କାହିଁକି ଫୋନ୍ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା
ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ। କ୍ରିକେଟ ପଡ଼ିଆରେ ଧୋନୀ ଯେଉଁ ଇତିହାସ ସୃଷ୍ଟି କରିଥିଲେ ତାହା ସମଗ୍ର ବିଶ୍ୱ…
ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ
ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ବୃଦ୍ଧି ପାଉଛି, ଯେଉଁଠାରେ ଦୁଇଟି ଜାହାଜ ଆକ୍ରମଣର ଶିକାର ହୋଇଛି। ଉଭୟ…
ହାତରୁ ଖସୁଛି ସୁରକ୍ଷା
ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍ ପଡ଼ିଲା। ପରବର୍ତ୍ତୀ ସମୟରେ…
କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ
କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା ୧୫ ମିନିଟ୍ରେ ଟ୍ରେନ୍ଟି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ ଉତ୍ସାହର ପରିବେଶ ସୃଷ୍ଟି…
ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର
ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ ୦-୧ ପଛରେ ଥିବା ଭାରତୀୟ ଦଳ ପାଇଁ ଏହା ଏକ କର ବା…
ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍କା, ରହିବାକୁ ହେବ ସାବଧାନ!
ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ ମେଷ, ବୃଷ, ମିଥୁନ, କନ୍ୟା ଏବଂ ମୀନ ରାଶିର ଲୋକଙ୍କୁ ଆର୍ଥିକ ସମସ୍ୟାର…
ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍ଆଇ
ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା ସହ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କଲେ, ତାହା ଜାଣିବା ପାଇଁ…
ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ
ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା ଏହି ରିଂ ରୋଡ଼ର ନିର୍ମାଣ କାର୍ଯ୍ୟ ବିଜେଡି ଶାସନରୁ ଆରମ୍ଭ ହୋଇଛି ।…
ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ
ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା ଘଟିଛି। ଢାକାରେ ଏକ ଅନ୍ତର୍ଜାତୀୟ ସେମିନାର ଅନୁଷ୍ଠିତ ହୋଇଥିଲା। ଏଠାରେ ଏକ ଉପସ୍ଥାପନାରେ…
ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?
ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ କଥିତ ଅଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ…
ପୁରୀ-କୋରାପୁଟ ସ୍ପେସିଆଲ୍ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି
କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ସୋମବାର ପୂର୍ବାହ୍ନ ୧ଟାରେ ପୁରୀ ରେଲୱେ ଷ୍ଟେଶନରୁ ଗ୍ରୀନ…
ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!
ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ଗତ କିଛି ମ୍ୟାଚରେ ସଞ୍ଜୁ ଫର୍ମରେ ନଥିଲେ ସତ,…

