Home Left

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି। ହାଇକୋର୍ଟ ତାଙ୍କ ଉପରୁ ସମସ୍ତ ସ୍ଥଗିତାଦେଶ ହଟାଇବା ସହ ଏଣିକି ନିୟମିତ କୋର୍ଟରେ ହାଜର…

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ ସମ୍ବନ୍ଧୀୟ ବିପଦ କାରଣରୁ ଏସିଆ ପୃଥିବୀର ସବୁଠାରୁ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ଅନ୍ୟତମ।…

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ କଂଗ୍ରେସ ସମେତ ଇଣ୍ଡିଆ ସହଯୋଗୀ ଦଳକୁ କଡ଼ା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ…

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ…

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ପ୍ରଭେଶ ମିଶ୍ର ଦଳ ବିରୋଧରେ ବିଦ୍ରୋହ କରି…

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍‌ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲି…

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି।…

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର ପାଳିତ ହୋଇଯାଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ଡ. ଅମରେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ…

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ପ୍ରାର୍ଥୀ ବୋଲଇ କୁହାଯାଉଛି। ଚନ୍ଦ୍ର ଶେଖର ତାଙ୍କ ନିର୍ବାଚନ ଆଫିଡେଭିଟରେ ୫,୭୮୫କୋଟି ଟଙ୍କା…

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫ ଲକ୍ଷ ଟଙ୍କା ସୁପାରି ଦେଇଥିଲେ। ଏପ୍ରିଲ ୧୯ ରେ ଘଟିଥିବା ଚାରିଟି ହତ୍ୟାକାଣ୍ଡର ରହସ୍ୟ…

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ ନିର୍ଦ୍ଦେଶକ ମାଇକ ହେସନ। ଗତଥର ନିଲାମ ସମୟରେ ଭୁଲ ଆକଳନ ଯୋଗୁ ଏହି ଲେଗ୍‌…

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ କରେ ନାହିଁ, କାରଣ ଏହି ଦେଶ କେବଳ ଏକ ର୍ନିଦ୍ଦିଷ୍ଟ ସମ୍ପ୍ରଦାୟ ପାଇଁ ନୁହେଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri