Home Left

ଧର୍ମଶାଳା ରାଜନୀତିରେ ନୂଆ ମୋଡ: ହିମାଂଶୁ, ପ୍ରଣବଙ୍କ ବିବାଦ ତେଜିଲା

ଯାଜପୁର/ଧର୍ମଶାଳା/କାଏମା,୨୫।୮(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଏବଂ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ମଧ୍ୟରେ ଜଙ୍ଗଲ ଜମିରେ ବିଜେଡି କାର୍ଯ୍ୟାଳୟ ନିର୍ମାଣ ଅଭିଯୋଗକୁ ନେଇ ବିବାଦ ତେଜିବାରେ ଲାଗିଛି। ଉଭୟେ ଉଭୟଙ୍କ ଦୋଷ…

ସମର୍ଥ ଅଭିଯାନ ମାଧ୍ୟମରେ ସଶକ୍ତ ପ୍ରୟାସ

ନୂଆଦିଲ୍ଲୀ,୨୫।୮ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଇ-କମର୍ସ ମାର୍କେଟପ୍ଲେସ୍‌ ଫ୍ଲିପ୍‌କାର୍ଟ ତା’ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ସମର୍ଥ’କୁ ଉତ୍ସାହର ସହ ପାଳନ କରିଛି। କ୍ରମାଗତ ଭାବେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର କାରିଗର, ବୁଣାକାର, ଏସ୍‌ଏଚ୍‌ଜି ମହିଳା…

ଦେଶରେ ଆରମ୍ଭ ହେବ ୬ଜି ସେବା

ଭୁବନେଶ୍ୱର,୨୫।୮(ଅନୁରାଧା ମହାରଣା): ଦେଶରେ ୫ଜି ପରେ ୬ଜି ସେବା ପାଇଁ କେନ୍ଦ୍ର ଟେଲିକମ୍‌ ମନ୍ତ୍ରଣାଳୟ ପ୍ରସ୍ତୁତ ହେଉଛି। ଶନିବାର ଏଭଳି ଏକ ଖବର ସାମ୍‌ନାକୁ ଆସିଛି। ଭାରତୀୟ ଟେଲିକମ୍‌ କମ୍ପାନୀଗୁଡ଼ିକ ସମସ୍ତ ୬ଜି ପେଟେଣ୍ଟରେ ୧୦ ପ୍ରତିଶତ ଅଂଶଧନ ହାସଲ କରିବାକୁ…

ଗହୀରମଥାରେ ନୀଳରକ୍ତ କଙ୍କଡ଼ାଙ୍କ ଜିଓ ଟ୍ୟାଗିଂ ହେଲାନି

ମହାକାଳପଡ଼ା,୨୫ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବହୁଳ ମାତ୍ରାରେ ଦେଖାଯାଉଥିବା ବିରଳ ପ୍ରଜାତିର ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବର ଜିଓ ଟ୍ୟାଗିଂ ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇନାହିଁ। ବାଲେଶ୍ୱର ଜିଲାରେ ଜିଓଲୋଜିକାଲ୍‌ ସର୍ଭେ ଅଫ୍‌…

ଜେଏସ୍‌ପିକୁ ସିଏସ୍‌ଆର୍‌ ଟାଇମ୍ସ ପୁରସ୍କାର

ଭୁବନେଶ୍ୱର,୨୫।୮ (ଅଭୟ ଦାଶ): ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଜେଏସ୍‌ପିର ଉଲ୍ଲେଖନୀୟ କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ପାଇଁ କମ୍ପାନୀ ୨ଟି…

ଭାଜପା ଭୁଆଁବୁଲାଇ ନିର୍ବାଚନ ଜିତିଛି କାହିଁକି ଏମିତି କହିଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡି,୨୫।୮ (ଅରୁଣ ସାହୁ): ଚଳିତ ସାଧାରଣ ନିର୍ବାଚନରେ ଭାଜପା ଲୋକଙ୍କୁ ଭୁଆଁ ବୁଲାଇ ଜିତିଥିବା ବିଜେଡି ଆୟୋଜିତ ଜନଜାଗରଣ ସଭାରେ ଅଭିଯୋଗ କରିଛି। ନିଜ ନିର୍ବାଚନ ଇସ୍ତାହାରରେ ଭାଜପା ଜନସାଧାରଣଙ୍କୁ ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ସରକାର ଗଠନ ପରେ ତାହା ପାଳନ…

ଏଇ ଭାରତରେ

ତତ୍ତ୍ୱଶୀ କୁମ୍ବଲେ ଓ ଅଶୋକ ଟାଙ୍ଗେଡ ହ୍ବିସିଲବ୍ଲୋୟର ଭାବେ ବାଲ୍ୟ ବିବାହ ରୋକିବାରେ ଲାଗିଛନ୍ତି। ମହାରାଷ୍ଟ୍ରର ବିଡ୍‌ ଜିଲାରେ ସେମାନେ ଏହି ଅଭିଯାନ ଚଳାଇଛନ୍ତି। ଜିଲାପାଳ, ପୋଲିସ ଅଧୀକ୍ଷକ, ଗାଁ ମୁଖିଆଙ୍କ ସହଯୋଗରେ ଦୁଇ ବନ୍ଧୁ ପ୍ରତିବର୍ଷ ପ୍ରାୟ ୨୫୦ ବାଲ୍ୟ…

କୂଟନୀତିରେ ନୈତିକତା

ଧୁନିକ ଯୁଗରେ କୂଟନୀତିର ପରିଭାଷା ବଦଳିଯାଇଛି। ଅଧୁନା କୂଟନୀତିରେ କିଛି ଶକ୍ତିଶାଳୀ ଦେଶ କ୍ଷମତାଶାଳୀ ହୋଇ ଅନ୍ୟ ଦେଶଗୁଡ଼ିକୁ ସାମ୍ରାଜ୍ୟବାଦର ଫାଶରେ ପକାଇବାକୁ ପ୍ରୟାସ କରୁଛନ୍ତି। ସେମାନଙ୍କ ଅର୍ଥନୀତି ଯୁଦ୍ଧପୁଷ୍ଟ । କାରଣ ଖଳ କୂଟନୀତି ମାଧ୍ୟମରେ ଦୁଇ ପଡ଼ୋଶୀ ଦେଶକୁ…

ଦି କିଲୋ ଟମାଟୋ ଓ ୨୫ ପଇସା

ଫଳ ବ୍ୟକ୍ତିଙ୍କ ସଂଘର୍ଷର କାହାଣୀ ଆମକୁ ଅନେକ ପ୍ରେରଣା ଦେଇଥାଏ। ଦି କିଲୋ ଟମାଟୋକୁ ନେଇ ଗଢିଉଠିଥିବା କାହାଣୀ ଯେପରି ତାତ୍ତ୍ୱିକ ସେହିପରି ପ୍ରେରଣାଦାୟକ। ବ୍ୟକ୍ତି ଜଣଙ୍କ ବାହାରି ପଡ଼ନ୍ତି ଚାକିରି ଅନ୍ବେଷଣରେ। ଅନ୍ୟମନସ୍କ ଭାବେ ଚାଲି ଚାଲି ଯାଉଥାଆନ୍ତି। ରାସ୍ତାରେ…

ମହାକାଶ ଜ୍ଞାନ ଆହରଣ କଲେ ଛାତ୍ରୀଛାତ୍ର

ବରଗଡ,୨୫।୮(ପ୍ରେମାନନ୍ଦ ଖମାରୀ): ଜାତୀୟ ମହାକାଶ ଦିବସ ପାଳନ ଅବସରରେ ବରଗଡ଼ ପଞ୍ଚାୟତ କଲେଜର ରସାୟନ ବିଜ୍ଞାନ, ପଦାର୍ଥ ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଡଃ ନକୁଳ ସେଠ ଏଥିରେ ଅଧ୍ୟକ୍ଷତା କରିଥିଲେ। ରସାୟନ ବିଜ୍ଞାନ…

ଶୁଣିବାକୁ ପଡ଼ୁଛି

ସମଗ୍ର ବିଶ୍ୱରେ ହିଂସାକୁ ଶେଷ କରିବା ପାଇଁ ଆମେ ୟୁକ୍ରେନ୍‌ ଏବଂ ପୋଲାଣ୍ଡ ଯାଉଥିବାବେଳେ, ଭାରତରେ ହିଂସା ବିଷୟରେ ବିଶ୍ୱ କ’ଣ କହୁଛି ତାହା ଦେଖିବା ଦରକାର। ୯ ଜୁନ୍‌ ୨୦୨୨ରେ ମିଳିତ ଜାତିସଂଘର ୩ ଜଣ ସ୍ବତନ୍ତ୍ର ରେକର୍ଡର ବାଲ୍‌କ୍ରିଷ୍ଣନ…

ନାସାର ବଡ଼ ଘୋଷଣା: ୨୦୨୫ରେ ପ୍ରତ୍ୟାବର୍ତ୍ତନ କରିବେ ସୁନୀତା

ଓ୍ବାଶିଂଟନ୍‌,୨୪ା୮: ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ପ୍ରତ୍ୟାବର୍ତ୍ତନ ନେଇ ଆମେରିକୀୟ ମହାକାଶ ସଂସ୍ଥା ନାସା ପକ୍ଷରୁ ଶନିବାର ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ବର୍ଷ ଅର୍ଥାତ୍‌ ଫେବୃଆରୀ ୨୦୨୫ରେ ସୁନୀତା ଓ୍ବିଲିୟମ୍ସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?