Home Left

୧୩ରେ ନବରଙ୍ଗପୁରରେ ହେବ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର,୧୨।୧ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଜିଲା ବିଜେଡି ସଭାପତି ମନୋହର ରନ୍ଧାରୀ ଭାଜପା ସରକାରଙ୍କ ଚାଷ ମାରଣାନୀତିକୁ ଦଳ ବିରୋଧ କରୁଥିବା କହିଛନ୍ତି। ଉପମୁଖ୍ୟମନ୍ତ୍ରୀ କେ.ବି.ସିଂହ ଦେଓଙ୍କ ଚାଷୀ ନାଟକ…

ଗାଁରେ ମଦ ବିକ୍ରି ବନ୍ଦ କରାଯାଉ: ଜିଲାପାଳ, ପୋଲିସକୁ ଫେରାଦ ହେଲେ ଗ୍ରାମବାସୀ

ବଡ଼ଗାଁ,୧୨ା୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଞ୍ଚଳରେ ମଦ ବିକ୍ରି ଦିନିକୁ ଦିନ ବଢ଼ିବାରେ ଲାଗିଛି। ଥାନା ଅଧୀନ ଅଧିକାଂଶ ଗାଁରେ ଅବାଧ ମଦ ବିକ୍ରି ଯୋଗୁ ଅଶାନ୍ତ ପରିବେଶ ସୃଷ୍ଟି ହେଉଛି। ଏପରିକି ଯୁବପିଢୀ ମଦ କବଳରେ ପଡ଼ି…

ଦାଉ ସାଧୁଛନ୍ତି ମିଲର: ସରକାରଙ୍କ ହସ୍ତକ୍ଷେପ ପରେ ବି ଉଠୁନି ଧାନ 

ଛତ୍ରପୁର,୧୨।୧(ଦିଲ୍ଲୀପ ସାମଲ): ଧାନ ମଣ୍ଡିରେ ଅଚଳବସ୍ଥା। ଧାନମଣ୍ଡି ଖୋଲାଯାଇଛି ସତ ମାତ୍ର  ହେଲେ ମିଲର ଧାନ ନେଉନି । ପୂର୍ବ ସରକାର ଅପେକ୍ଷା ଅଧିକ କଟନୀ ଛଟନୀ  ହେଉଛି। ଏଭଳି ଅଭିଯୋଗ କରି ଛତ୍ରପୁର ଉପଜିଲାପାଳଙ୍କ ଦ୍ୱାରସ୍ତ ହୋଇଛନ୍ତି ହିଞ୍ଜିଳି ବ୍ଲକ…

ଶୀତରୁ ରକ୍ଷା ପାଇବା ପାଇଁ ଯୁବକ ଆପଣାଇଲେ ଏମିତି ଉପାୟ, ଭିଡିଓ ଦେଖିଲେ…

ଭାରତର ଏକ ଅନନ୍ୟ ଦିଗ ହେଉଛି ଯେ, ଲୋକମାନେ ସର୍ବଦା ଯେକୌଣସି ସମସ୍ୟାର ଘରୋଇ ସମାଧାନ ଖୋଜନ୍ତି। ବିଦ୍ୟୁତ୍‌ ଅଭାବ ହେଉ, ପାଣି ଅଭାବ ହେଉ, କିମ୍ବା ପ୍ରବଳ ଥଣ୍ଡା ହେଉ, ଲୋକମାନେ ନିଜ ଆବଶ୍ୟକତା ଅନୁଯାୟୀ ନିଜକୁ ଖାପ ଖୁଆଇବାର…

କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ: ଚାଳକମାନଙ୍କୁ ସତର୍କ କରାଇବାକୁ ବାଜିବ…

ଜି.ଉଦୟଗିରି, ୧୨।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା କଳିଙ୍ଗା ଘାଟିରେ ଅତ୍ୟଧିକ ଦୁର୍ଘଟଣା ଯୋଗୁ ବହୁ ସଂଖ୍ୟକ ଲୋକେ ପ୍ରାଣ ହରାଇଥିବା ବେଳେ ଦୁର୍ଘଟଣା ଏଡ଼ାଇବା ନିମନ୍ତେ କିଛି ପଦକ୍ଷେପ ନେବା ପାଇଁ ସରକାରଙ୍କ ନିକଟରେ ଅଞ୍ଚଳବାସୀଙ୍କ ତରଫରୁ ବହୁବାର ଦାବି…

ଏଣିକି ସୁବଧାରେ ଯାତ୍ରା କରିବେ ଯାତ୍ରୀ: ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଏହି କାର୍ଡ ବ୍ୟବହାର କରି…

ଭୁବନେଶ୍ୱର,୧୨।୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ…

୧୮ରେ ହେବ ପକ୍ଷୀ ଗଣନା: ସାମିଲ ହେବେ କଲେଜ ଛାତ୍ରୀଛାତ୍ର, ଏହି ସମୟରେ ହେବ ଗଣନା

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ପ୍ରତି ବର୍ଷ ରାଜ୍ୟରେ ପକ୍ଷୀ ଗଣନା ହେଉଛି। ବିଦେଶାଗତ ପକ୍ଷୀ ଏବଂ ଅଞ୍ଚଳ ପକ୍ଷୀ ଚିହ୍ନଟ କରିବା ସହ ସଂପୃକ୍ତ ଅଞ୍ଚଳର ଜଳବାୟୁ ,ମାଟି ଓ ପାଣି ଜାଣି ହେବ। ଏହାପରେ ତାକୁ ଦେଖି ପକ୍ଷୀମାନଙ୍କ ସୁରକ୍ଷା ସହ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଅଟୋ ଚାଳକଙ୍କୁ ପଡ଼ିଲା ମହଙ୍ଗା

ଗୋପାଳପୁର,୧୨ା୧(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣାରେ ପୋଲିସ ଜଣେ ଅଟୋ ଚାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଅଶୋକ ଦାସ (୪୦)। ମିଳିଥିବା ସୂଚନା ମୁତାବକ,…

ଲମତାପୁଟ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସିସିଟିଭି ସହ ରହିଛି….

କୋରାପୁଟ,୧୨ା୧(ଅମିତାଭ ବେହେରା): କୋରାପୁଟ ଜିଲା ଲମତାପୁଟ ଠାରେ ଅଟଳ ବସ୍ ଷ୍ଟାଣ୍ଡକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଥିବା ବେଳେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ…

ଗ୍ରାମବାସୀଙ୍କୁ ଦୃଢ଼ ପ୍ରତିଶ୍ରୁତି ଦେଲେ ଅତିରିକ୍ତ ଏସ୍‌ପି, ସରପଞ୍ଚ କହିଲେ…

ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତରୁ କିଛିଦିନ ତଳେ ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ ଆଣି ପରେ ଛାଡ଼ିଦେଇଥିଲା। ସୋମବାର ସକାଳୁ କୁଶମେଲ ସରପଞ୍ଚ କୌସ୍ତୁଭ ସାହୁଙ୍କୁ…

ପ୍ରଥମ ଥର ଟିମ ଇଣ୍ଡିଆରେ ସାମିଲ ହେଲେ ଏହି ୨୬ ବର୍ଷୀୟ ଖେଳାଳି, ତାଙ୍କ ଅଧିନାୟକତ୍ୱରେ ଖେଳିଛନ୍ତି କୋହଲି, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୨।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଏକଦିବସୀୟ ସିରିଜରେ ୱାଶିଂଟନ ସୁନ୍ଦରଙ୍କ ରିପ୍ଲେସମେଣ୍ଟ ଖେଳାଳି ଭାବରେ ଆୟୁଷ ବଦୋନିଙ୍କୁ ସାମିଲ କରାଯାଇଛି। ଭଦୋଦରାରେ ଖେଳାଯାଇଥିବା ପ୍ରଥମ ଏକଦିବସୀୟରେ ବୋଲିଂ କରିବା ସମୟରେ ୱାଶିଂଟନଙ୍କ ପାଟିରେ ତୀବ୍ର ଆଘାତ ଲାଗିଥିଲା, ଯାହା ପରେ ସେ…

ଇଣ୍ଡିଗୋ ବିମାନରେ ମାଡ଼ ହେଲା ପକ୍ଷୀ, ୨୧୬ ଯାତ୍ରୀଙ୍କୁ ପାଇଲଟ….

ନୂଆଦିଲ୍ଲୀ,୧୨ା୧: ରବିବାର ସନ୍ଧ୍ୟାରେ ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋର ଏକ ବିମାନ ଏମରଜେନ୍ସି ଲ୍ୟାଣ୍ଡିଂ କରିଛି । ଗୋରଖପୁରରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ 6E-437 ଏକ ପକ୍ଷୀ ଧକ୍କା ଯୋଗୁଁ ଜରୁରୀକାଳୀନ ଅବତରଣ କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri