ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍
ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗ୍ରାମର ପାର୍ଥବ ସାହୁଙ୍କ ଘରୁ ନଗଦ ୨ ଲକ୍ଷ ପଚାଶ…
୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା
ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ ଏକ ଶିଶୁ କନ୍ୟାର ଜୀବନ ବଞ୍ଚାଇଛନ୍ତି। ସ୍ଥାନୀୟ ଚାକୁଣ୍ଡା ଗ୍ରାମରୁ ଗର୍ଭବତୀଙ୍କୁ ଆଣିବା…
Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ ମ୍ୟାଚ ପାଇଁ ପ୍ରସ୍ତୁତ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆଜି ଅର୍ଥାତ ମଙ୍ଗଳବାର…
ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍ଗଦ୍ ହୋଇ କହିଲେ…
ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang Adipurna of the Republic of Indonesia’ରେ ସମ୍ମାନିତ କରିଛି। ଏହାକୁ ମିଶାଇ…
ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା
ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଖୁଆପଦାଠାରେ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ…
ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ
କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର ପ୍ରଣାଳୀ ନିର୍ମାଣ ପାଇଁ ୟୁକ୍ରେନକୁ ଲାଇସେନ୍ସ ଦେବାକୁ ଅନୁରୋଧ କରିଛନ୍ତି। ଜେଲେନସ୍କି କହିଛନ୍ତି…
ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ
ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି ବିଶେଷ ଆଶ୍ଚର୍ଯ୍ୟଜନକ ଥିଲା। ରିପୋର୍ଟ ଅନୁସାରେ, ମହିଳା ଜଣକ ପ୍ରଥମେ ତାଙ୍କ ସ୍ୱାମୀଙ୍କୁ…
କାହିଁକି ଫୋନ୍ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା
ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ। କ୍ରିକେଟ ପଡ଼ିଆରେ ଧୋନୀ ଯେଉଁ ଇତିହାସ ସୃଷ୍ଟି କରିଥିଲେ ତାହା ସମଗ୍ର ବିଶ୍ୱ…
ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ
ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ବୃଦ୍ଧି ପାଉଛି, ଯେଉଁଠାରେ ଦୁଇଟି ଜାହାଜ ଆକ୍ରମଣର ଶିକାର ହୋଇଛି। ଉଭୟ…
ହାତରୁ ଖସୁଛି ସୁରକ୍ଷା
ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍ ପଡ଼ିଲା। ପରବର୍ତ୍ତୀ ସମୟରେ…
କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ
କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା ୧୫ ମିନିଟ୍ରେ ଟ୍ରେନ୍ଟି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ ଉତ୍ସାହର ପରିବେଶ ସୃଷ୍ଟି…
ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର
ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ ୦-୧ ପଛରେ ଥିବା ଭାରତୀୟ ଦଳ ପାଇଁ ଏହା ଏକ କର ବା…

