Home Left

ମାଲୟାଲମ ଚଳଚ୍ଚିତ୍ରରେ ପାଓ୍ବାର ସେଣ୍ଟର ନାହିଁ: ମାମୁଥି

ନୂଆଦିଲ୍ଲୀ,୨ା୯: ମାଲୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିଜ୍‌ର କେତେଜଣ ଶୀର୍ଷ ଅଭିନେତା ଏବଂ ନିର୍ଦ୍ଦେଶକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗକୁ ନେଇ ଝଡ଼ ଦେଖାଦେଇଥିବାବେଳେ ଚଳଚ୍ଚିତ୍ର ଶିଳ୍ପରେ କୌଣସି ପାଓ୍ବାର ସେଣ୍ଟର ନ ଥିଲା ବୋଲି ଅଭିନେତା ମାମୁଥି କହିଛନ୍ତି। ପୋଲିସ ଅଭିଯୋଗର ତଦନ୍ତ…

ଗ୍ରହ ଶାନ୍ତି ନାଁରେ ବନ୍ୟପ୍ରାଣୀ ଅଙ୍ଗ ଚାଲାଣ, ଓଡ଼ିଶାରୁ ଦକ୍ଷିଣ ଏସିଆକୁ ଲମ୍ବିଛି ଚେର

ଭୁବନେଶ୍ୱର,୨ା୯(ସତ୍ୟଜିତ୍‌ ରାଉତ): ଗ୍ରହ ଶାନ୍ତି ନାଁରେ ବିରଳ ବନ୍ୟପ୍ରାଣୀ ଅଙ୍ଗ ବିଦେଶକୁ ଚୋରା ଚାଲାଣ ହେଉଛି। ଏଥିପାଇଁ ଓଡ଼ିଶା ସମେତ ଦେଶର ବିଭିନ୍ନ ଜଙ୍ଗଲରୁ ସଂରକ୍ଷିତ ବନ୍ୟପ୍ରାଣୀ ବଜ୍ରକାପ୍ତା, ହରିଣ, ମନିଟର ଲିଜାର୍ଡ ସହ ବହୁ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଉଛି।…

ଲେହରୁ ସୋନମ୍‌ଙ୍କ ଦିଲ୍ଲୀ ଚଲୋ ପଦଯାତ୍ରା

ଲେହ,୨ା୯: ଖ୍ୟାତନାମା ଜଳବାୟୁ କର୍ମୀ ସୋନମ୍‌ ଓ୍ବାଙ୍ଗଚୁକ୍‌ ରବିବାର ଲେହରୁ ଦିଲ୍ଲୀ ଅଭିମୁଖେ ପଦଯାତ୍ରାରେ ବାହାରିଛନ୍ତି। ତାଙ୍କ ସହ ଶତାଧିକ ସ୍ବେଚ୍ଛାସେବୀ ସାମିଲ ହୋଇଛନ୍ତି। ସେମାନଙ୍କର ୪ ସୂତ୍ରୀ ଦାବି ଉପରେ ଲଦାଖର ନେତୃବୃନ୍ଦଙ୍କ ସହ ଅଟକି ରହିଥିବା ଆଲୋଚନା ପୁଣିଥରେ…

ଏଇ ଭାରତରେ

ଏଲ୍‌ଆଇସି ପଲିସିରେ ସମସ୍ତେ ନିଜ ନିଜ ଆତ୍ମୀୟମାନଙ୍କୁ ନୋମିନି ରଖନ୍ତି। କିନ୍ତୁ ଏମିତି ବି ଲୋକ ଅଛନ୍ତି ଯିଏ ତାଙ୍କ ସବୁ ପଲିସିର ନୋମିନି ରଖିଛନ୍ତି ଭଗବାନ ମହାଦେବଙ୍କୁ। କଥାଟା ଶୁଣିଲେ ହୁଏତ ଅନେକେ ବିଶ୍ୱାସ କରିପାରିବେ ନାହିଁ। କିନ୍ତୁ ଏଭଳି…

ଜନ ଅଭିଯୋଗ ଶୁଣାଣି

ସାଧାରଣ ଲୋକେ ସେମାନଙ୍କ ସମସ୍ୟା ନେଇ ଆପତ୍ତି ଅଭିଯୋଗ କରିବା ଏକ ନିତିଦିନିଆ ଘଟଣା। କେବଳ ସାଧାରଣ ଲୋକ ନୁହନ୍ତି, ବରଂ ବିଭିନ୍ନ ସରକାରୀ ଓ ବେସରକାରୀ କର୍ମସଂସ୍ଥାନରେ କାର୍ଯ୍ୟରତ ଓ କାର୍ଯ୍ୟନିବୃତ୍ତ କର୍ମଚାରୀମାନେ ବି ସେମାନଙ୍କ ସମସ୍ୟା ନେଇ ଉପରିସ୍ଥ…

ସରଳରେଖା

ହରିୟାଣାର କେତେଜଣ ଗୋରକ୍ଷକ ୨୭ ଅଗଷ୍ଟରେ ଚର୍‌ଖି ଦାଦ୍ରି ଜିଲାରେ ଗୋମାଂସ ଖାଉଥିବା ସନ୍ଦେହରେ ସବୀର ମଲିକ ନାମକ ଜଣେ ଯୁବକଙ୍କୁ ପିଟି ହତ୍ୟା କରିଛନ୍ତି। ସବୀରଙ୍କ ଘର ପଶ୍ଚିମବଙ୍ଗରେ ହୋଇଥିବା ବେଳେ ସେ ଜଣେ ବୋତଲ ଗୋଟାଳି। ଏହି ଘଟଣାରେ…

‘ଆରମ୍ଭରୁ ସ୍ମାର୍ଟ ଫିଡ୍‌’

ପ୍ରତିବର୍ଷ ସେପ୍ଟେମ୍ବର ୧ରୁ ୭ ତାରିଖ ଜାତୀୟ ପୁଷ୍ଟି ସପ୍ତାହ ପାଳିତ ହୋଇଥାଏ। କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ସହ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଏହି ସପ୍ତାହରେ ବିଭିନ୍ନ ସଚେତନଧର୍ମୀ ଓ ସହାୟତାଭିତ୍ତିକ କାର୍ଯ୍ୟକ୍ରମ ହାତକୁ…

ଗାଦି ହାସଲ ପଲିଟିକ୍ସ ଗଣତନ୍ତ୍ରକୁ ଭ୍ରଷ୍ଟ କରୁଛି

୨୫ ଅଗଷ୍ଟ ୨୦୨୪ ରବିବାରର ମାସିକ ମନ୍‌କୀ ବାତ୍‌ ରେଡିଓ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି କହିଲେ, ରାଜନୀତି ପୃଷ୍ଠଭୂମି ନ ଥିବା ଲକ୍ଷେ ଯୁବତୀ ଯୁବକ ରାଜନୀତିକୁ ଆସିଲେ ଗଣତନ୍ତ୍ର ସୁଦୃଢ ହେବ। ସ୍ବାଧୀନତା ସଂଗ୍ରାମରେ ନିଜକୁ ସମ୍ପୂର୍ଣ୍ଣ ଉତ୍ସର୍ଗ କରିଥିବା…

ତେଲଙ୍ଗାନାରେ ବର୍ଷା ବିତ୍ପାତ: ଶତାଧିକ ଗାଁ ଜଳମଗ୍ନ, ୯୯ ଟ୍ରେନ୍‌ ବାତିଲ

ହାଇଦ୍ରାବାଦ,୧ା୯: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦ ସମେତ ବିଭିନ୍ନ ଅଞ୍ଚଳରେ ରବିବାର ପ୍ରବଳ ବର୍ଷା ଲାଗି ରହିବା ଫଳରେ ଶତାଧିକ ଗାଁ ପାଣିରେ ବୁଡ଼ିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ରେଳଧାରଣାଗୁଡ଼ିକ ବର୍ଷାପାଣିରେ ବୁଡ଼ିଥିବାରୁ ୯୯ଟି ଟ୍ରେନ୍‌କୁ…

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଫାଇନାଲରେ ନୀତେଶ କୁମାର,ପଦକ ପକ୍କା କଲେ ମନୀଷା-ତୁଳସୀମତି

ପ୍ୟାରିସ୍‌,୧ା୯: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଭାରତୀୟ ପାରା ଶଟଲରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଏସ୍‌ଏଲ୍‌ ୩ ବର୍ଗର ଫାଇନାଲରେ ପ୍ରବେଶ କରିବା ସହ ସ୍ବର୍ଣ୍ଣ କିମ୍ବା ରୌପ୍ୟ ପଦକ ନିଶ୍ଚିନ୍ତ କରିଛନ୍ତି ନୀତେଶ କୁମାର। ନୀତେଶ ଜାପାନର…

ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା

ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହିଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲା ନାକଟୀଦେଉଳ ଥାନା ସାହେବୀ…

ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ନିରାକାରପୁର,୧।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋଦ୍ଧା ଜିଲା ଜଙ୍କିଆ ଥାନା ଓରବରସିଂହ ପଞ୍ଚାୟତ ଅଧୀନ ଡିହଖଳା ଗ୍ରାମରୁ ରବିବାର ସନ୍ଧ୍ୟାରେ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ମାମାଲି ମାର୍ଥା (୧୯)। ପ୍ରେମ ବ୍ୟାପାରକୁ ନେଇ ଯୁବତୀ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?