ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍
କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ। ଆଇଫୋନ ଉତ୍ପାଦନକାରୀ କମ୍ପାନୀ ଆସନ୍ତା ୩ ବର୍ଷରେ ଭାରତରେ ପ୍ରାୟ ୫…
ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ
ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍ ବ୍ରାଣ୍ଡ୍ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜାମସେଦପୁରର ବିଷ୍ଟୁପୁର ରୋଡଠାେରେ ଅବସ୍ଥିତ ଶ୍ରୀଲେଦର୍ସର ଗ୍ରାଣ୍ଡ୍ ଶୋ’ରୁମ୍ ମୁଖ୍ୟ…
ଉତ୍କଳ ହସ୍ପିଟାଲରେ ବିଶ୍ୱ ଯକୃତ୍ ଦିବସ
ଭୁବନେଶ୍ୱର,୨୨ା୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲ ପରିସରରେ ବିଶ୍ୱ ଯକୃତ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦି ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସର ରେସିଡେନ୍ଟ ଏଡିଟର ଶିବ କୁମାର ମହାନ୍ତି, ଡିଏମ୍ଇଟି…
ଅଣାୟତ୍ତ ଶିମିଳିପାଳ ନିଆଁ
ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍ ଓ ବଫର ଅଞ୍ଚଳରେ ନିଆଁ ବ୍ୟାପୀ ଚାଲିଛି। ରବିବାର ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନର ୩୦ଟି ସ୍ଥାନରେ ଫାୟାର…
ଓଡ଼ିଶାରେ ଇଣ୍ଡିଆ ମେଣ୍ଟରେ ଫାଟ
ଭୁବନେଶ୍ୱର,୨୨ା୪(ସୁନୀତ ମିଶ୍ର):କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ୨୮ଟି ବିରୋଧୀ ଦଳକୁ ନେଇ ଗଠିତ ‘ଇଣ୍ଡିଆ’ ମେଣ୍ଟ ଧୀରେ ଧୀରେ ପ୍ରଭାବଶୂନ୍ୟ ହେଉଥିବା ଦେଖିବାକୁ ମିଳୁଛି। କେରଳ, ଜମ୍ମୁ-କଶ୍ମୀର ଏବଂ ପଶ୍ଚିମବଙ୍ଗ ପରେ ଓଡ଼ିଶାରେ ଏହି ମେଣ୍ଟ…
ଆଶାଠାରୁ ଅଧିକ କାରବାର: ୬୦ ଦିନରେ ‘ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’
ଭୁବନେଶ୍ୱର,୨୨ା୪:(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ହରିୟାଣାର କାମଧେନୁ ଖଦି ଉଲ୍ ପାନିପଥ ପକ୍ଷରୁ ‘ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ ଆୟୋଜିତ ହେଉଛି। ଏପରିକି ଚଳିତ ବର୍ଷ ଏହି ପ୍ରଦର୍ଶନୀ…
ସମ ରଣନୀତିରେ ବିଜେଡି-ଭାଜପା
ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ କରିଛନ୍ତି। ବିଜେଡି ଗତଥରର ବିଧାୟକ ରମେଶ ସାଏଙ୍କ ସ୍ଥାନରେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ…
ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା
ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ…
ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ
କାଳିଆପାଣି,୨୨ା୪(ଅସିତ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ବ୍ଲକ୍ କାର୍ଯ୍ୟାଳୟରେ ଦୁର୍ନୀତି ଚରମ ସୀମା ଟପିଥିବା ଅଭିଯୋଗ ହୋଇଛି। ବ୍ଲକ୍ ଅଧୀନ ନଗଡ଼ାରେ ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ ହୋଇଥିବା ଫଳକ ଲଗାଯାଇଛି। ଫଳରେ ଏଠାରେ ଦୁର୍ନୀତି ହୋଇଥିବା ସ୍ପଷ୍ଟ ବାରି ହୋଇପଡୁଛି।…
ବାରିପଦା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର
ଭୁବନେଶ୍ୱର, ୨୨।୪(ଅସମାପିକା ସାହୁ)”ପ୍ରବଳ ଗରମ ସହ ଗୁଳୁଗୁଳି ଜାରି ରହିଥିବାବେଳେ ରବିବାର ଦ୍ୱିତୀୟ ଦିନ ପାଇଁ ବାରିପଦା ରାଜ୍ୟର ପ୍ରଥମ ଓ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରହିଥିଲା। ସେହିଭଳି…
ନେତାନ୍ୟାହୁଙ୍କୁ ଇସ୍ରାଏଲ୍ରେ ବିରୋଧ
ଜେରୁଜେଲମ୍,୩୧।୪:ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ହମାସ ଆତଙ୍କବାଦୀମାନେ ପଣବନ୍ଦୀ କରି ନେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଅବଶିଷ୍ଟ ୧୩୩…
ଟ୍ରେଲର ଯଦି ଏମିତି ଫିଲ୍ମ ହେବ କେମିତି, ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ
ନୂଆଦିଲ୍ଲୀ,୨୧।୪: ଲୋକ ସଭା ନିର୍ବାଚନ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ, ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବିରୋଧୀ ଦଳର ଇଣ୍ଡିଆ ଆଲାଇନ୍ସର ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଆଦିବାସୀ ଭାଷାରେ ଏହାର ନାମ ‘ଉଲଗୁଲାନ ନ୍ୟାୟ ମହାରାଲୀ, ଯାହାର…
Archives


