୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ
ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ ଆଲିଙ୍ଗନ କରି ଦୀର୍ଘ ସମୟ ପର୍ଯ୍ୟନ୍ତ କାନ୍ଦିବାକୁ ଲାଗିଲେ। ଜେଲରେ ଉପସ୍ଥିତ ଥିବା ଅନ୍ୟ…
‘ଆମେ ୬ ବଲ୍ରେ ୬ ଛକା ମାରିବୁ’
ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ ପାଠକଙ୍କ ‘ଭାରତ-ପାକିସ୍ତାନ’ ବୟାନକୁ ନେଇ ସେ ପ୍ରତିକ୍ରିୟା ଦେଇଛନ୍ତି। ଅଖିଳେଶ କହିଛନ୍ତି ଆମେ ସମାଜବାଦୀ…
କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍ ଜିତିବା କି ନାହିଁ’ ?
ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିବା ପରେ ଓଡ଼ିଶାରେ ୨୦ ଲୋକସଭା ସିଟ୍ ଜିତିବା…
ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର
ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍ ଖର୍ଚ୍ଚ କରି ହଲିଉଡ୍ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ। ଜିଓ ଏହାର ପ୍ରିମିୟମ୍ ୟୁଜର୍ସଙ୍କ ପାଇଁ ନୂଆ ୨୯ ଟଙ୍କିଆ ପ୍ଲାନ୍ ଲଞ୍ଚ କରିଛି।…
ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ ୨୫, ୨୦୨୪) ରେ ତାଙ୍କ ବିବୃତ୍ତି ଉପରେ ଭାଜପା ମଧ୍ୟ ପ୍ରତିକ୍ରିୟା ଦେଇଛି। ଇତିମଧ୍ୟରେ,…
ଭୂକମ୍ପ ଝଟ୍କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ
ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ କରାଇ ଦେଇଛି। ପାକିସ୍ତାନୀ ଅଧିକାରୀଙ୍କ ଅନୁଯାୟୀ ବୁଧବାର ରାତିରେ କରାଚି ଉପକଣ୍ଠରେ ଏକ ଭୂକମ୍ପ…
ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର
ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର କରିଥିବା ବେଳେ ନିଫ୍ଟି ୨୨,୫୦୦ ଉପରକୁ ଚାଲି ଯାଇଥିଲା। ବ୍ୟାଙ୍କିଙ୍ଗ ସେକ୍ଟର ଠାରୁ ଆରମ୍ଭ…
ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି
ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଛି। ବର୍ତ୍ତମାନ ଏନସିବିସି କର୍ନାଟକର ମୁଖ୍ୟ ଶାସନ ସଚିବଙ୍କ…
ଏହି ଟିମ୍ ହେବ ଏଥର ଆଇପିଏଲ୍ ଚାମ୍ପିୟନ୍: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ
ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର ଅଟେ। ଆରମ୍ଭରେ ମୁଁ କହିଥିଲି ରାଜସ୍ଥାନ ରୟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ, କେକେଆର୍, ତା’ପରେ ଲକ୍ଷ୍ନୌ।…
ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ
ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା…
ଖୁବ୍ଶୀଘ୍ର ଆସୁଛି ‘କୌନ୍ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ
ମୁମ୍ବାଇ: ବିଗ୍ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍ ଶୋ’ କୌନ୍ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍ ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ ଜାଣନ୍ତି…
ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!
ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ…
Archives


