ପ୍ରଥା ଓ ପରମ୍ପରା
ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ ଚଳଣିରେ ମାନସିକ ପ୍ରସୂତ ଏକକ ସାମାଜିକ ପ୍ରଥା, ପରମ୍ପରା ପ୍ରଚଳିତ ନୁହେଁ, ଯଦିଓ…
ଓଡ଼ିଶାରେ ସମବାୟ
୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ କାର୍ଯ୍ୟ କରୁଥିଲେ। ସେଠାରୁ ଫେରି ମଧୁସୂଦନ ଦାସ ସମବାୟ ଅନୁଷ୍ଠାନମାନ ପ୍ରତିଷ୍ଠା କରି…
ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…
ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର ଶୁଣିବା ପରେ ନିଜକୁ ଅସହାୟ ମନେକରି ଦୁଃଖରେ ଭାଙ୍ଗିପଡ଼ିଲେ। ଶେଷରେ କିଛି ନିଷ୍ପତ୍ତି…
କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା
ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ ସ୍ବାମୀ କେତନଙ୍କୁ ହତ୍ୟା କରିବାର ୪ ମାସ ପୂର୍ବରୁ ପ୍ରେମିକ ଚେତନ ଚୌଧରୀଙ୍କୁ…
ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି
ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ ପ୍ରକଳ୍ପର ମାଛଗୁଡିକ ତଳମୁଣ୍ଡକୁ ଭାସିଯାଇଥିଲେ। ଏହାଦେଖି ମତ୍ସ୍ୟଜୀବୀଙ୍କ ସହ ଅନ୍ୟ ଲୋକମାନେ ଜାଲ…
ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ
ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ ବର୍ଷା ହେବା ପରେ ଚାଷୀମାନେ ତରବରିଆ ଭାବେ ଜମି ପ୍ରସ୍ତୁତ କରି କପା…
ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି
ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ବାଦିବାହାଲ ପଞ୍ଚାୟତ ଅଗଲାପାଲି ଗାଁର ଧନମାଳୀ ସାହୁ…
ହର୍ମୁଜ୍ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ
ତେହରାନ୍,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି। ପୁଣି ଯୁଦ୍ଧ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର ଧମକ ଦେଉଥିବାରୁ…
ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍ ଟ୍ରି’
ଧାନବାଦ,୮ା୭(ପିଟି): କାଉନ୍ସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍ଆଇଆର-ସିଆଇଏମ୍ଏଫ୍ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ ‘ସ୍ମାର୍ଟ ଆଲଗାଲ୍ ଲିକ୍ୱିଡ ଟ୍ରି’(ଏସ୍ଏଏଲ୍ଟି) ବିକଶିତ କରିଛନ୍ତି। ଏହା ଏକ ବାୟୁ ବିଶୋଧନ…
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ
ଭୁବନେଶ୍ୱର,୮।୭(ସୁନିତ୍ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର ବିରୋଧୀ ନୁହନ୍ତି ବରଂ ପରିପୂରକ। ଏହି ଦୂରଦର୍ଶୀ ଆଭିମୁଖ୍ୟ ସହ ବନ ସୁରକ୍ଷା…
ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା
ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ କାର୍ଯ୍ୟ ଭାରତ ଓ ଇଣ୍ଡୋନେସିଆକୁ ନିକଟତର କରାଇବାରେ ସହାୟକ ହୋଇଥିଲା ବୋଲି ସେ…
ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…
ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ ମଙ୍ଗଳବାର ଅପରାହ୍ଣ ୪ଟାରୁ ପୋର୍ଟାଲରେ ଉପଲବ୍ଧ…

