Home Left

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ ରାଜ୍ୟରେ ହିଟ୍‌ ୱେଭ ଆକଳନ ଯୋଗୁ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ତେବେ ଯେଉଁଠାରେ…

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ ଦେବା ପରେ ସନ୍ତୋଷ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଥିଲେ। ଶୁକ୍ରବାର ବିଧିବଦ୍ଧ ଭାବେ ସେ…

ଆଜି ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା

କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମୋହନ ବାଗାନ ସୁପର ଜାଏଣ୍ଟ ଓ ମୁମ୍ବାଇ ସିଟି ଏଫ୍‌ସି। ଘରୋଇ ପରିବେଶରେ…

କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନାଗରିକଙ୍କୁ ସେମାନଙ୍କ ସ୍ବାଧୀନତାରୁ ବଞ୍ଚତ୍ତ କରାଇ ହଇରାଣ କରାଯାଉଥିଲେ, ସେଥିରୁ ସୁରକ୍ଷା ଦେବା…

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ…

ଏଚ୍‌.ଡି. ରେଭନ୍ନାଙ୍କ ବିରୋଧରେ ଅପହରଣ, ଅସଦାଚରଣ ଅଭିଯୋଗ

ମହୀଶୂର,୪ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. ରେଭନ୍ନା ତାଙ୍କ ଘରେ ଚାକରାଣୀ ଭାବେ କାମ କରୁଥବା ଜଣେ ମହିଳାଙ୍କୁ ଅପହରଣ କରିନେଇ ଯୌନ ନିର୍ଯାତନା ଦେଇଥିବା ତାଙ୍କ ପୁଅ ଅଭିଯୋଗ ଆଣିଛନ୍ତି। ଅପହରଣରେ ରେଭନ୍ନାଙ୍କର ଜଣେ ପୂର୍ବତନ…

ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ଷ୍ଟାର୍ଟଅପ୍‌ ପୁରସ୍କୃତ

ଭୁବନେଶ୍ୱର, ୪।୫ (ବନ୍ଦନା ସେଠୀ): ଆମେରିକାର ବୋଷ୍ଟନ ନର୍ଥ ଇଷ୍ଟର୍ନ ୟୁନିଭର୍ସିଟିଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଷ୍ଟାର୍ଟଅପ୍‌ ପ୍ରଦର୍ଶନ ପ୍ରତିଯୋଗିତା ଓ ତତ୍‌ସମ୍ବନ୍ଧୀୟ ଅଭିଭାଷଣ କାର୍ଯ୍ୟକ୍ରମରେ ଓଡ଼ିଶା ଷ୍ଟାର୍ଟଅପ୍‌ କୃତିତ୍ୱ ଅର୍ଜନ କରିଛି। ଓଡ଼ିଶା ଷ୍ଟାର୍ଟଅପ୍‌ ଦ୍ୱାରା ସ୍ବୀକୃତ ତଥା ଓଡ଼ିଶା ଷ୍ଟାର୍ଟଅପ୍‌…

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶେଷରେ ଠିକାଦାରଙ୍କ କବଳରୁ ଲୁଚି ଶୁକ୍ରବାର ଘରକୁ ଚାଲି…

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର ଏକାଧିକ ସ୍ଥାନରେ ଯାଞ୍ଚ କରାଯାଇ ୨୬ଲକ୍ଷ ୨୯ହଜାର ଟଙ୍କା ଜବତ କରାଯାଇଛି। କେନ୍ଦୁଝର ଜିଲା…

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

ଭୁବନେଶ୍ୱର, ୪ା୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଶନିବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ…

ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ

ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶୁକ୍ରବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସ୍ବାସ୍ଥ୍ୟ…

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରକାଶ କରିବା ସହ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri