ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ
ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ କରି ସିଧାସଳଖ ଏମ୍ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ପ୍ରଶାନ୍ତଙ୍କ ବିରୋଧରେ ବର୍ଷିଛନ୍ତି। ଅପରାଜିତାଙ୍କ…
ରାହୁଲଙ୍କ ଭାଷଣକୁ ନେଇ ଜୋର୍ ଧରିଲା ରାଜନୀତି
ଭୁବନେଶ୍ୱର, ୨୯।୪(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିନିକିଆ…
ନାମାଙ୍କନପତ୍ର ଦାଖଲ କଲେ ଏମ୍ପି ପ୍ରାର୍ଥୀ
କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ ସେ ଜିଲାପାଳ ବିଶାଲ ସିଂହଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ…
ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ
ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ ହୋଇଛି। ବିଜେଡି ଟିକେଟରୁ ବଞ୍ଜିତ ହୋଇଥିବା ବିଧାୟିକା ସୀମାରାଣୀ ନାୟକ ଭାଜପାରେ ଯୋଗଦେଇ ଦଳୀୟ…
ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ
ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ନାମାଙ୍କନ ସମୟରେ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଇଛି। ଏହି…
ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି
ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ୪୪ଟି ବଲରେ ୭୦ ରନ ସଂଗ୍ରହ କରଥିଲେ। ଏଥିରେ ୬ ଚୌକା ଓ ୩…
ଫସିଗଲେ କହ୍ନେୟା କୁମାର, ଉଦିତ ରାଜ
ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ ବନ୍ଦ ହୋଇନାହିଁ। ଗୋଟିଏ ପରେ ଗୋଟିଏ ଦଳର ବଡ ଚେହେରା ଦଳଠାରୁ ଦୂରେଇ ଯାଉଛନ୍ତି।…
କଂଗ୍ରେସକୁ ବଡ ଝଟ୍କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ
ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି ତାଙ୍କ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହା ପରେ ଇନ୍ଦୋର ଆସନରେ ଭାଜପା ପାଇଁ ମଇଦାନ…
ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍କା
ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି ମାମଲାରେ ସିବିଆଇ ତଦନ୍ତ ଜାରି ରହିବ। ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଆଦେଶକୁ ସ୍ଥଗିତ ରଖି ନାହାଁନ୍ତି।…
୨ କୁନି ଶିଶୁ କଲେ ଟି-୨୦ ବିଶ୍ୱକପ୍ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ
ଅକଲାଣ୍ଡ,୨୦।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଧାର୍ଯ୍ୟ ସମୟସୀମା ପୂର୍ବରୁ ଦୁଇ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। କେନ ୱିଲିୟମସନଙ୍କ ନେତୃତ୍ୱରେ କିୱିମାନେ ତାରକା ଖେଳାଳିରେ…
ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ
ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି। ଲ୍ୟାଣ୍ଡ ସ୍କାମ ମାମଲାରେ ଗିରଫ ହେମନ୍ତ ସୋରେନ କହିଛନ୍ତି ଯେ ତାଙ୍କ ଦଳର ପ୍ରଚାର…
ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର
ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ ସିଧାସଳଖ ସହରବାସୀଙ୍କ ଉପରେ ପଡ଼ୁଛି। ଆଗକୁ ସହରର ନଦୀଗୁଡ଼ିକର ସୁରକ୍ଷା ପ୍ରତି ଯତ୍ନଶୀଳ ନ…
Archives


