Home Left

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିଲା। ହାଇଦ୍ରାବାଦ ଏକ ରୋମାଞ୍ଚକର ଢଙ୍ଗରେ ରାଜସ୍ଥାନକୁ ୧…

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଥିବା ବେଳେ ନଗଦ ନଗଦ ୨ ଲକ୍ଷ ଟଙ୍କା ରହିଥିବା…

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ କରିଛନ୍ତି। ଅନୁରାଗ ଠାକୁର କହିଛନ୍ତି, କିଛି ସମୟ ପୂର୍ବରୁ ରାହୁଲ ଗାନ୍ଧୀ କହୁଥିଲେ, ଭୟ…

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱ ଉପରେ ପଶ୍ଚିମବଙ୍ଗର ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି , ଶାହଜାଦେ…

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ମଧ୍ୟ ପ୍ରତ୍ୟାଖ୍ୟାନ କରାଯାଇଛି। ହାଇକୋର୍ଟର କାର୍ଯ୍ୟକାରୀ…

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସକୁ…

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ ସ୍ଥାନୀୟ କାଳିପଡ଼ିଆରୁ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ରାଲିରେ…

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ ଯେ ଉତ୍ତର କୋରିଆର ଲୋକମାନେ ଏକଛତ୍ରବାଦୀ ଶାସକଙ୍କ ଅଧୀନରେ ଦୁଃଖଦ ଜୀବନ ଅତିବାହିତ କରିବାକୁ…

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା ଶିବମନ୍ଦିର ପରେ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ପ୍ରାର୍ଥିପତ୍ର ଦାଖଲ…

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିବା ଜିନା କହିଛନ୍ତି।…

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରା ଜେନେକା ବିରୋଧରେ ମକଦ୍ଦମା ଦାୟର କରିବାକୁ ଯାଉଛନ୍ତି। ଆଷ୍ଟ୍ରା ଜେନେକା ବ୍ରିଟିଶ…

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ ଗାନ୍ଧୀ ରାଏବରେଲି ଆସନରୁ ନିର୍ବାଚନ ଲଢିବେ। ଏଭଳି ପରିସ୍ଥିତିରେ କଂଗ୍ରେସର ଏହି ନିଷ୍ପତ୍ତି ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri