ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି
ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ ଏକ ବୈଠକ କରି ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି। ୨୦୧୪ରୁ ମନ୍ତ୍ରୀ, ନେତା…
ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ
ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ…
ଏମ୍ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ
ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଏହି ଅବସରରେ ଜି.ଉଦୟଗିରି ବିଜେଡି ବିଧାନସଭା ପ୍ରାର୍ଥୀ ସାଲୁଗା ପ୍ରଧାନ ଓ…
କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…
ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ । ଆଜି ବିରାଟ ଶୋଭାଯାତ୍ରାରେ ନିଜ ହଜାର ହଜାର ସମର୍ଥକଙ୍କ ସହ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ…
କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର
ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର କେଏଲ ରାହୁଲଙ୍କୁ ସ୍ଥାନ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର…
ଆଇରନ୍ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର
ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟି ବହୁ ମୂଲ୍ୟବାନ ସାମଗ୍ରୀ ସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳି ପୋଡି…
ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା
ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ ସିଂଙ୍କୁ ପ୍ରାର୍ଥୀ କରିଛି। ଦୀନେଶ ପ୍ରତାପ ସିଂ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ…
ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ
କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀ ସଂରକ୍ଷିତ ଆସନ ପାଇଁ ଭାଜପା ବିଧାୟକ…
ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା
ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅମିତ ଶାହା ପୂର୍ବାନୁମାନ କରିଛନ୍ତି। ନିକଟରେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲକୁ…
ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଟିକେଟ୍ ଦେଇଛି। ପୂର୍ବରୁ କଟକ ଆସନରୁ ଲୋକ ସଭା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା…
ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ
ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍ଡିଏଚ୍ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମସଲାର ଗୁଣବତ୍ତା ସୁନିଶ୍ଚିତ କରିବା ଲାଗି ତାର ପରୀକ୍ଷା କରିବାକୁ ଆଦେଶ…
ଟିକେଟ୍ ରେସ୍ରେ ବାଜିମାରିଲେ ସୁକାନ୍ତ
ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ ଭରଷା କରିଛନ୍ତି ବିଜେଡ଼ି ସୁପ୍ରିମୋ। ଦୀର୍ଘଦିନ ଧରି ଉକ୍ତ ଆସନ ପାଇଁ ଦଳର ଦୁଇ…
Archives


