Home Left

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି…

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ସହ ଦାଖଲ କରିଥିବା ଆଫିଡେଭିଡ୍‌ରେ ସେ…

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର ସକାଳେ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା…

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ ରାସ୍ତା ପାଶର୍‌ବରେ ଜଣେ ଯୁବକର ରକ୍ତାକ୍ତ ମୃତଦେହ ପଡିଥିବାର ସ୍ଥାନୀୟ ଲୋକେ ଦେଖି ବସ୍ତା…

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି।…

ଗାଁ ସମସ୍ୟା ନ ସୁଧୁରିଲେ ଭୋଟ ଦେବୁନି

ରାୟଗଡ଼ା,୧।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାବୁଗୁଡ଼ା ଗ୍ରାମରେ ଆଜି ବି ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଗାଁରେ ଆବଶ୍ୟକ ରାସ୍ତା ନ ଥିବା ବେଳେ ପାନୀୟ ଜଳ ଅଭାବ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ…

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ ସେ ୪ସେଟ୍‌ ପ୍ରାର୍ଥତ୍ପତ୍ର ଜିଲା ନିର୍ବାଚନ କାର୍ଯ୍ୟାଳୟରୁ ନେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ସମୟରେ କେନ୍ଦ୍ରମନ୍ତ୍ରୀ…

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ ମାର୍କସ ଷ୍ଟୋଇନିସ ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ଜିତିବାରେ ସାହାଯ୍ୟ କରିଥିଲେ। ଷ୍ଟୋଇନିସ…

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି ପରାଜୟ ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ…

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ ବହୁତ ପ୍ରଶଂସା କରିଛନ୍ତି ଶାହାରୁଖ। ବିରାଟ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ କହି…

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପ୍ରିୟଙ୍କା ଗାନ୍ଧୀଙ୍କୁ ରାଏବରେଲି ଲୋକ ସଭା ଆସନରୁ ପ୍ରାର୍ଥୀ…

ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନ

ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l ଟ୍ରକରେ ଥିବା ହେଲପର ଆହତ ହୋଇଥିବା ସୂଚନା ରହିଥିଲେ ମଧ୍ୟ ତାଙ୍କ ଆବସ୍ଥା ଠିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri