Home Left

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ସଞ୍ଜୟ ଦାସବର୍ମାଙ୍କ ସମର୍ଥକ ପୁରୀ ଜିଲାପାଳଙ୍କ ଅଫିସ ପରିସରରେ ପ୍ରବଳ ନାରାବାଜି…

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ ୟୁଜିସି ଚେୟାରମ୍ୟାନ ଏମ ଜଗଦୀଶ କୁମାର ଏକ୍ସରେ ସୂଚନା ଦେଇଛନ୍ତି। ଜୁନ୍‌ ୧୬ରେ ୟୁପିଏସସି-ପ୍ରିଲିମ୍ସ…

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ ହୋଇଛି। ଏହି ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମହଲରେ ଚର୍ଚ୍ଚାର…

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର ରିପୋର୍ଟ କରିଥିଲା। ଏହି ଆଫ୍ରିକୀୟ ଦେଶରେ ବନ୍ୟା ପରିସ୍ଥିତି ସାଧାରଣ ଜନ ଜୀବନକୁ ବାଧା…

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ ପ୍ରାୟ ପାଞ୍ଚ ଗୁଣ ବଡ଼ ହେବ। କେବଳ ଏତିକି ନୁହେଁ ଏଥିରେ ପାଞ୍ଚଟି ରନୱେର…

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡରେ ସର୍ବାଧିକ…

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ କେକେଆରର ଏକ ପ୍ରଶିକ୍ଷଣ ଅଧିବେଶନର ଏକ ଭିଡିଓ…

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି ଯେ ମାମଲାର ଶୁଣାଣି ସମୟରେ ମଧ୍ୟବର୍ତ୍ତୀକାଳୀନ ରିଲିଫ ଜାରି ରହିବ। ସାଇଭ ଆଇନ ଅନୁଯାୟୀ…

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌ ୧ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଏବେ ପ୍ରଶ୍ନ ଉଠିଛି ଯେ, ଭାରତୀୟ ଖେଳାଳିମାନେ…

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’ ଦୁର୍ଗାଙ୍କୁ। ଏହି ଦ୍ୱୟ ଏକତ୍ର ସୃଷ୍ଟିର ମୂଳ ପିଣ୍ଡ ବୋଲି ବିଚାର କରାଯାଏ। ଏହି…

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ ଦେଶ। ମେ ୧ ପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ସମ୍ଭାବ୍ୟ ୧୫ ଘୋଷଣା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri