Home Left

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ଜଗତସିଂହପୁର…

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ସାଇକ୍ରିଷ୍ଣା ପ୍ୟାଲେସ୍‌ରୁ ଏକ…

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଗୁଳିମାଡ଼ କରିଥିବା ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ପୋଲିସ କହିଛି ଯେ, ସଲମାନଙ୍କ ଘର…

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ଲୋକମଣ୍ଡପ ପଡିଆରୁ ଏକ ବିଶାଳ…

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ ଗୁଳିମାଡ଼ ଯୋଗୁ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ବିଜେଡି ସମର୍ଥକ ରାଜେଶ ପ୍ରଧାନ(୨୬)…

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଫିସର…

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ ଏହି ଆସନରେ ଲଢ଼ିପାରନ୍ତି ବୋଲି କୁହାଯାଉଥିଲେ ହେଁ ସେଭଳି କିଛି ସଙ୍କେତ ମିଳିନାହିଁ। ସେ…

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବୁଧବାର ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ…

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ତେବେ ରୁପାଲି ‘ଅନୁପମା’…

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ବୁଧବାର ଭାଜପାର ବୌଦ୍ଧ ବିଧାନସଭା ଆସନ ପାଇଁ ସରୋଜ ପ୍ରଧାନ…

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ ଏହି ଦୁଇଟି ତ୍ୱଚା ଲାଗି ସବୁଠାରୁ ବଡ଼ ଶତ୍ରୁ। କିନ୍ତୁ ଅଫିସ୍‌ ଯିବାର ଥିଲେ…

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ ୨.୧୦ ଲକ୍ଷ କୋଟିରେ ପହଞ୍ଚିଛି। ରାଜସ୍ବ ବର୍ଷ ତୁଳନାରେ ଏହା ମୋଟ ୧୨.୪ ପ୍ରତିଶତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri