‘ୟେସ୍’କହିଲେ ସବୁ ଶେଷ
ଆପଣଙ୍କୁ ଶୀର୍ଷକଟି ଆଶ୍ଚର୍ଯ୍ୟଜନକ ଲାଗିପାରେ। ଆମ ଭାରତୀୟ କଥିତ ଭାଷାରେ ୟେସ୍ ଅର୍ଥ ଗ୍ରହଣୀୟତା। ଏହା ଏକ ପ୍ରତିକାତ୍ମକ ଭଲ ପାଇବାର ଭାବନାକୁ ଚିତ୍ରିତ କରିଥାଏ। ଆମ୍ଭେମାନେ ଅନେକ କ୍ଷେତ୍ରରେ ୟେସ୍ ଶବ୍ଦଟି ବ୍ୟବହାର କରିଥାଉ। ତେବେ ଆମେ ଯେଉଁ ୟେସ୍ର…
ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩ା୧: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ସେଥିରେ ମନମାନି ଏବଂ ପ୍ରକ୍ରିୟାଗତ ଅନିୟମିତତା ହେଉଥିବା ନେଇ ତୃଣମୂଳ କଂଗ୍ରେସର କେତେଜଣ ଏମ୍ପି ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ସର୍ବୋଚ୍ଚ ଅଦାଲ ସୋମବାର ଏହା ଉପରେ ନିର୍ବାଚନ କମିଶନ(ଇସି)ଙ୍କୁ…
ପ୍ରଥମଥର ପାଇଁ ରବିବାର ହେବ କେନ୍ଦ୍ର ବଜେଟ୍: ବାଚସ୍ପତି ଦେଲେ ସୂଚନା
ନୂଆଦିଲ୍ଲୀ,୧୩ା୧(ପି.ଟି.):ଆଗାମୀ ଫେବୃଆରୀ ୧ ତାରିଖ ରବିବାରରେ ପାର୍ଲାମେଣ୍ଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସାଧାରଣ ବଜେଟ ଉପସ୍ଥାପନ କରିବେ ବୋଲି ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ସୋମବାର ଘୋଷଣା କରିଛନ୍ତି। ରବିବାର ବଜେଟ ଉପସ୍ଥାପନ କରାଯିବା ଏହା ପ୍ରଥମ ଘଟଣା।…
ବିବାହର ମାସେ ପୂର୍ବରୁ ରୁଷିଆ ଟ୍ୟାଙ୍କରରୁ ମର୍ଚ୍ଚାଣ୍ଟ ନେଭି ଅଫିସର ଅଟକ
ନୂଆଦିଲ୍ଲୀ,୧୩ା୧: ହିମାଚଳପ୍ରଦେଶର କାଙ୍ଗ୍ରା ଜିଲାରୁ ରୁଷିଆର ଏକ କମ୍ପାନୀରେ ମର୍ଚ୍ଚାଣ୍ଟ ନେଭି ଅଫିସର ଭାବେ କାର୍ଯ୍ୟରତ ରିକ୍ଷିତ ଚୌହାନଙ୍କର ଆସନ୍ତା ମାସରେ ବିବାହ ଅନୁଷ୍ଠିତ ହେବାର ଥିଲା। ତାଙ୍କୁ ତୁରନ୍ତ ଘରକୁ ଫେରିବାର ଥିବାବେଳେ ତୈଳ ଆଣିବା ପାଇଁ ଭେନେଜୁଏଲା ଯାଇ ସେ…
ଟ୍ୟାଗ୍, ଟୋକନ ସମସ୍ୟାରେ ଚାଷୀ ହନ୍ତସନ୍ତ: ମଣ୍ଡିରେ ପଡ଼ିଛି ୧୧ ଲକ୍ଷ ୬ ହଜାର ପ୍ୟାକେଟ୍ ଧାନ
ପଦ୍ମପୁର,୧୩ା୧(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ପ୍ରାୟ ଦେଢ ମାସ ବିତିଯାଇଛି। ମାତ୍ର ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରିନାହିଁ। ଯେଉଁ ଚାଷୀଙ୍କ ପାଖକୁ ଟୋକନ ପହଞ୍ଚତ୍ଛି ସେମାନେ ମଣ୍ଡିରେ ଧାନ ପକାଇଛନ୍ତି। ମାତ୍ର ମିଲର୍ସଙ୍କୁ ଧାନ ଉଠାଇବା ପାଇଁ…
ମଙ୍ଗଳବାରରେ ବଦଳିଯବ ଭାଗ୍ୟ, ଆଜି ପ୍ରେମ ଓ କ୍ୟାରିୟରରେ ସଫଳତା ପାଇବେ ଏହି ରାଶିର ବ୍ୟକ୍ତି
ସକାଳେ ତୁଳା ରାଶିରେ ଚନ୍ଦ୍ର ସନ୍ତୁଳନ, ପାରସ୍ପରିକ ବୁଝାମଣା, ଯୋଗାଯୋଗ ଏବଂ ସୂଚନାଭିତ୍ତିକ ନିଷ୍ପତ୍ତିକୁ ପ୍ରୋତ୍ସାହିତ କରିବେ। ଏହି ସମୟରେ ଏକାଠି କାମ କରିବା ଏବଂ ସ୍ପଷ୍ଟତା ବଜାୟ ରଖିବା ସହଜ ହେବ। ସନ୍ଧ୍ୟା ସୁଦ୍ଧା, ଚନ୍ଦ୍ର ବିଛା ରାଶିରେ ପ୍ରବେଶ…
T 20 ଓ୍ବାର୍ଲଡ କପ ପୂର୍ବରୁ ସନ୍ୟାସ ଘୋଷଣା କଲେ ଏହି କ୍ୟାପଟେନ, ଭାରତ ବିପକ୍ଷରେ ଖେଳିବେ ଶେଷ ମ୍ୟାଚ
ନୂଆଦିଲ୍ଲୀ,୧୩।୧: ଅଷ୍ଟ୍ରେଲିଆ ଅଧିନାୟକ ଆଲିସା ହିଲି ମଙ୍ଗଳବାର ତାଙ୍କର ଅବସର ଘୋଷଣା କରିଛନ୍ତି। ଭାରତ ବିପକ୍ଷରେ ଆଗାମୀ ବହୁ-ଫର୍ମାଟ ସିରିଜ ପରେ ହିଲି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ୩୫ ବର୍ଷୀୟା ଖେଳାଳି ପ୍ରାୟ ୩୦୦ ମ୍ୟାଚ…
ଟି-୨୦ ବିଶ୍ୱକପ ବିଷୟରେ ବାଂଲାଦେଶ ମିଛର ପର୍ଦ୍ଦାଫାଶ କଲା ICC! ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ଖୁଲାସା
ନୂଆଦିଲ୍ଲୀ,୧୩।୧: ୨୦୨୬ ଟି୨୦ ବିଶ୍ୱକପ ସମ୍ବନ୍ଧୀୟ ବିବାଦ ସମ୍ପର୍କରେ ବାଂଲାଦେଶର ମିଛର ପର୍ଦ୍ଦାଫାଶ ହୋଇଥିବା ପରି ମନେ ହେଉଛି। ବାଂଲାଦେଶ କ୍ରିକେଟ ବୋର୍ଡ ଭାରତରେ ତାର ଖେଳାଳି ଏବଂ ପ୍ରଶଂସକଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକାଶ କରିଥିଲା। ବାଂଲାଦେଶ ସରକାରଙ୍କ କ୍ରୀଡା…
ଧାନ କଟଣି ଛଟଣି ବନ୍ଦ ଦାବି : ଆଜିଠୁ ଆମରଣ ଅନଶନରେ ବସିବ ଜିଲା କଂଗ୍ରେସ, ସମାଧାନ ନ ହେବା ଯାଏ…
ଦେବଗଡ,୧୩ା୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ପ୍ରଶାସନ ଓ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଚାଷୀ ଶୋଷଣର ଶିକାର ହେଉଥିବା ଜିଲା କଂଗ୍ରେସ ଅଭିଯୋଗ କରିଛି l ଏହାର ପ୍ରତିବାଦରେ ଜିଲାର ଚାଷୀଙ୍କ ଧାନ ବିକ୍ରି ସମସ୍ୟାର ପୁର୍ଣ୍ଣ ସମାଧାନ ନ ହେବା ପର୍ଯ୍ୟନ୍ତ ମଙ୍ଗଳବାର…
ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଯୁବକଙ୍କୁ ଧକ୍କା ଦେଲା ହାଇୱା: ଘଟଣାସ୍ଥଳରେ…
ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗରୁଡ଼ପଥରରେ ସୋମବାର ଅପରାହ୍ନରେ ଏକ ହାଇୱା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଗରୁଡପଥର ଗ୍ରାମର ଏମ କେ ନାୟକ। ପୋଲିସ ଶମୃତଦେହକୁ ଜବତ କରି ବ୍ୟବଚ୍ଛେଦ…
ଏନଏସ୍ଏସ୍ ସତନ୍ତ୍ର ସେବା ଶିବିର ଉଦ୍ଘାଟିତ: ଛାତ୍ରୀଛାତ୍ରଙ୍କ ସହ ସଫେଇ କଲେ ଡିଏଫ୍ଓ, ଦେଲେ ଏମିତି ପରାମର୍ଶ…
ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ସୋମବାର ସ୍ବତନ୍ତ୍ର ଶୀତକାଳୀନ ସେବା ଶିବିର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଡିଏଫଓ ହିମାଂଶୁ ଶେଖର ମହାନ୍ତି…
ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ
ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅଲ ଓଡ଼ିଶା ଚେସ ଚାମ୍ପିୟନଶିପ ଫର୍ ୱିମେନ ଗତ…
Archives


