Home Left

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। କଂଗ୍ରେସ ନେତା ଜୟଦେବ ନିଜ ଗାଁ ହାଟଡିହୀ ବ୍ଲକ ଶଙ୍ଖଣାଠାରୁ ଶତାଧିକ…

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। କରଣ ଭୂଷଣ ସିଂ ବର୍ତ୍ତମାନର ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂଙ୍କ ପୁଅ।…

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା। ରାସ୍ତାରେ ଯିବା ଆସିବା କରୁଥିବା ସ୍ଥାନୀୟ ଲୋକେ ଛୁଆର କାନ୍ଦ ଶୁଣି ଅଟକି ଯାଇଥିଲେ।…

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ଆଜି ସେ ନିଜର ସହକର୍ମୀଙ୍କୁ ଧରି…

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ ଏବେ ଦେବଗୌଡାଙ୍କ ପୁଅ ତଥା ପୂର୍ବତନ କର୍ନାଟକ ମନ୍ତ୍ରୀ ଏଚଡି ରେଭାନ୍ନାଙ୍କ ବିରୋଧରେ ଅପହରଣ…

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟର। ଗଣତନ୍ତ୍ରର ଏହି ମହାପର୍ବକୁ ନେଇ ଜନସାଧାରଣ ବେଶ୍‌ ଉତ୍ସାହିତ। ଏହି ପରିପ୍ରେକ୍ଷୀରେ…

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି, ଏହା ପରେ ଭାରତୀୟ ଜନତା ପାର୍ଟି କଂଗ୍ରେସକୁ ଟାର୍ଗେଟ କରୁଛି। ଏହି କ୍ରମରେ…

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ ଆଦୌ ଖୁସି ନୁହଁନ୍ତି । ବିଶେଷ କରି ବ୍ୟାଟିଂ ଲାଇନ ଅପ ୨୦୨୧ ବିଶ୍ୱକପ…

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧…

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ସୂର୍ଯ୍ୟମଣି ବୈଦ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାୟିକା ପ୍ରାର୍ଥତ୍ନୀ ସୂର୍ଯ୍ୟମଣି…

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ…

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ। ହେଲେ ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଦଳ ପ୍ରାର୍ଥୀ କରିଛି। ଯାହାକୁ ନେଇ ସେ ଅସନ୍ତୋଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri