Home Left

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା…

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର କରିପାରୁନାହାନ୍ତି। ଆଶାୟୀ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ଏକ ପ୍ରକାର ଦଳ ବିରୋଧରେ…

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ ଲୁଣା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ ଦୁଇ ସାଙ୍ଗ ପାଣିରେ ଭାସି…

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। କେନ୍ଦୁଝର ୪୦.୬,…

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି କାରଣରୁ ସେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ଜଷ୍ଟିସ ସଞ୍ଜୟ କୁମାର…

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ ବିଭାଗ ପକ୍ଷରୁ ୧ ଲିଟର ପାଣି ବୋତଲ ଦିଆଯାଇଥାଏ। ହେଲେ ଏବେ ବନ୍ଦେ ଭାରତ…

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ପରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏଆଇସିସି ନିଷ୍ପତ୍ତି ଆମକୁ…

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ ହେଉଛନ୍ତି ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଶ୍ନୋଇଙ୍କ ସାନ ଭାଇ। ତେବେ ଏହି ମାମଲାରେ ପୋଲିସ ଲରେନ୍ସଙ୍କୁ…

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା ସହ ସେମାନଙ୍କ ମାର୍କ କଟି ଥିବାର ମଧ୍ୟ ନଜିର ଆସିଛି। ହେଲେ ନିକରେ ଏପରି…

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ପରସ୍ପର ବିରୁଦ୍ଧରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି।…

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର ବିଧାନସଭା ଆସନରେ ପ୍ରଶାନ୍ତ ମୁଦୁଲି ତାଙ୍କଠାରୁ ୮/୯ ହଜାର ଭୋଟ ବ୍ୟବଧାନରେ ଜିତିଥିଲେ। ଏବେ…

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri