କେବଳ ଭାଜପାର ନୁହେଁ, ପୁରା ଦେଶର ପ୍ରଧାନମନ୍ତ୍ରୀ ହେଉଛନ୍ତି ମୋଦି: ଫାରୁକ୍ ଅବଦୁଲ୍ଲା
ନୂଆଦିଲ୍ଲୀ,୯।୩: ୨୦୨୪ ଲୋକ ସଭା ନିର୍ବାଚନ ସହ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ମଧ୍ୟ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ଏହାକୁ ନେଇ ନିର୍ବାଚନ ଆୟୋଗଙ୍କ ଏକ ଟିମ୍ ଜମ୍ମୁ କଶ୍ମୀରରେ ପହଞ୍ଚିଥିଲେ। ଏହି ସମୟରେ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ…
ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ସ୍ତ୍ରୀ
କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ବାମୀର ଅତ୍ୟାଚାରରେ ଗୀତାରାଣୀ ଅତିଷ୍ଠ। ଅତ୍ୟାଚାରୀ ସ୍ବାମୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗୀତାରାଣୀ ତାଙ୍କର ଦୁଇଟି କୋମଳମତି ଛୁଆଙ୍କ ଭରଣପୋଷଣ ସହିତ ସାହାଯ୍ୟ ସହଯୋଗ କରିବାକୁ ଜିଲାପାଳ ଓ ଏସ୍ପିଙ୍କ…
ପାକିସ୍ତାନର ନୂଆ ରାଷ୍ଟ୍ରପତି ହେଲେ ଆସିଫ ଅଲି ଜର୍ଦାରୀ
ଭୁବନେଶ୍ୱର,୯ା୩: ଦ୍ୱିତୀୟ ଥର ପାଇଁ ପାକିସ୍ତାନର ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି ପାକିସ୍ତାନ ପିପୁଲ୍ସ ପାର୍ଟିର ସହ-ଅଧ୍ୟକ୍ଷ ଆସିଫ ଅଲି ଜର୍ଦାରୀ। ଏଥି ସହିତ ସେ ପାକିସ୍ତାନର ୧୪ ତମ ରାଷ୍ଟ୍ରପତି ହୋଇଛନ୍ତି। ୬୮ ବର୍ଷିୟ ଜର୍ଦାରୀ ପିପିପି ଏବଂ ପିଏମଏଲ-ଏନ ଦଳର…
କେନ୍ଦୁଝର ଦେଇ ଦିଲ୍ଲୀକୁ ଗଡ଼ିଲା ଟ୍ରେନ୍
କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷିତ ପୁରୀ-ଆନନ୍ଦବିହାର(ନୂଆଦିଲ୍ଲୀ) ଟ୍ରେନ୍ ଶନିବାରଠାରୁ କେନ୍ଦୁଝର ଦେଇ ଗଡ଼ିଛି। ଏହି ଟ୍ରେନ୍ କେନ୍ଦୁଝରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ୯ଟା ୫୦ରେ କେନ୍ଦୁଝରଗଡ଼ ଷ୍ଟେଶନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରିବା ପାଇଁ ବହୁ ଲୋକ ଷ୍ଟେଶନରେ ପହଞ୍ଚିଥିଲେ।…
ବିଭିନ୍ନ ବିଭାଗରେ ୧୨୯୪ ନୂତନ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୩: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ…
ଛତ୍ରପୁର କୋର୍ଟରେ ପ୍ରଥମ ରାଷ୍ଟ୍ରୀୟ ଅଦାଲତ, ୧୬ ଲକ୍ଷ ୪୭ ହଜାର ୧୫୮ ଟଙ୍କା ଆଦାୟ
ଛତ୍ରପୁର,୯ା୩(ଦିଲ୍ଲୀପ ସାମଲ): ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଓ ଦୌରା ଜଜ୍ ମନୋରଞ୍ଜନ ଦାଶ, ସିନିୟର ସିଭିଲ ଜଜ୍…
ପାଗଳର କଟୁରି ଚୋଟରେ ଜଣଙ୍କ ଜୀବନ ଗଲା
ଯାଜପୁର,୯ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ସଦର ଥାନା ଜମଧର ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ପାଗଳର କଟୁରି ଚୋଟରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ମୃତକ ହେଲେ ସ୍ବର୍ଗତ ପବନ ମଳିକଙ୍କ ପୁଅ କାଳନ୍ଦୀ ( ୬୨)। ତାଙ୍କ ଘର ସପ୍ନେଶ୍ୱରପୁର।…
ରାଜପଥ କଡ଼ରୁ ମିଳିଲା ନରକଙ୍କାଳ
ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଥାନା ଅଧୀନ ସାଙ୍କେଶ ଗାଁ ନିକଟରୁ ପୋଲିସ ଏକ ନରକଙ୍କାଳ ଜବତ କରିଛି। ୩୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ନରକଙ୍କାଳ ଦେଖି ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ପୋଲିସ ଏବଂ ସାଇଣ୍ଡିଫିକ ଟିମ୍…
ରୋହିତଙ୍କ ସ୍ଥାନରେ ବୁମ୍ରା ସମ୍ଭାଳିଲେ ଅଧିନାୟକ ଦାୟିତ୍ୱ? ଜାଣନ୍ତୁ କାରଣ
ଧର୍ମଶାଳା,୯।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଧର୍ମଶାଳାରେ ଖେଳାଯାଉଥିବା ୫ମ ଟେଷ୍ଟ ମ୍ୟାଚ୍ ବେଳେ ଭାରତୀୟ ଟିମ୍ରୁ ଏକ ଖରାପ ଖବର ସାମ୍ନାକୁ ଆସିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ପୀଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ଏହାକୁ ନେଇ ସେ ଫିଲ୍ଡିଂ…
୧୧୨ ବର୍ଷ ପରେ ଏଭଳି କାରନାମା କରିଦେଖାଇଲା ଟିମ୍ ଇଣ୍ଡିଆ
ଧର୍ମଶାଳା,୯।୩: ଇଂଲଣ୍ଡ ବିପକ୍ଷ ୫ମ ଟେଷ୍ଟକୁ ଜିତିନେଇଛି ଭାରତ। ରୋହିତ ଶର୍ମା ଏବଂ ଶୁଭମନ ଗିଲଙ୍କ ଶତକ ପରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ଜବରଦସ୍ତ ବୋଲିଂ ଯୋଗୁ ଭାରତ ଅନ୍ତିମ ଟେଷ୍ଟକୁ ଜିତି ୪-୧ରେ ସିରିଜ ଜିତିନେଇଛି। ଶନିବାର ବିରୋଧୀ ଟିମ୍କୁ ଏକ…
ନିର୍ବାଚନ ପୂର୍ବରୁ ଝଟ୍କା: ଭାଜପାରେ ସାମିଲ ହେଲେ କଂଗ୍ରେସର ବରିଷ୍ଠ ନେତା
ଭୋପାଳ,୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ସକାଳ ୯ଟାରେ ସେ ଅନ୍ୟ କଂଗ୍ରେସ ନେତାଙ୍କ ସହ…
ପୁଣିଥରେ ରିଙ୍ଗକୁ ଫେରିବେ ମାଇକ୍ ଟାଇସନ୍, ସୋସିଆଲ ମିଡିଆ ‘ସୁଲ୍ତାନ୍’ଙ୍କ ସହ ହେବ ଲଢ଼େଇ
ନୂଆଦିଲ୍ଲୀ,୯।୩: ଦୁନିଆର ସବୁଠାରୁ ଭୟଙ୍କର ବକ୍ସର ମାଇକ ଟାଇସନ ୫୭ ବର୍ଷ ବୟସରେ ପୁଣି ଥରେ ରିଙ୍ଗକୁ ଫେରିବାକୁ ଯାଉଛନ୍ତି। ଜୁଲାଇ ୨୦ ରେ ଟାଇସନ ରିଙ୍ଗକୁ ଫେରିବେ। ସେ ପୂର୍ବତନ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜ୍ୟାକ…
Archives


