ପାଣି ପାଇଁ ଡହଳବିକଳ
ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ ମିଳିଛି। ଆଠମଲିକ ବ୍ଲକ ସାପଘରା ପଞ୍ଚାୟତ ଖମାର ଗ୍ରାମରେ ପାନୀୟ ଜଳ ସମସ୍ୟା ଏବେ…
ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି
ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ ଶର୍ମିଷ୍ଠା ସେଠୀ ବଡ଼ଚଣା ଆସିବେ। ଏଥିପାଇଁ ବଡ଼ଚଣା ବିଜେଡି ପକ୍ଷରୁ ୫ ଜୋନସ୍ତରୀୟ ପ୍ରସ୍ତୁତି…
ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ
ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ (୧୬) କ୍ରିକେଟ ଖେଳୁଛନ୍ତି। ଆଶା ଅନେକ ହେଲେ ଅର୍ଥ ସାଜିଛି ବାଧକ। ସରକାରୀ ସ୍ତରରେ…
ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ
ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଥିବାରୁ ସକାଳ ୯ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର ତାପମାତ୍ରା…
ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ
ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ ନ ଥିବା ଦେଖିବାର ମିଳୁଛି। ମାର୍ଶାଘାଇ ବ୍ଲକ ଏକ କୃଷି ପ୍ରବଣ ଅଞ୍ଚଳ।…
ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ
ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ ଓ ୨ ମଣିଷଙ୍କ ଜୀବନ ଗଲା ପରେ ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଶଳଭଙ୍ଗା…
ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ
ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ ନିର୍ମାଣ କରାଯାଇଥିବା ଗୋଟିଏ ପୋଲର ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର କରାଯାଇଥିବା ନେଇ ଅଭିଯୋଗ…
ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ ଅନ୍ଲାଇନ୍ ମୂଲ୍ୟାଙ୍କନ ଶେଷ ହୋଇଥିବା ବେଳେ ଅଫ୍ଲାଇନ୍ ମୂଲ୍ୟାୟନ ବୁଧବାର ସୁଦ୍ଧା ଶେଷ କରିବାକୁ…
ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ
ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ଅଧିନାୟକ ରିଷଭ ପନ୍ତ ଓ ଅକ୍ଷର ପଟେଲଙ୍କ ଦୃଢ଼ ବ୍ୟାଟିଂ ବଳରେ ଦିଲ୍ଲୀ ୨୦…
ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା ଏବଂ ବ୍ୟବସାୟୀଙ୍କ ବିରୋଧରେ ଟିଡିଏସର ସ୍ୱଳ୍ପ ରିହାତି ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…
ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ
ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ରାୟଗଡ଼ା କଲେଜର ଓଡ଼ିଆ ବିଭାଗରେ କାର୍ଯ୍ୟରତ ଅଧ୍ୟାପକ ତେଲି ତୋଇକା ଉକ୍ତ…
ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍ସ
ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍ ପାଗର ବୈପ୍ଲବିକ ପରିବର୍ତ୍ତନ ଘଟିଥିଲା। ନିରାକାରପୁର ଅଞ୍ଚଳରେ କାଳବୈଶାଖୀ ଯୋଗୁ ହଠାତ୍ ଘଡ଼ଘଡ଼ି ସହ ସାମାନ୍ୟ…
Archives


