Home Left

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍‌ ନଂ ଓ ଏକ ଅଜଣା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍‌ର…

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା ହେଲା। ବୈଜ୍ଞାନିକଙ୍କ ମତରେ କୃତ୍ରିମ ବର୍ଷା କରାଇବା ଲାଗି ସେଠାରେ କରାଯାଇଥିବା କ୍ଳାଉଡ ସିଡିଂରେ…

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ନେତାମାନେ ସିଜନାଲ ପକ୍ଷୀ, ନିର୍ବାଚନ ଋତୁରେ ଆସିବେ ପୁଣି…

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି ଗଛକୁ ଘରେ ଲଗାଇଲେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ବନ୍ଧୁତାରେ ନିବିଡ଼ତା ଆସିଥାଏ ବୋଲି…

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି…

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଳାନ୍) କାର୍ଯ୍ୟକ୍ରମରେ ରାଜ୍ୟକୁ ଆନେମିଆ ମୁକ୍ତ କରିବା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ସ୍କୁଲ…

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଯୌନ ଦୁର୍ନୀତିରେ ହାସନରୁ ଜେଡିଏସ ଏମପି ପ୍ରଜ୍ୱଳ ରେଭାନ୍ନାଙ୍କ…

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି। ଯେମିତିକି: * ବାସ୍ତୁଶାସ୍ତ୍ର ଅନୁଯାୟୀ, ନଟରାଜ ମୂର୍ତ୍ତି ହେଉ ଅବା ଫଟୋକୁ ଘରେ ରଖିବା…

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ ଗ୍ରାହକଙ୍କୁ ଆଶ୍ୱାସନା ଦେବାକୁ ଚେଷ୍ଟା କରିଛି ଅନ୍ୟତମ ପ୍ରମୁଖ ମସଲା ବ୍ରାଣ୍ଡ ଏମଡିଏଚ। ଏମଡିଏଚ…

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା ମୁସ୍କିଲ ହୋଇଗଲାଣି । ପଶ୍ଚିମ ଓ ଉତ୍ତର ପଶ୍ଚିମ ଶୁଷ୍କ ବାୟୁ ପ୍ରବାହ ଯୋଗୁଁ…

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ବାଉଁଶୁଳି ଗ୍ରାମର ଶଙ୍କାରୀ ମୁଣ୍ଡା(୪୫)…

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ ସଭାପତି ଅରବିନ୍ଦର ସିଂ ଲଭଲି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅରବିନ୍ଦର ସିଂ ଲଭଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri