Home Left

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି ନାହିଁ। ଗାଲୱେ ଡ୍ରାଇଭରେ ଥିବା ଏକ ବାସଭବନରେ ଏହି ଘଟଣା ଘଟିଛି। ଅଧିକାରୀଙ୍କ କହିବାନୁସାରେ,…

ପହିଲାରୁ ଫୁଲ୍‌ ପଇସା ଭାସୁଲ ସେଲ୍‌

ଭୁବନେଶ୍ୱର,୩୦।୪: ରିଲାଏନ୍ସ ଗ୍ରୁପର ଅଗ୍ରଣୀ କମ୍ପାନୀ ତଥା ରିଟେଲ ପ୍ଲାଟଫର୍ମ ସ୍ମାର୍ଟ ବଜାର ଓ ଜିଓ ମାର୍ଟର ଲୋକପ୍ରିୟ ଅଫର ‘ଫୁଲ ପଇସା ଭାସୁଲ ସେଲ୍‌’ର ଶୁଭାରମ୍ଭ ୨୦୨୪ ମେ ୧ରୁ ଆରମ୍ଭ ହେଉଛି। ଏପରିକି ପ୍ଲାଟଫର୍ମର ଏଡିଶନ ୨୦୨୪ ମେ…

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା କରାଯାଇଛି।…

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିଲେ। ପରସ୍ପରକୁ ଗାଳିଗୁଲଜ କରିବା ସହ ଧସ୍ତାଧସ୍ତି ସ୍ଥିତି ଉପୁଜିଥିଲା। ଉଭୟ…

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ…

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୫ ଓ ୬ ତାରିଖ ଦୁଇଦିନ ଗ୍ରୀଷ୍ମ…

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ ଛାତ୍ର ନେତାଙ୍କ ମଧ୍ୟରୁ ସେ ଅନ୍ୟତମ। ତେବେ ଏହି ବରିଷ୍ଠ ରାଜନେତାଙ୍କ ନାମରେ ଏକ…

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌ ଏସିଆ ୨୦୦୦ ଟାଇଟଲ୍‌ ଜିତିଥିବା ଦିୟା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରୁହନ୍ତି। ସୋମବାର…

କେଜ୍‌ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା

ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ ମାନହାନି ମାମଲା ଦାଏର ହୋଇଛି। ଭାଜପା ଦିଲ୍ଲୀ ଶାଖାର ଗଣମାଧ୍ୟମ ମୁଖ୍ୟ ପ୍ରବୀଣ ଶଙ୍କର…

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ ପାଇଁ ଆବେଦନ କରିନାହାନ୍ତି କ’ଣ ପାଇଁ ବୋଲି ସୁପ୍ରିମକୋର୍ଟ ସୋମବାର ପ୍ରଶ୍ନ କରିଛନ୍ତି। ପ୍ରବର୍ତ୍ତନ…

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଭାରତର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ଅଫିସର ବିକ୍ରମ…

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ ନୋଟିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri