Home Left

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା। ମଣିପୁର ପୋଲିସ ଅଧିକାରୀ ସେମାନଙ୍କୁ ନିରାପଦ ସ୍ଥାନରେ ଆଶ୍ରୟ ଦେବା ପରିବର୍ତ୍ତେ କାଙ୍ଗପୋକ୍‌ସି ଜିଲାର…

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ…

ଆଦିତ୍ୟଙ୍କ ମାଉଣ୍ଟ କୋଜିଓସ୍କୋ ଆରୋହଣ

ଭୁବନେଶ୍ୱର, ୧।୫ (ତପନ ସ୍ବାଇଁ): ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋକୁ ସଫଳତାର ସହ ଆରୋହଣ କରିଛନ୍ତି ଯୁବ ପର୍ବତାରୋହୀ ଆଦିତ୍ୟ ପ୍ରସାଦ ଖାଡ଼ଙ୍ଗା। ସେ ଅଷ୍ଟ୍ରେଲିଆନ ସମୟ ସକାଳ ୯ଟା ୧୫ରେ ଏହି ଆରୋହଣ ସମ୍ପୂର୍ଣ୍ଣ କରିଛନ୍ତି। ପେସାରେ…

ଦକ୍ଷିଣ ଆଫ୍ରିକା ଦଳରେ ଦୁଇ ନୂଆ ମୁହଁ

ଜୋହାନ୍ସବର୍ଗ, ୧ା୫ : ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଯୋଗୁ ଖେଳରୁ ୯ ମାସ ହେଲା ଦୂରେଇଯାଇଥିବା ପେସର ଏନରିଚ୍‌ ନର୍ଜେ ଦଳକୁ…

ୟୁକେ’ରେ ନିର୍ବାଚନ ଲଢ଼ିବେ ପାନେସର

ଲଣ୍ଡନ, ୧ା୫: ଇଂଲଣ୍ଡର ପୂର୍ବତନ ସ୍ପିନର ମଣ୍ଟି ପାନେସର ରାଜନୀତିରେ ପ୍ରବେଶ କରିଛନ୍ତି। ୟୁନାଇଟେଡ କିଙ୍ଗଡମ୍‌ (ୟୁକେ) ନିର୍ବାଚନରେ ସେ ଜର୍ଜ ଗ୍ୟାଲୋଓ୍ବେଙ୍କ ଓ୍ବାର୍କର୍ସ ପାର୍ଟି ଅଫ୍‌ ବ୍ରିଟେନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ୪୨ବର୍ଷୀୟ ବାମହାତୀ ସ୍ପିନର ପାନେସର…

ଲକ୍ଷ୍ନୌ ବୋଲର ପ୍ରଭାବୀ

ଲକ୍ଷ୍ନୌ, ୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଫଳରେ ମୁମ୍ବାଇ ଇଣ୍ଡିଆନ ଇନିଂସ ୨୦ ଓଭରରେ ୧୪୪/୭ରେ ସୀମିତ ରହିଛି। ରିପୋର୍ଟ ପ୍ରସ୍ତୁତ ହେବା ବେଳକୁ ଲକ୍ଷ୍ନୌ ଦଳ…

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି। କଂଗ୍ରେସ ଛାଡ଼ି ପ୍ରଦୀପ ମାଝି ବିଜେଡିରେ ମିଶିବା ପରେ ଝରିଗାଁ ନିର୍ବାଚନମଣ୍ଡଳୀରେ ଦଳରେ ପୂର୍ବରୁ…

ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ସେହିଭଳି ଜାନୁଆରୀରୁ…

କାମ୍ପାକୋଲାର ନୂତନ ଅଭିଯାନ

ଭୁବନେଶ୍ୱର,୧।୫: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ତଥା ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ପ୍ରମୁଖ ବ୍ରାଣ୍ଡ୍‌ କାମ୍ପାକୋଲାର ନୂତନ ଅଭିଯାନ ‘ନଏ ଇଣ୍ଡିଆ କା ଅପ୍‌ନା ଥଣ୍ଡା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ଅଭିଯାନ ମାଧ୍ୟମରେ କାମ୍ପାକୋଲା…

ଖୁବ୍‌ଶୀଘ୍ର ସମ୍ବଲପୁରରେ ଅରୁନ୍ଧତୀ ଜୁଏଲର୍ସ

ଭୁବନେଶ୍ୱର,୧।୫: ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିିର୍ମିତ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଖୁବ୍‌ଶୀଘ୍ର ସମ୍ବଲପୁରଠାରେ ଖୋଲିବାକୁ ଯାଉଛି। ଏପରିକି ୨୦୨୪ ମେ ୩ରେ ଏହାର ଆନୁଷ୍ଠାନିକ ଉଦ୍‌ଘାଟନୀ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ…

ଜୟଆଲୁକ୍କାସ୍‌ରେ ଉତ୍ସବକାଳୀନ ଅଫର

ଭୁବନେଶ୍ୱର,୧।୫(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ପକ୍ଷରୁ ଉତ୍ସବକାଳୀନ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଆକର୍ଷଣୀୟ ରିହାତି ଓ ବିଭିନ୍ନ ଅଫରର ଶୁଭାରମ୍ଭ କରାଯାଇଛି।…

ବେଦାନ୍ତ କାର୍ଯ୍ୟ ପରିସର ଅଞ୍ଚଳରେ ପ୍ରକଳ୍ପ ପଞ୍ଛିର ବିସ୍ତାର

ଭୁବନେଶ୍ୱର,୧।୫: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମର ଅଭିନବ କାର୍ଯ୍ୟକ୍ରମ ‘ପ୍ରକଳ୍ପ ପଞ୍ଛି’ର ବିସ୍ତାର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଓଡ଼ିଶା ୟୁନିଟ୍‌ (ଝାରସୁଗୁଡ଼ା) ଅଧୀନ ଲଖନପୁର ବ୍ଲକର ବେଲପାହାଡ଼ ଅଞ୍ଚଳରେ ‘ପ୍ରକଳ୍ପ ପଞ୍ଛି’ର ବିସ୍ତାର ହୋଇଛି। ଉଲ୍ଲେଖଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri