହଲରେ ବିଶେଷ ଆଦୃତି ଲାଭ କରିଥିଲା। ଅନୁପମ ଖେର୍‌ ଏଥିରେ ଜଣେ ଅବସରପ୍ରାପ୍ତ ପୋଲିସ କମିଶନର ଭୂମିକାରେ ଅଭିନୟ କରିଥିଲେ। ଆତଙ୍କବାଦୀଙ୍କୁ ଉପଯୁକ୍ତ ଶିକ୍ଷା ଦେବା ପାଇଁ ସେ ଜଣେ ଷ୍ଟୁପିଡ୍‌ କମନ୍‌ ମ୍ୟାନ୍‌…

କଳା ଚଷମା ପିନ୍ଧିଥିଲେ ବିକାଶ ଦିଶିବ ନାହିଁ କାହିଁକି ଏମିତି କହିଲେ ବିଧାୟିକା

ଯାଜପୁର,୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୌରପାଳିକା ପକ୍ଷରୁ ଶନିବାର ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଅନୁଷ୍ଠିତ ସ୍ବାୟତ୍ତ ଶାସନ ଦିବସ ପାଳନ କାର୍ଯ୍ୟକ୍ରମରେ ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ଏବଂ ଯାଜପୁର ବିଧାୟିକା ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଥିଲା।…

ପୁଅ ଟଙ୍କା ମାଗିବାରୁ ମା’ଙ୍କ ଆତ୍ମହତ୍ୟା

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଲିପଡା ଗ୍ରାମର ଝୁନୁ ପ୍ରଧାନ (୬୦) ସୋମବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?