Home Left

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଭାରତର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ଅଫିସର ବିକ୍ରମ…

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ ନୋଟିସ…

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଥିବା…

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏଠାରେ ଉଭୟ ସି-ଭିଜିଲ୍‌ ଆପ୍‌ ଏବଂ ଟେଲିଫୋନ୍‌ ମାଧ୍ୟମରେ ଆଦର୍ଶ ଆଚରଣ…

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ…

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଟିକା ଚର୍ମ କର୍କଟ ବିପଦ ଆଶଙ୍କା ୪୯ ପ୍ରତିଶତ ହ୍ରାସ କରୁଥିବା…

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ, ଛତିଶଗଡ଼ ଓ ସୀମାନ୍ତ ଅଞ୍ଚଳରେ ସକ୍ରିୟ ଥିବା ଭୈରମଗଡ଼…

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୩୦ରେ ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ମଧ୍ୟ ଦାଖଲ କରିବେ।…

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ କଂଗ୍ରେସର ଭଦ୍ରକ, ମୟୂରଭଞ୍ଜ, ବାଲେଶର ଜିଲାର ପ୍ରଭାରୀ ଦାୟିତ୍ୱରେ ଥିଲେ। ଏପରିକି ସେ ପୂର୍ବତନ…

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ସୋମବାର ଡିଆର୍‌ଜି ଯବାନମାନେ ସୁକ୍‌ମା ଜିଲା ସଲାତୋଗ…

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତାବିରା ବିଧାୟକ ପ୍ରାର୍ଥୀ ନିହାର ମହାନନ୍ଦ, ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପୁରୋହିତ,…

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ ପାଇଲଟଙ୍କ ଉପସ୍ଥିତ ଜ୍ଞାନ ଯୋଗୁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri