Home Left

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି) ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ନିର୍ବାଚନ ଆଇନ ଅନୁଯାୟୀ ଏହା ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ। ଏଭଳି…

କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି

ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଏବଂ ସମ୍ଭାବ୍ୟ ବିପଦ ସମ୍ପର୍କରେ ଅନୁଧ୍ୟାନ ଲାଗି…

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ ମନେ ରଖିବା ପାଇଁ ଉତ୍ସର୍ଗୀକୃତ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବରେ ଗଣମାଧ୍ୟମକୁ ବିବେଚନା କରାଯାଏ।…

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ଏଥିସହ ମୃତ ସରକାରୀ କର୍ମଚରୀଙ୍କ ସ୍ତ୍ରୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରଙ୍କୁ ଅନୁକମ୍ପାମୂଳକ…

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା ପାଇଁ ଦିଲ୍ଲୀ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶ ଦେଇଛି। ଏଭଳି…

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି। ମିଶନ ଶକ୍ତି ସଚିବ…

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି ଅବସରରେ ଜେଏମ୍‌ଏମ୍‌ ନେତା ଏବଂ କର୍ମୀ ତାଙ୍କୁ ସ୍ବାଗତ କରି ପାଛୋଟି ଆଣିଥିଲେ। ଜେଏମ୍‌ଏମ…

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ କୋଇଲାପଡ଼ା ନିକଟସ୍ଥ ରେଳ ଲାଇନ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ୩ ଜଣ…

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜରେ ଭାରତ ୩-୦ରେ ଅଗ୍ରଣୀ ସହ ଆଗୁଆ ସିରିଜ…

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ କେହି ନିରାଡମ୍ବର ଭାବେ ନିର୍ବାଚନ ଅଧିକାରୀଙ୍କ ପାଖକୁ ପ୍ରାର୍ଥିପତ୍ର ଧରି ଓକିଲଙ୍କ ସହିତ ପହଞ୍ଚୁଛନ୍ତି।…

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଓ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏକ ଖବରଦାତା ସମ୍ମିଳନୀରେ ଟିମ୍‌ ସମ୍ପର୍କରେ ସୂଚନା…

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ ଖଟୁଆଙ୍କୁ ଦଳ ଟିକେଟ୍‌ ଦେଇନି। ତାଙ୍କ ବଦଳରେ ଦଳ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri