Home Left

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀଙ୍କର ସୋମବାର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର…

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା ଲାଗି ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଥିଲା। ସେମାନେ ହେଲେ ଛତିଶଗଡ଼ ସୁକ୍‌ମା ଜିଲା…

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣାସ୍ଥଳରୁ…

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଉଥିବା ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିଜେଡି…

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ତାର ସଂସ୍ପର୍ଶରେ ଆସି ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କୁ ଉଦ୍ଧାର…

ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଭେଡେନ,୨୨।୪(ସୁଦନ ମହାକୁର):  ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକର ଡାଙ୍ଗପାଲିଠାରେ ସୋମବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ପପଙ୍ଗା ମଣ୍ଡଳ ସଭାପତି ଧନେଶ୍ୱର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର…

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟନ୍ତ…

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ ବିଭିନ୍ନ ମନ୍ଦିରରେ ସୋମବାର ଯଜ୍ଞ ଓ ପୂଜାର୍ଚ୍ଚନା ଆୟୋଜନ ହୋଇଛି। ହିଞ୍ଜିଳି ନିର୍ବାଚନ ମଣ୍ଡଳୀର…

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ…

ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ନୂଆଦିଲ୍ଲୀ,୨୨।୪: ସୁରଟରେ ଭାଜପା ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ରାଜ୍ୟ ଭାଜପା ସଭାପତି ସିଆର ପାଟିଲ ଏହି ସୂଚନା ଦେଇଛନ୍ତି। ସୁରଟରେ କଂଗ୍ରେସ ପ୍ରାର୍ଥୀ ନୀଳେଶ କୁମ୍ବାନୀଙ୍କ ନାମାଙ୍କନ ରଦ୍ଦ କରାଯାଇଛି। ଏଥି ସହିତ ବିଏସପିର ପ୍ୟାରେଲାଲା ଭାରତୀ…

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ କୋରାପୁଟ ଲୋକ ସଭା ଆସନର କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ସମେତ ବହୁ କଂଗ୍ରେସ…

ପ୍ରାର୍ଥିପତ୍ର ଦାଖଲ କଲେ ତାରା ବାହିନୀପତି

ଭୁବନେଶ୍ୱର,୨୨।୪: ପ୍ରାର୍ଥିପତ୍ର ଦାଖଲ କଲେ ଜୟପୁରରୁ କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନ ଲଢୁଥିବା ତାରାପ୍ରସାଦ ବାହିନୀପତି। ସୋମବାର ନିଜ ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri