Home Left

PNB ୟୁଜର୍ସଙ୍କ ପାଇଁ ଆଜିଠାରୁ ବଦଳିଗଲା ନିୟମ; ଟଙ୍କା ଉଠାଣରୁ ଏସବୁ କାମ ପାଇଁ ଗଣିବାକୁ ପଡ଼ିବ ଅଧିକ ଟଙ୍କା!

ନୂଆଦିଲ୍ଲୀ,୧।୧୧:ଯଦି ଆପଣଙ୍କ ପାଖରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର ଭିସା (Visa) କିମ୍ୱା ରୂପେ (RuPay) କ୍ରେଡିଟ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ବ୍ୟାଙ୍କ ନିଜର କ୍ରେଡିଟ କାର୍ଡ ନିୟମ ଓ ଚାର୍ଜରେ ବଡ଼…

ବନ୍ୟା ବିପନ୍ନଙ୍କ ପାଖରେ ବିଧାୟକ, ସ୍ଥିତି ପରଖିଲେ ମନ୍ତ୍ରୀ ଗିଡ଼ିପାବାଲି ଗଲେ ପରିବହନ ମନ୍ତ୍ରୀ, ଭଞ୍ଜନଗର ଆସୁଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଭଞ୍ଜନଗର, ୧/୧୧ (ବାବୁଲା ପ୍ରଧାନ): ବାରମ୍ବାର ବନ୍ୟା ଓ ବାତ୍ୟା ଗଞ୍ଜାମ ଜିଲାବାସୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ବାତ୍ୟା ପରବର୍ତ୍ତୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଗଞ୍ଜାମ ଜିଲାର ଭଞ୍ଜନଗର ବ୍ଲକ୍‌ ଅଞ୍ଚଳରେ ବ୍ୟାପକ ଧନଜୀବନ କ୍ଷୟକ୍ଷତି ହୋଇଛି। ଭଞ୍ଜନଗର…

କମର୍ସିଆଲ ଏଲପିଜି (LPG) ସିଲିଣ୍ଡର ଦର ବୃଦ୍ଧି ଉପରେ କଂଗ୍ରେସର ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୧।୧୧: ଉତ୍ସବର ଋତୁରେ ଲୋକମାନେ ପୁଣିଥରେ ମହଙ୍ଗା ମାଡ଼ର ସମ୍ମୁଖୀନ ହୋଇଛନ୍ତି। ବ୍ୟବସାୟିକ ଏଲପିଜି (LPG) ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇବା ପରେ କଂଗ୍ରେସ ଦଳ ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଉପରେ କଡ଼ା ସମାଲୋଚନା କରିଛି। ଚଳିତ ବର୍ଷ ସିଲିଣ୍ଡର…

ଭାରତ ରଚିଲା ନୂଆ ଇତିହାସ, କମନୱେଲଥ ଚାମ୍ପିୟନସିପରେ ଜିତିଲା ଦୁଇଟି ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧।୧୧: କବାଡ଼ିରେ ଭାରତ ଦ୍ୱିଗୁଣ ସଫଳତା ହାସଲ କରିଛି। କମନୱେଲଥ କବାଡ଼ି ଚାମ୍ପିୟନସିପରେ ଭାରତର ପୁରୁଷ ଏବଂ ମହିଳା ଉଭୟ ଦଳ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଫାଇନାଲ ମ୍ୟାଚରେ ଭାରତୀୟ ପୁରୁଷ ଦଳ ଶ୍ରୀଲଙ୍କାକୁ ୫୪-୨୦ ବ୍ୟବଧାନରେ ଏକତରଫା ଭାବେ ପରାସ୍ତ…

ଟିମ ଇଣ୍ଡିଆର Playing11ରେ ଦୁଇ ବଡ଼ ପରିବର୍ତ୍ତନ, ଫେରିଲେ ଆଉ ଜଣେ ଦକ୍ଷ ବୋଲର

ନୂଆଦିଲ୍ଲୀ,୧।୧୧: ପଞ୍ଚମ ଟି-୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ସିରିଜରେ ଏହା ପ୍ରଥମ ଥର ପାଇଁ ଘଟିଛି ଯେଉଁଠାରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଟସ ହାରି ଯାଇଛନ୍ତି। ଭାରତୀୟ ଦଳ ନିଜର ଚୂଡ଼ାନ୍ତ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ: ୫ ରାଶିରେ ବଢ଼ିବ ଅଡୁଆ! ପାଖରୁ ପଳାଇବ ସବୁ ଟଙ୍କା

ଦୃକ ପଞ୍ଚାଙ୍ଗ ଅନୁସାରେ, ସୂର୍ଯ୍ୟ ଏବଂ ଚନ୍ଦ୍ର ଗ୍ରହ ନଭେମ୍ୱର ୨ ତାରିଖ ରାତି ୮ଟା ୨୦ ମିନିଟରେ ବୈଧୃତି ଯୋଗ ସୃଷ୍ଟି କରୁଛନ୍ତି। ବୈଧୃତି ଯୋଗର ପ୍ରଭାବରେ ୫ଟି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ସମସ୍ୟା ଦେଖାଦେଇପାରେ। ନଭେମ୍ୱର ୨ ତାରିଖରେ…

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି ଦିନ ପରେ ମଧ୍ୟ ବିଭିନ୍ନ ଅଞ୍ଚଳକୁ ଯୋଗାଯୋଗ ସ୍ୱାଭାବିକ ହୋଇପାରିନାହିଁ। ଉଦ୍ଧାର କାର୍ଯ୍ୟ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ରବିବାର ଗିରଫ କରିଛି।…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ ହଜାରେ ଟ୍ରଫି’ (ଏକ ୫୦ ଓଭର ବିଶିଷ୍ଟ ଘରୋଇ ଟୁର୍ଣ୍ଣାମେଣ୍ଟ) ରେ ସେ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି ପଞ୍ଚାୟତରେ ଦ୍ୱିତୀୟ ସର୍ବାଧିକ କ୍ଷୟକ୍ଷତି ଘଟିଛି। ପ୍ରଥମ ଦୁଇ ଦିନ ଏହି ଅଞ୍ଚଳରେ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ ନେଇ କୋରାପୁଟ ସର୍କିଟ ହାଉସରେ ଶନିବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?