ହାଇୱାକୁ ଧକ୍କା ଦେଲା ବାଇକ୍: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ
ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ୧୦୨ଚାଳକ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ମୃତ ଫାର୍ମାସିଷ୍ଟଙ୍କ ନାଁ ସତ୍ୟବ୍ରତ ବେହେରା(୨୮)…
ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ
ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି ହାତୀ ସୋମବାର ବିଳମ୍ବିତ ରାତିରେ ନାଇକୁଡି ଗ୍ରାମରେ ପାଚିଲା ଧାନକ୍ଷେତରେ ପଶି ଫସଲ ନଷ୍ଟ…
ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ। ପତଞ୍ଜଳି ବିଜ୍ଞାପନର ଆକାର ଯେତିକି ବଡ଼ ଥିଲା କ୍ଷମା ପ୍ରାର୍ଥନାର ଆକାର ସେତିକି ବଡ…
୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍ ମିଳିବା ପରେ ଏମିତି କହିଲେ ଅମର
ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯିଏ ପ୍ରାର୍ଥୀ ହୋଇଛନ୍ତି ତାଙ୍କୁ ଦଳରୁ କେହି ବିରୋଧ କରୁନାହାନ୍ତି। କିନ୍ତୁ ମୋତେ ଟିକେଟ୍…
କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…
ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ସେ…
କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା
ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ ବନ୍ଦ ହୋଇନାହିଁ । ଏପରିକି ବଲିଉଡ ଅଭିନେତା ଆମୀର ଖାନ ଏବଂ ରଣଭୀର ସିଂ…
ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର
ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନକୁ ଭୟଙ୍କର ଭାବେ ପ୍ରଭାବିତ କରୁଛି। ବହୁ ଦଶନ୍ଧିର ଉପଗ୍ରହ ଚିତ୍ର ଅନୁଧ୍ୟାନରୁ କରାଯାଇଥିବା…
ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ
କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ ନୌସେନାର କାର୍ଯ୍ୟ ପାଇଁ ପ୍ରସ୍ତୁତ ହେଉଥିଲେ। ଏହି ସମୟ ମଧ୍ୟରେ ଦୁହେଁ ପରସ୍ପର ସହିତ…
ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା
ଭୁବନେଶ୍ୱର, ୨୩।୪(ସୁନିତ୍ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ କାର୍ଯ୍ୟାଳୟ ଭିତରେ ପ୍ରବଳ ହୋହଲ୍ଲା ପରିସ୍ଥିତି ଦେଖିବାକୁ ମିଳିଛି। ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଯାହାକୁ ପ୍ରାର୍ଥୀ…
ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ
ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି। ତାଙ୍କ ବାପ ଘରଠାରୁ ଆରମ୍ଭ କରି ଶାଶୁ ଘର ପର୍ଯ୍ୟନ୍ତ ସମସ୍ତେ ରାଜନୈତିକ ପରିବାରର।…
ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା
ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍ ଆଶାୟୀ ଥିବା ୨ ଥରର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଉକ୍ତ ଇସ୍ତଫାପତ୍ରରେ ସେ ବ୍ୟକ୍ତିଗତ…
ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ
ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ଇସ୍ତଫା…
Archives


