Home Left

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ PF ଆକାଉଣ୍ଟରେ ୮.୨୫% ସୁଧ ଜମା କରିବା ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା ଯୁବକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ପୋଲିସ ଖବର ପାଇ ଘଟଣା ସ୍ଥଳରେ…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ ଅଙ୍କୁରା ଗ୍ରାମର ବିଜୟ ନାଏକ । କେନ୍ଦୁଝର ଜିଲା ପାଟଣା ବ୍ଲକ ଅଙ୍କୁରା…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ କାରଣ ପାଇଁ ସେ ଚାକିରି…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ଜଣେ ଯୁବକଙ୍କୁ ପିଟି ମାରିଦେଇଛନ୍ତି। ନାବାଳିକା…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ୨୦୧୦ ପରେ ପୂର୍ବତନ ଚାମ୍ପିୟନ ସ୍ପେନ ପ୍ରଥମ…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ ମୃତ୍ୟୁ ଘଟିଥିବା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଗିରୀଶ ମହାଜନ ସୋମବାର କହିଛନ୍ତି। ବର୍ଷା…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା ଉକ୍ତ ଜେଲରେ ରବିବାର ୨ ବିରୋଧୀ ଅନ୍ତେବାସୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଆରମ୍ଭ…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ ମଧ୍ୟ ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଗତ ୨ ଦିନ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବା ପରେ ଅଭିଯୁକ୍ତଙ୍କୁ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବିନା ଅନୁମତିରେ ସେଗୁଡିକ ଚଲାଇ ଆସୁଥିବା ଜଣାପଡିଛି। ଏହା ଜାଣିବା ପରେ ଗତମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?