Home Left

ରାଶି ଅନୁଯାୟୀ ଜାଣନ୍ତୁ ‘ଲଭ୍‌ ଲାଇଫ୍‌’: କାହାକୁ ମିଳେ ଧୋକା? କିଏ ଏକାଧିକ ଥର ପ୍ରେମରେ ପଡ଼ନ୍ତି…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମନୁଷ୍ୟର ବ୍ୟବହାର ତାର ରାଶି ଅନୁଯାୟୀ ଜଣାପଡ଼ିଥାଏ। ସବୁ ରାଶିର ଗୁଣ-ଦୋଷ ଭିନ୍ନଭିନ୍ନ ଥାଏ। କିଛି ରାଶିର ବ୍ୟକ୍ତି ଅତ୍ୟନ୍ତ କ୍ରୋଧି ସ୍ବଭାବର ହୋଇଥିବା ବେଳେ କିଛି ହୃଦୟବାନ(ପ୍ରେମୀ ସ୍ବଭାବର) ହୋଇଥାନ୍ତି। ଆସନ୍ତୁ ଜାଣିବା ରାଶି ଅନୁଯାୟୀ…

ମୌଳିକ ଅଧିକାର ପାଇଁ ଯାଦବ ଉଠାଇବେ ସ୍ବର

ତିହିଡି,୫।୩(ସଞ୍ଜିତ ବଳ): ଯାଦବମାନେ ସବୁ କ୍ଷେତ୍ରରେ ଅବହେଳିତ। ଏପରିକି ମୌଳିକ ଅଧିକାରରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଆସୁଥିଲେ ମଧ୍ୟ ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ କରୁନାହାନ୍ତି। ଆସନ୍ତା ୭ ତାରିଖରେ ତିହିଡ଼ି କାଳୀପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଯାଦବ ଜାଗୃତି…

ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର ବ୍ୟସ୍ତବହୁଳ…

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଧାମନଗର,୫।୩(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ବ୍ଲକ ପୋଡିଗାଁ ପଞ୍ଚାୟତ ନାଉରୀଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନରେ ଗାଁ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ପଞ୍ଚମ ଶ୍ରେଣୀର ପଢୁ ଥିଲେ।…

ଭୁବନେଶ୍ୱରରେ ମୋଦି

ଭୁବନେଶ୍ୱର,୫।୩: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ୧୯…

ଆଉ ମାତ୍ର ୬ ଛକା ମାରିଲେ ଇତିହାସ ରଚିବେ ରୋହିତ ଶର୍ମା

ନୂଆଦିଲ୍ଲୀ,୫।୩: ରୋହିତ ଶର୍ମା ୨୦୦୭ରୁ ଅନ୍ତର୍ଜାତୀୟ କ୍ରିକେଟ ଖେଳୁଛନ୍ତି। ଆକ୍ରମଣାତ୍ମକ ଖେଳ ଏବଂ ଲମ୍ବା ଛକା ମାରିବା ପାଇଁ ତାଙ୍କୁ ‘ହିଟମ୍ୟାନ’ ମଧ୍ୟ କୁହାଯାଏ। ମାର୍ଚ୍ଚ ୭ରୁ ଭାରତ ବନାମ ଇଂଲଣ୍ଡ ଟେଷ୍ଟ ସିରିଜର ପଞ୍ଚମ ମ୍ୟାଚ ଧର୍ମଶାଳାରେ ଆରମ୍ଭ ହେବାକୁ…

ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ

ମାଧପୁର,୫।୩(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ବେହେରାପଡା ଛକ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମର ରାକେଶ ବିଶ୍ୱାଳ। ରାକେଶ ଏକ ମହୁଲ ଗଛ ନିକଟରେ…

ହାତ ଛାଡି ପଦ୍ମ ଧରିଲେ ପୂର୍ବତନ ଏମ୍‌ପି, ଏହି ଆସନରୁ ଲଢିପାରନ୍ତି ନିର୍ବାଚନ

ଲକ୍ଷ୍ନୌ,୫।୩: ଲୋକସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶରେ କଂଗ୍ରେସକୁ ବଡ଼ ଝଟକା ଲାଗିଛି। ରାଜ୍ୟର ସଂସଦୀୟ ଲୋକ ସଭା ଆସନ ବାରାଣସୀରୁ ଏମ୍‌ପି ରହିଥିବା ରାଜେଶ ମିଶ୍ରା ଦଳ ଛାଡିଛନ୍ତି। ସେ ମଙ୍ଗଳବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। କୁହାଯାଉଛି ଯେ,…

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୫।୩: ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ମଙ୍ଗଳବାର ୧୦୮ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି। ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ…

ମହିଳାଙ୍କ ଗର୍ଭପାତ ବିଲ୍‌ ଅନୁମୋଦନ ପରେ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ପ୍ରଶଂସା

ପ୍ୟାରିସ,୫।୩: ଫ୍ରାନ୍ସ ସଂସଦର ମିଳିତ ଅଧିବେଶନରେ ଜୋରଦାର କରତାଳିରେ ସାଂସଦମାନେ ସମ୍ବିଧାନ ଅନୁଯାୟୀ ମହିଳାଙ୍କ ଗର୍ଭପାତ କରିବାର ଅଧିକାରକୁ ଦର୍ଶାଇ ଏକ ବିଲ୍‌ ଅନୁମୋଦନ କରିଛନ୍ତି। ଏହି ବିଲ୍‌ ଆଣି ଫ୍ରାନ୍ସ ବିଶ୍ୱର ପ୍ରଥମ ଦେଶ ହୋଇପାରିଛି । ଗର୍ଭପାତ ସମ୍ବନ୍ଧୀୟ…

ଭାରତ-ସନାତନ ଧର୍ମକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଏ ରାଜା

ନୂଆଦିଲ୍ଲୀ,୫।୩: ଡିଏମକେ ନେତା ଏ ରାଜା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଭାରତ ଏବଂ ସନାତନ ଧର୍ମ ସମ୍ବନ୍ଧରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ଏକ ବିବୃତ୍ତିରେ ଏ ରାଜା କହିଛନ୍ତି, ଭାରତ ଆଦୌ ରାଷ୍ଟ୍ର ନୁହେଁ। ଗୋଟିଏ ରାଷ୍ଟ୍ରର ଅର୍ଥ ହେଉଛି…

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ନୂଆଦିଲ୍ଲୀ,୫।୩: କଂଗ୍ରେସର ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ମାର୍ଚ୍ଚ ୧୬ରେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶେଷ ହେବ। ପରଦିନ ଅର୍ଥାତ୍‌ ମାର୍ଚ୍ଚ ୧୭ରେ ବିରୋଧୀ ଦଳର ଇଣ୍ଡିଆ ମେଣ୍ଟ ମୁମ୍ବାଇରେ ଏକ ରାଲି କରିବାକୁ ଯାଉଛି। ଇଣ୍ଡିଆ ଆଲାଇନ୍ସର ସମସ୍ତ ନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri