ପଦକ ପକ୍କା କଲେ ସୁହାସ, ସୁକାନ୍ତ
ପ୍ୟାରିସ୍,୧।୯(ପି.ଟି.): ପ୍ୟାରିସ୍ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ଏକ ପଦକ ପକ୍କା କରିଛନ୍ତି ପାରା ଶଟଲର ସୁହାସ ୟଥିରାଜ ଓ ସୁକାନ୍ତ କଦମ। ଉଭୟ ଖେଳାଳି ଏସ୍ଏଲ୍-୪ ଇଭେଣ୍ଟର ସେମି ଫାଇନାଲରେ ପ୍ରବେଶ କରିଥିବା ବେଳେ ଭାରତ ଅନୂ୍ୟନ…
ହୃଦ୍ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ
ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍ ସମୟରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…
ଆଜି ପ୍ରବଳ ବର୍ଷିବ, ୩ରୁ କମିବ
ଭୁବନେଶ୍ୱର,୧।୯(ଅନୁରାଧା ମହାରଣା): ବଙ୍ଗୋପସାଗର ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଶନିବାର ଅବପାତର ରୂପ ନେବା ପରେ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟାନ୍ୟ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରବିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ବେଳେ ୩…
ଏକ୍ସ’କୁ ବ୍ୟାନ୍
ସାଓ ପାଉଲୋ, ୧।୯: ମାଇକ୍ରୋବ୍ଲଗିଂ ପ୍ଲାଟ୍ଫର୍ମ ଏକ୍ସ’କୁ ଶନିବାର ବ୍ରାଜିଲ ବ୍ୟାନ୍ କରିଛି। ୨୪ ଘଣ୍ଟା ମଧ୍ୟରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ପାଇଁ ଶୁକ୍ରବାର ବ୍ରାଜିଲର ସୁପ୍ରିମକୋର୍ଟ ଏକ୍ସ’କୁ ଡେଡ୍ଲାଇନ ଜାରି କରିଥିଲେ। ତେବେ ଏକ୍ସ’ ପକ୍ଷରୁ ବ୍ରାଜିଲରେ…
ମାଲୟାଲମ୍ ସିନେମାର କଳା ଅଧ୍ୟାୟ: ଗୁପ୍ତ କ୍ୟାମେରାରେ ହେଉଥିଲା ନଗ୍ନ ଭିଡିଓ
ଥିରୁଭାନନ୍ଥପୁରମ୍,୧ା୯: ଜଷ୍ଟିସ୍ ହେମା କମିଟି ରିପୋର୍ଟ ମାଲୟାଲମ୍ ଚଳଚ୍ଚିତ୍ର ଶିଳ୍ପର ପାଣ୍ଡୋରା ବାକ୍ସ ଖୋଲିଥିବାବେଳେ ଅଭିନେତ୍ରୀମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବାର ନୂଆ ନୂଆ ଘଟଣା ପ୍ରତିଦିନ ପ୍ରଘଟ ହେବାରେ ଲାଗିଛି। ଖ୍ୟାତନାମା ଅଭିନେତ୍ରୀ ରାଧିକା ଶରଥକୁମାର ମାଲୟାଲମ ଚଳଚ୍ଚିତ୍ରରେ କାର୍ଯ୍ୟ କରିବାର…
ଆନ୍ଦୋଳନ ବେଳେ ବଳ ପ୍ରୟୋଗ, କୋଲକାତା ପୋଲିସ ମୁଖ୍ୟଙ୍କୁ ଏନ୍ଏଚ୍ଆର୍ସି ନୋଟିସ
ନୂଆଦିଲ୍ଲୀ,୧ା୯ (ପି.ଟି.): କୋଲକାତାର ଆର୍.ଜି. କର ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବିକରି ଛାତ୍ରୀଛାତ୍ର ଗତ ୨୭ ତାରିଖରେ ନବାନ୍ନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବାବେଳେ ସେମାନଙ୍କ ଉପରେ ବର୍ବରତା ଓ ଅତ୍ୟଧିକ ବଳ…
ରୁବିନା ଫ୍ରାନ୍ସିସ୍ଙ୍କୁ ବ୍ରୋଞ୍ଜ
ଚାଟେରକ୍ସ,୧ା୯(ପି.ଟି.): ପ୍ୟାରିସ୍ରେ ଅନୁଷ୍ଠିତ ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ପଞ୍ଚମ ପଦକ ବିଜୟୀ ହୋଇଛନ୍ତି ପିସ୍ତଲ ଶୁଟର ରୁବିନା ଫ୍ରାନ୍ସିସ୍। ଏସ୍ଏଚ୍୧ ବର୍ଗର୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲରେ ରୁବିନା ୨୧୧.୧ ପଏଣ୍ଟ ସ୍କୋର କରିବା ସହ ବ୍ରୋଞ୍ଜ…
ଦିଲ୍ଲୀରେ ଚାଞ୍ଚଲ୍ୟ: ୫ ବର୍ଷର ଶିଶୁଙ୍କୁ ବଳାତ୍କାର
ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀର କାପାଶେରା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାକୁ ଜଣେ ୧୪ ବର୍ଷର ବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁଟି ଘରେ ଏକୁଟିଆ ଥିବାବେଳେ ପଡୋଶୀ ଘରର ନାବାଳକ ତାଙ୍କ ଯୌନ ନିର୍ଯାତନା ଦେଇଥିବା ପୋଲିସ କହିଛି। ନାବାଳକଙ୍କୁ ଧରାଯାଇ…
ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ
ଭୁବନେଶ୍ୱର,୩୧।୮: ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା…
ରାମନାଥ କୋଭିଡ୍ ଭାରତର ପ୍ରଥମ ଦଳିତ ରାଷ୍ଟ୍ରପତି, କଙ୍ଗନାଙ୍କ ପୁଣି ଏକ ବିବାଦୀୟ ବୟାନ
ନୂଆଦିଲ୍ଲୀ,୩୧।୮: ଅଭିନେତ୍ରୀରୁ ନେତ୍ରୀ ପାଲଟିଥିବା କଙ୍ଗନା ରାଣାଓ୍ବତ୍ ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ଭାଜପା ଏମ୍ପି ହେବା ପରଠୁ ନିଜ ମନ୍ତବ୍ୟକୁ ନେଇ ଅଧିକ ଚର୍ଚ୍ଚା ସାଉଁଟିବାରେ ଲାଗିଛନ୍ତି। ଏକ ଓ୍ବେବ୍ ଚ୍ୟାନେଲକୁ ସାକ୍ଷାତ୍କାର ଦେଇ କଙ୍ଗନା ପୂର୍ବତନ ରାଷ୍ଟ୍ରପତି ରାମନାଥ…
ପୋଲ ନିର୍ମାଣ ପାଇଁ ଜାତୀୟ ରାଜପଥରେ ଚିପ୍ସ ଗଦା
କୋକସରା,୩୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କାଉଡୋଳାରୁ ମହାଜନଗୁଡା ବାଞ୍ଜିବାହାଲକୁ ସଂଯୋଗ କରୁଥିବା ରାସ୍ତା ନିକଟରେ ଏକ ଠିକାସଂସ୍ଥା ପକ୍ଷରୁ ଜାତୀୟ ରାଜପଥ ଉପରେ ଚିପ୍ସ ଗଦା କରାଯାଇଛି। ଫଳରେ ଜାତୀୟ ରାଜପଥ ଦେଇ ଯାଉଥିବା ଗାଡିମୋଟର ଦୁର୍ଘଟଣାର ସମ୍ମୁଖୀନ…
କୋଲକାତା କାଣ୍ଡ: ବଳାତ୍କାର ପରେ ସେମିନାର ହଲ୍ରେ ପଶିଲେ, ପ୍ରମାଣ ଲୁଚାଇବା ପାଇଁ… ଭାଇରାଲ ହେଲା ଫଟୋ
କୋଲକାତା,୩୧।୮: କୋଲକାତା ଘଟଣାକୁ ନେଇ ଏକ ଫଟୋ ଭାଇରାଲ ହୋଇଛି। ଆରଜି ମେଡିକାଲ କଲେଜର ସେମିନାର ହଲ୍ରେ ଘଟଣା ପରେ ବହୁ ଲୋକ ଗହଳି କରିଥିବା ଫଟୋ ଭାଇରାଲ ହୋଇଛି। ତେବେ ଭାଇରାଲ ଫଟୋକୁ ନେଇ ସିବିଆଇ ସନ୍ଦେହ ପ୍ରକାଶ କରିଛି।…

