ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା
ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି। ଓଡ଼ିଶା କାହିଁକି ପଛରେ ରହିବ, ସୋର କାହିଁକି ପଛରେ ରହିବ। କେନ୍ଦ୍ରୀୟ…
VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍ପି ପ୍ରାର୍ଥୀ ମନ୍ମଥ
ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ମନ୍ମଥଙ୍କୁ ଭିନ୍ନ ଶୈଳୀରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ ମିଡିଆରେ…
ଭୋଟ ଦେଲେ କ୍ରିକେଟ୍ର ଜେଣ୍ଟଲମ୍ୟାନ୍: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ
ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ ଦେବାର ସୁଯୋଗ ପାଇବା ପୂର୍ବରୁ ରାହୁଲ ଦ୍ରାବିଡ ଜଣେ ସାଧାରଣ ଲୋକ ପରି ଧାଡିରେ…
ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ
ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ଶିକାରୀଙ୍କଠାରୁ ବନକର୍ମଚାରୀ ଏକ ଗୁଳି ଭର୍ତ୍ତି…
ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ
ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଆଜି ପ୍ରଥମ ଦିନରେ ସାନଖେମୁଣ୍ଡି ବିଧାନସଭା ଆସନ ନିମନ୍ତେ ବିଜୁ ଜନତା…
ବାଇକ୍ ରାଇଡ୍ରେ ବାହାରିଲେ ’ସ୍ପାଇଡର୍ମ୍ୟାନ, ସ୍ପାଇଡର୍ ଓମେନ୍’, ଗିରଫ କଲା ପୋଲିସ
ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍ ପୋଷାକ ପିନ୍ଧି ବାଇକ୍ ରାଇଡ୍ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ ଦିଲ୍ଲୀର ଦ୍ୱାରକାଠାରେ ଏକ ମୋଟରସାଇକେଲରେ ଦୁହେଁ ବିନା ହେଲମେଟରେ ଷ୍ଟଣ୍ଟ୍ ପ୍ରଦର୍ଶନ କରୁଥିବାରୁ ପୋଲିସ…
ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…
ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍ କଣ୍ଟ୍ରୋଲରେ ଚାଲିଛନ୍ତି ରାଜ୍ୟ ସରକାର। ବିପଦରେ ଗଣତନ୍ତ୍ର, ସଭାରେ କେବଳ ଗୋଟିଏ ନେତା ଅଛନ୍ତି।…
ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ
ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି। ଉମରକୋଟରେ ପ୍ରଚାର ସମୟରେ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପାଣ୍ଡିଆନ । ସେ…
ଭାରତ ଉପରେ ରାଗିଗଲା ଆମେରିକା
ଓ୍ବାଶିଂଟନ୍,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି…
ମିଚେଲ୍ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ
ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍ବଦିନ ନାଇବଙ୍କୁ ଦଳରେ ସାମିଲ କରିଛି। ନାଇବ୍ ତାଙ୍କ ବେସ୍ ପ୍ରାଇସ୍ ୫୦ ଲକ୍ଷ ଟଙ୍କାରେ କ୍ୟାପିଟାଲ୍ସରେ ଯୋଗଦାନ କରିଛନ୍ତି।…
ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ
ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ ମିଳିବାରୁ ଟି୨୦ ବିଶ୍ୱକପ ପାଇଁ ସେ ଚୟନ ହୋଇପାରନ୍ତି। ଯଦିଓ ଚେନ୍ନାଇ ସୁପର…
ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା
ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଟିକେଟ୍ ନ ଦେବାରୁ ନିକଟରେ ପର୍ଶୁରାମ ବିଜେଡି ଛାଡ଼ିଥିଲେ । ଭାଜପାରେ ମିଶିବା ପରେ…
Archives


