ଗଞ୍ଜାମର ଦେଶୀ ମଦ ରାଜଧାନୀରେ ଜବତ
ଭୁବନେଶ୍ୱର,୨୩ା୮(ସୂର୍ଯ୍ୟକାନ୍ତ ବେହେରା):ବ୍ରହ୍ମପୁର ଚିକିଟିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟଣା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ମଦ ମୃତ୍ୟୁକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଟାର୍ଗେଟ କରିଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଅବକାରୀ ବିଭାଗ…
ସିମ୍ବକ୍ସ ନେଟ୍ୱର୍କ:ଢାକାରୁ ସ୍ମାର୍ଟ ସୁଇଚ୍ରେ କରୁଥିଲେ ଅପରେଟ୍
ଭୁବନେଶ୍ୱର,୨୩ା୮(ସତ୍ୟଜିତ୍ ରାଉତ):ସିମ୍ବକ୍ସ ନେଟ୍ୱର୍କ ମାମଲାରେ କମିଶନରେଟ୍ ପୋଲିସ ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳଙ୍କୁ ରିମାଣ୍ଡରେ ଆଣି ଜେରା କରିବାବେଳେ ନୂଆ ନୂଆ ତଥ୍ୟ ମିଳିବାରେ ଲାଗିଛି। ମାଷ୍ଟରମାଇଣ୍ଡ ବାଂଲାଦେଶର ଆଶାଦ୍ଦୁର ଜମାନ୍ଙ୍କ ଫଟୋ ମିଳିଥିବାବେଳେ ତାଙ୍କ ବିଷୟରେ ମଧ୍ୟ ପୋଲିସ ଅଧିକ…
ଶେଷ ହେବ କି ରୁଷିଆ-ୟୁକ୍ରେନ ଯୁଦ୍ଧ: ଆଉ କିଛି ସମୟ ପରେ କିଭ୍ରେ ପହଞ୍ଚିବେ ମୋଦି
କିଭ୍,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତରେ ଅଛନ୍ତି। ପୋଲାଣ୍ଡ ଗସ୍ତ ଶେଷ କରିବା ପରେ ଆଜି ସେ ଟ୍ରେନରେ ୧୦ ଘଣ୍ଟା ଯାତ୍ରା କରି ୟୁକ୍ରେନରେ ପହଞ୍ଚିବେ। ଶୁକ୍ରବାର ସକାଳେ ମୋଦି ୟୁକ୍ରେନର ରାଜଧାନୀ କଭରେ…
ବ୍ରାଉନସୁଗାର ଜବତ, ୨ ମହିଳାଙ୍କ ସମେତ ୩ ଗିରଫ
ସୋହେଲା,୨୩ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଲାଲ ମନ୍ଦିର ଛକ ପାଖ ଉପରପଡ଼ାରେ ବେଆଇନ ନିଶା କାରବାର ଏବଂ ବ୍ରାଉନସୁଗାର ବିକ୍ରି ଚାଲିଥିବା ନେଇ ବହୁଦିନରୁ ଅଭିଯୋଗ ହେଉଥିଲା। ତେବେ ଗୁରୁବାର ସୋହେଲା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…
ପିସିସି ସଭାପତି ଚୟନକୁ ଲାଗିବ ୨ ମାସ
ଭୁବନେଶ୍ୱର,୨୩।୮(ସୁନୀତ ମିଶ୍ର): ପିସିସି ସଭାପତି ଚୟନ ଆସନ୍ତା ୨ ମାସ ମଧ୍ୟରେ କରାଯିବ। ଦିଲ୍ଲୀରୁ କେତେଜଣ ନେତା ଆସି ଦଳର କେତେଜଣ ନେତାଙ୍କ ସହ ଆଲୋଚନାକରି ମତାମତ ନେବେ। ଏହା ସହ ବିଭିନ୍ନ ଉପାୟରେ ସର୍ଭେ କରାଯାଇ କାହାକୁ ସଭାପତି କଲେ…
ପ୍ରଣବଙ୍କ ନାଁରେ ଜମି ଜବରଦଖଲ ଅଭିଯୋଗ
କାଏମା,୨୩ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଗଙ୍ଗାଧରପୁର ପଞ୍ଚାୟତର ନୂଆଗଁା ମୌଜାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ସରକାରୀ ଜମି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ଉକ୍ତ ଅଭିଯୋଗ ଆଧାରରେ ଗୁରୁବାର ତହସିଲ ପକ୍ଷରୁ ନାକପୋଲ ରାଜସ୍ବ ନିରୀକ୍ଷକ…
ଚିକିଟି ମଦମୃତ୍ୟୁ: ଆର୍ଡିସି ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଗଞ୍ଜାମ ଜିଲା ଚିକିଟି ମଦମୃତ୍ୟୁ ଘଟଣାରେ ଆର୍ଡିସି ସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଗୁରୁବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍ଡିସି ସ୍ତରୀୟ ତଦନ୍ତ ପାଇଁ…
ଏଇ ଭାରତରେ
ବିଶ୍ୱ କବି ରବୀନ୍ଦ୍ରନାଥ ଟାଗୋରଙ୍କ ବିଚାରଧାରାକୁ ଆଧାର କରି ପଶ୍ଚମବଙ୍ଗ ମୁର୍ଶିଦାବାଦର ବାଗଡାବ୍ର ଜଙ୍ଗଲ ଏରିଆରେ ଗଛ ତଳେ ଏକ ସ୍କୁଲ ଚାଲିଛି। ଏହାର ପ୍ରତିଷ୍ଠାତା ହେଉଛନ୍ତି ଶାନ୍ତି ନିକେତନର ପୂର୍ବତନ ଛାତ୍ର ଅଂଶୁମାନ ଠାକୁର। ସେ ଏବେ ମୁର୍ଶିଦାବାଦ ଫାରାକ୍କାସ୍ଥିତ…
ପ୍ରାକୃତିକ କୃଷି
ନିକଟରେ ବିଶ୍ୱସ୍ତରୀୟ ପ୍ରମୁଖ ପତ୍ରିକା ‘ଇକୋନୋମିଷ୍ଟ’ରେ ‘ବିଶ୍ବର ପରବର୍ତ୍ତୀ ଖାଦ୍ୟ ମହାଶକ୍ତି’ ଶୀର୍ଷକରେ ପ୍ରକାଶିତ ଏକ ଲେଖାରେ ଭାରତୀୟ କୃଷି କ୍ଷେତ୍ରର ସମ୍ଭାବନା ଉପରେ ଆଲୋକପାତ କରାଯାଇଛି। ବିଶ୍ୱ ଖାଦ୍ୟ ମହାଶକ୍ତିର ମାନ୍ୟତା ପାଇବାକୁ ହେଲେ ଅଧିକ ଅମଳକ୍ଷମ ଫସଲ ଉପରେ…
ୟୁଟ୍ୟୁବ୍ରେ ରୋନାଲ୍ଡୋଙ୍କ ବିଶ୍ୱ ରେକର୍ଡ
ଭୁବନେଶ୍ୱର,୨୩ା୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶ୍ୱ ଫୁଟ୍ବଲ୍ର ଚର୍ଚ୍ଚିତ ଚେହେରା ତଥା ପର୍ତ୍ତୁଗାଲର ଷ୍ଟାର୍ କ୍ରିଷ୍ଟିଆନୋ ରୋନାଲ୍ଡୋ ପୁଣି ଏକ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ଏଥର ଖେଳରେ ନୁହେଁ, ସୋସିଆଲ ମିଡିଆ ପ୍ଲାଟ୍ଫର୍ମରେ। ସେ ବୁଧବାର ନିଜର ୟୁଟ୍ୟୁବ୍ ଚ୍ୟାନେଲ ଖୋଲିଥିବା ବେଳେ…
ଆମ ବସ୍ ଓ ମାନବୀୟ ଗୁଣ
ଠକମାନେ ନିଶ୍ଚିତ ଭାବେ ଶୀର୍ଷକଟିକୁ ପଢ଼ି ଆଶ୍ଚର୍ଯ୍ୟଚକିତ ହେବେ। ମନେମନେ ଭାବିବେ ‘ଆମ ବସ୍’ ସହ ମାନବୀୟଗୁଣର ପୁଣି କି ସମ୍ପର୍କ ରହିଛି? ଆଜ୍ଞା ରହିଛି, ନିଶ୍ଚିତ ରୂପେ ଏକ ନିବିଡ଼ ସମ୍ପର୍କ। ଆମ ଘର, ଆମ ପରିବାର, ଆମ ଗାଁ,…
ଆଶାର କିରଣ
୨୦୨୩ରେ ଆଫ୍ଗାନିସ୍ତାନରେ ମିଳିତ ଜାତିସଂଘର ତିନୋଟି ଏଜେନ୍ସି ଦ୍ୱାରା ଏକ ସର୍ଭେ କରାଯାଇଥିଲା। ଏଥିରେ ଏକ ଭୟଙ୍କର ବାସ୍ତବତା ସାମ୍ନାକୁ ଆସିଥିଲା। ଆଫ୍ଗାନିସ୍ତାନର ମହିଳାଙ୍କ ମଧ୍ୟରୁ ପ୍ରାୟ ଏକପଞ୍ଚମାଂଶ ୩ମାସ ମଧ୍ୟରେ ସେମାନଙ୍କ ପରିବାରର ସଦସ୍ୟଙ୍କ ବ୍ୟତୀତ ବାହାରେ କାହା ସହ…

