Home Left

T20 World Cup 2026: ବଦଳିବ ନାହିଁ ବାଂଲାଦେଶର ମ୍ୟାଚ ଭେନ୍ୟୁ, ଭାରତକୁ କ୍ଲିନ ଚିଟ ଦେଲା ICC

ନୂଆଦିଲ୍ଲୀ,୧୩।୧: ସୁରକ୍ଷା କାରଣରୁ ବାଂଲାଦେଶ ପୁରୁଷ ଦଳର ଟି-୨୦ ବିଶ୍ୱକପ ମ୍ୟାଚ ଭାରତ ବାହାରକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶର ଦାବିକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୂତ୍ର ପ୍ରତ୍ୟାଖ୍ୟାନ କରିଛି। ଆଇସିସି କହିଛି ଯେ ଭାରତରେ ବାଂଲାଦେଶ ଦଳ ପ୍ରତି କୌଣସି…

ଝିଅଙ୍କୁ ଜୋରଜବରଦସ୍ତ ବିବାହ କରିବା ପଡ଼ିବ ମହଙ୍ଗା: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୧୩।୧: ଝିଅମାନଙ୍କୁ ସେମାନଙ୍କ ଇଚ୍ଛା ବିରୋଧରେ ବିବାହ କରିବାକୁ ବାଧ୍ୟ କରୁଥିବା ମାତାପିତାଙ୍କୁ ସମାଲୋଚନା କରିଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ କହିଛନ୍ତି,ଏପରି ମାମଲାରେ ସମ୍ମତି ସର୍ବୋପରି ଏବଂ ମାତାପିତା ଝିଅଙ୍କ ଇଚ୍ଛା ବିରୋଧରେ ନ ଯିବାକୁ ଆହ୍ବାନ ଦେଇଛନ୍ତି। ଜଣେ ୨୧…

ପରିବା ଉଜାଡିଦେଲା ସଂସାର; ଘରୁ ଲୁଚି ବିବାହ କରିଥିଲେ, ଏବେ ମିଳିଲା…

ନୂଆଦିଲ୍ଲୀ,୧୩।୧: ବିହାରର ସୁପୌଲରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଜଣେ ୨୦ ବର୍ଷୀୟ ବୋହୂ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ପରିବାରରେ ପନିପରିବା ସରିଯିବାକୁ ନେଇ କଳହ ଯୋଗୁଁ ଏହି ଆତ୍ମହତ୍ୟା ହୋଇଥିବା କୁହାଯାଉଛି। ଏହି ଘଟଣା…

India-Iran Trade: ଇରାନଠାରୁ ଏହି ଜିନିଷ କ୍ରୟ-ବିକ୍ରୟ କରିଥାଏ ଭାରତ, ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ ପରେ ଭାରତ କେତେ କ୍ଷତି ସହିବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୧: ଇରାନ ବର୍ତ୍ତମାନ ଏକ ଗମ୍ଭୀର ରାଜନୈତିକ ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଦେଶବ୍ୟାପୀ ପ୍ରତିବାଦ ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ପରିସ୍ଥିତି ଏପରି ଖରାପ ହୋଇଛି ଯେ ଇରାନରେ ଇଣ୍ଟରନେଟ ଏବଂ ମୋବାଇଲ ସେବା…

ଚିକିତ୍ସିତ ହୋଇ ଫେରିବା ବେଳେ ବାଟରେ ଡାକିନେଲା ଯମ, ବୋଲେରୋ-ଆମ୍ବୁଲାନ୍ସ ଧକ୍କାରେ ମହିଳା ମୃତ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ  ୩୨୬ ନଂ ଜାତୀୟ ରାଜପଥ କପାମଣ୍ଡି ନିକଟରେ ବୋଲେରୋ ସହ ଆମ୍ବୁଲାନ୍ସ (ନଂ.ଓଡ଼ି୩୩ ଏଏମ – ୪୭୬୧) ମୁହାଁମୁହିଁ ଧକ୍କା ହୋଇଛି । ଏହି ଛାତିଥରା ଦୁର୍ଘଟଣାରେ ଜଣେ ମହିଳାଙ୍କ…

ହ୍ୟୁମାନ ସାଗର ମୃତ୍ୟୁ ମାମଲା, ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

କଟକ,୧୩।୧: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ଅର୍ପିତାଙ୍କୁ ଏକପ୍ରକାର ଆଶ୍ବସ୍ତି ମିଳିଛି । ଅର୍ପିତା ଓ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି । ସୋମେଶ ଶତପଥୀ ଓ ସିଙ୍ଗର ଅର୍ପିତାଙ୍କୁ ଆଗୁଆ…

ହିଂସାର ନିଆଁରେ ଜଳୁଛି ଇରାନ, ଏବେ ପର୍ଯ୍ୟନ୍ତ ୬୪୮ ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ,୧୩।୧: ଇରାନରେ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଇରାନ ହିଂସାରେ ଏପର୍ଯ୍ୟନ୍ତ ପ୍ରାୟ ୬୪୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ଆମେରିକାର ଏକ ମାନବାଧିକାର ସମ୍ବାଦ ସଂସ୍ଥା ମୃତ୍ୟୁ ସଂଖ୍ୟା ଶେୟାର କରିଛି,…

ଟୁଙ୍ଗୁରୁ ଭୋଳଙ୍କୁ ବାନ୍ଧିଲା ପୋଲିସ: କରୁଥିଲେ ଏହି କାମ

ଭୁବନେଶ୍ୱର,୧୩।୧(ତ୍ରିନାଥ ମହାନ୍ତି): ସୋସିଆଲ ମିଡିଆରେ ରାତାରାତି ଭାଇରାଲ ହୋଇଥିବା ଟୁଙ୍ଗୁରୁ ଭୋଳଙ୍କୁ ଏକ ଚୋରି ମାମଲାରେ ତମାଣ୍ଡୋ ପୋଲିସ ଗିରଫ କରିଛି। ରାଜମିସ୍ତ୍ରି ସୁଧାକର ବେହେରାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରିଥିଲା। ପୋଲିସ ସିସିଟିଭି…

ମମତାଙ୍କୁ କାହିଁକି ଯଥା ସମ୍ଭବ ସହଯୋଗ କରିବାକୁ କହିଲେ କେନ୍ଦ୍ର ସରକାର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୩।୧: ପଶ୍ଚିମବଙ୍ଗରେ ନିପା ଭାଇରସର ଦୁଇଟି ସନ୍ଦିଗ୍ଧ ମାମଲା ଚିହ୍ନଟ ହୋଇଛି। ଏହି ଜଟିଳ ପରିସ୍ଥିତିକୁ ଦୃଷ୍ଟିରେ ରଖି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ତୁରନ୍ତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଫୋନ କରି ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ…

ବାଂଲାଦେଶରେ ଥମୁନି ହିନ୍ଦୁ ନିର୍ଯାତନା, ଆଉ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା

ନୂଆଦିଲ୍ଲୀ,୧୩।୧: ବାଂଲାଦେଶରେ ହିନ୍ଦୁ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ନିରନ୍ତର ଟାର୍ଗେଟ କରାଯାଉଛି। ହିନ୍ଦୁ ସମ୍ପ୍ରଦାୟ ବିରୁଦ୍ଧରେ ହିଂସା ଜାରି ରହିଛି । ଏହାରି ଭିତରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଦାଗାନଭୂଇଁଆନରେ ୨୮ ବର୍ଷୀୟ ହିନ୍ଦୁ ଯୁବକ ସମୀର…

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା: ପ୍ରଶ୍ରୟ ଦେଲେ ….

ଭୁବନେଶ୍ୱର,୧୩ା୧(ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ଆଇନଶୃଙ୍ଖଳା ରକ୍ଷା ସହ ଲୋକଙ୍କ ସୁରକ୍ଷାକୁ ଦୁଷ୍ଟିରେ ରଖି ସୋମବାର ଖଣ୍ଡଗିରି ଥାନା ପୋଲିସ ଏବଂ ଯାତ୍ରା କମିଟି ମଧ୍ୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଯାତ୍ରା ପେଣ୍ଡାଲରେ ଅଶ୍ଳୀଳତାକୁ ନେଇ ଆଲୋଚନା ହୋଇଛି। ଯେଉଁ…

ବୁଦ୍ଧଙ୍କ ଦେଶରେ ମନ୍ଦିର କଳି

ଦକ୍ଷିଣପୂର୍ବ ଏସିଆର ଦୁଇ ପଡ଼ୋଶୀ ଦେଶ ଥାଇଲାଣ୍ଡ-କାମ୍ବୋଡିଆ। ଭଗବାନ୍‌ ବୁଦ୍ଧଙ୍କୁ ଅନୁସରଣ କରୁଥିବା ଏହି ଦୁଇ ଦେଶର ୮୦ପ୍ରତିଶତ ଅଧିବାସୀ ବୌଦ୍ଧ ଧର୍ମାବଲମ୍ବୀ। ବିଶ୍ବ ମାନଚିତ୍ରରେ ଥାଇଲାଣ୍ଡର ପର୍ଯ୍ୟଟନ ଅର୍ଥନୀତି ବେଶ୍‌ ସମୃଦ୍ଧ। ଯଦିଓ କୃଷି ଓ ପର୍ଯ୍ୟଟନ ଉପରେ କାମ୍ବୋଡିଆବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri