ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍
ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍ ପାଇଁ ବେକର୍ ଖେଳିଥିଲେ। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ସେ ୩ ଉଇକେଟ ନେଇଥିଲେ। ୱର୍କେଷ୍ଟେଶାୟାର୍ ଦଳ ସୋସିଆଲ ମିଡିଆରେ…
ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ
ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଗତ ଏକ…
ରାହୁଲ ଗାନ୍ଧୀ ବନାମ ପ୍ରତାପ ସିଂ, ରାଏବରେଲିରେ କିଏ, କାହା ଉପରେ ପଡ଼ିବ ଭାରି
ନୂଆଦିଲ୍ଲୀ,୩।୫: ଶୁକ୍ରବାର କଂଗ୍ରେସ ରାଏବରେଲି ଏବଂ ଆମେଠି ପାଇଁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ଏବଂ କିଶୋରୀ ଲାଲ ଶର୍ମା ଆମେଠିରୁ ନିର୍ବାଚନ ଲଢିବେ। ଆଜି ନାମାଙ୍କନ ପତ୍ରର ଶେଷ ତାରିଖ ଥିବା ବେଳେ କଂଗ୍ରେସ ଶେଷ ମୁହୂର୍ତ୍ତରେ…
ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍: ବିଶ୍ୱକପ୍ ଦଳରେ ଚୟନ ହୋଇ ନ ଥିବା ବୋଲର୍ ପଲଟାଇଦେଲେ ବାଜି
ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍ର ଟାର୍ଗେଟକୁ ପିଛା କରି ରାଜସ୍ଥାନ ଦଳ ୨୦ ଓଭରରେ ୭ଟି ଉିକେଟ ହରାଇ ୨୦୦ ରନ ସ୍କୋର କରିପାରିଥିଲା।…
୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..
ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ ଏଠାରେ ଗାନ୍ଧୀ ପରିବାର ପକ୍ଷରୁ କୌଣସି ବ୍ୟକ୍ତି ନିର୍ବାଚନ ଲଢିବେ ନାହିଁ। ଶୁକ୍ରବାର ସକାଳେ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି
କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି। ସୂଚନାଯୋଗ୍ୟ, କେନ୍ଦ୍ରାପଡା…
ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ
ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ ପ୍ରତ୍ୟେକ ପ୍ରସଙ୍ଗରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ମିଳିତ ଜାତିସଂଘରେ ‘ଶାନ୍ତି ସଂସ୍କୃତି’ ପ୍ରସଙ୍ଗରେ ସାଧାରଣ…
ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ଶେଷରେ କାହିଁକି ହଟିଲେ ପ୍ରିୟଙ୍କା ଗାନ୍ଧୀ: ଭାଇଙ୍କ ପାଇଁ ନା ଅନ୍ୟ କିଛି
ନୂଆଦିଲ୍ଲୀ,୩।୫: ରାଏବରେଲି ଏବଂ ଆମେଠିରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ରାଏବରେଲିରୁ ରାହୁଲ ଗାନ୍ଧୀ ଏବଂ ଆମେଠିରୁ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ପ୍ରିୟଙ୍କା ଗାନ୍ଧୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁନାହାଁନ୍ତି। ବର୍ତ୍ତମାନ ଏହି ଘଟଣାର ରାଜନୈତିକ ଅର୍ଥ ଅନୁସନ୍ଧାନ କରାଯାଉଛି। ପାର୍ଟି…
ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ
ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ ବୟସରେ ଉଭୟ ଆଖିରେ ଦୃଷ୍ଟିଶକ୍ତି ହରାଇଲେ। ବାବା ଭେଙ୍ଗା ଅଗଷ୍ଟ ୧୯୯୬ରେ ମୃତ୍ୟୁବରଣ କରିଥିଲେ।…
ରାଜସ୍ଥାନ ହାତରୁ ମ୍ୟାଚ୍ ଛଡାଇ ଆଣିଲା ହାଇଦ୍ରାବାଦ
ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ କରି ସନରାଇଜର୍ସ ୨୦ ଓଭରରେ ୩ ଉଇକେଟ ହରାଇ ୨୦୧ ରନ୍ ସଂଗ୍ରହ କରିଥିଲା।…
ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ
ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା ଜବତ କରିଛି। ଏହା ସହିତ ଉକ୍ତ ଗାଡ଼ିରେ ଥିବା ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା…
ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି
ହାଇଦ୍ରାବାଦ୍,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ କରୁଥିବାବେଳେ ହାଇଦ୍ରାବାଦ ୨୦୧ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରାଜସ୍ଥାନ ଦଳ ମାତ୍ର…
Archives


