Home Left

ଓଡ଼ିଶାରେ ଇଣ୍ଡିଆ ମେଣ୍ଟରେ ଫାଟ

ଭୁବନେଶ୍ୱର,୨୨ା୪(ସୁନୀତ ମିଶ୍ର):କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ୨୮ଟି ବିରୋଧୀ ଦଳକୁ ନେଇ ଗଠିତ ‘ଇଣ୍ଡିଆ’ ମେଣ୍ଟ ଧୀରେ ଧୀରେ ପ୍ରଭାବଶୂନ୍ୟ ହେଉଥିବା ଦେଖିବାକୁ ମିଳୁଛି। କେରଳ, ଜମ୍ମୁ-କଶ୍ମୀର ଏବଂ ପଶ୍ଚିମବଙ୍ଗ ପରେ ଓଡ଼ିଶାରେ ଏହି ମେଣ୍ଟ…

ଆଶାଠାରୁ ଅଧିକ କାରବାର: ୬୦ ଦିନରେ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’

ଭୁବନେଶ୍ୱର,୨୨ା୪:(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ ଆୟୋଜିତ ହେଉଛି। ଏପରିକି ଚଳିତ ବର୍ଷ ଏହି ପ୍ରଦର୍ଶନୀ…

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ କରିଛନ୍ତି। ବିଜେଡି ଗତଥରର ବିଧାୟକ ରମେଶ ସାଏଙ୍କ ସ୍ଥାନରେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ…

ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା

ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ…

ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ

କାଳିଆପାଣି,୨୨ା୪(ଅସିତ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ କାର୍ଯ୍ୟାଳୟରେ ଦୁର୍ନୀତି ଚରମ ସୀମା ଟପିଥିବା ଅଭିଯୋଗ ହୋଇଛି। ବ୍ଲକ୍‌ ଅଧୀନ ନଗଡ଼ାରେ ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ ହୋଇଥିବା ଫଳକ ଲଗାଯାଇଛି। ଫଳରେ ଏଠାରେ ଦୁର୍ନୀତି ହୋଇଥିବା ସ୍ପଷ୍ଟ ବାରି ହୋଇପଡୁଛି।…

ବାରିପଦା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର, ୨୨।୪(ଅସମାପିକା ସାହୁ)”ପ୍ରବଳ ଗରମ ସହ ଗୁଳୁଗୁଳି ଜାରି ରହିଥିବାବେଳେ ରବିବାର ଦ୍ୱିତୀୟ ଦିନ ପାଇଁ ବାରିପଦା ରାଜ୍ୟର ପ୍ରଥମ ଓ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରହିଥିଲା। ସେହିଭଳି…

ନେତାନ୍ୟାହୁଙ୍କୁ ଇସ୍ରାଏଲ୍‌ରେ ବିରୋଧ

ଜେରୁଜେଲମ୍‌,୩୧।୪:ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜା ଓ ଇରାନକୁ ଟାର୍ଗେଟ କରୁଥିବାବେଳେ ଦେଶ ଭିତରେ ତାଙ୍କୁ ଘୋର ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ହମାସ ଆତଙ୍କବାଦୀମାନେ ପଣବନ୍ଦୀ କରି ନେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଅବଶିଷ୍ଟ ୧୩୩…

ଟ୍ରେଲର ଯଦି ଏମିତି ଫିଲ୍ମ ହେବ କେମିତି, ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୪: ଲୋକ ସଭା ନିର୍ବାଚନ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ, ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବିରୋଧୀ ଦଳର ଇଣ୍ଡିଆ ଆଲାଇନ୍ସର ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଆଦିବାସୀ ଭାଷାରେ ଏହାର ନାମ ‘ଉଲଗୁଲାନ ନ୍ୟାୟ ମହାରାଲୀ, ଯାହାର…

୪ ବର୍ଷର ସ୍ନାତକ ଡିଗ୍ରୀ ସହ ୭୫% ମାର୍କ ଥିଲେ ପିଏଚ୍‌ଡି କରିହେବ: ୟୁଜିସି

ନୂଆଦିଲ୍ଲୀ,୨୧ା୪(ପି.ଟି.):୪ ବର୍ଷୀୟା ସ୍ନାତକ ଡିଗ୍ରୀ ପାଠ୍ୟକ୍ରମ କରୁଥିବା ଛାତ୍ରୀଛାତ୍ର ଏଣିକି ସିଧାସଳଖ ଏନ୍‌ଇଟି (ଜାତୀୟ ଯୋଗ୍ୟତା ପରୀକ୍ଷା) ଦେଇ ପିଏଚ୍‌ଡି କରିପାରିବେ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଅଧ୍ୟକ୍ଷ ଜଗଦେଶ କୁମାର ଏହି ସୂଚନା ଦେଇଛନ୍ତି। ଜୁନିୟର ରିସର୍ଚ୍ଚ ଫେଲୋଶିପ୍‌ (ଜେଆର୍‌ଏଫ୍‌)…

ୟୁଜିସି-ଏନ୍‌ଇଟି ପରୀକ୍ଷା ପାଇଁ ଆବେଦନ ଆରମ୍ଭ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)-ଏନ୍‌ଇଟି ପରୀକ୍ଷା ପାଇଁ ଆବେଦନ ରବିବାର ଠାରୁ ଆରମ୍ଭ ହୋଇଛି। ମେ’ ୧୦ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଆବେଦନ କରିପାରିବେ। ପରୀକ୍ଷା ଫି’ ୧୨ ତାରିଖ ମଧ୍ୟରେ ଦାଖଲ…

ବଢ଼ିଲା ଆଧାର କାର୍ଡ ଅପଡେଟ୍‌ ସମୟସୀମା: ଜାଣନ୍ତୁ କେମିତି କରିପାରିବେ ଅପଡେଟ୍‌

ଭୁବନେଶ୍ୱର,୨୧।୪(ଅନୁରାଧା ମହାରଣା)- ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଭାବେ ବିବେଚନା କରାଯାଉଥିବା ଆଧାରକାର୍ଡର ଅପଡେଟ୍‌ ପାଇଁ ସମୟସୀମା ବୃଦ୍ଧି କରାଯାଇଛି। ଏନେଇ ଭାରତୀୟ ସ୍ବତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ)ର ପକ୍ଷରୁ ସୂଚନା ପ୍ରକାଶ ପାଇଛି। ଯେଉଁ ନାଗରିକଙ୍କ ଆଧାରକୁ ୧୦ ବର୍ଷ କିମ୍ବା…

ବର୍ଷ ବଦଳିଲା, କିନ୍ତୁ ବଦଳିଲାନାହିଁ ଆରସିବି ଭାଗ୍ୟ: ଏଥର ବି ପ୍ଲେ ଅଫ୍‌ ଆଶା କ୍ଷୀଣ

କୋଲକାତା,୨୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଶେଷ ଥର ପାଇଁ ୨୦୨୨ରେ ଇଣ୍ଡିଆନ ପ୍ରିମିୟର ଲିଗରେ ପ୍ଲେ ଅଫରେ ପହଞ୍ଚିଥିଲା। ଆଜି ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚରେ କେକେଆର ୧ ରନ୍‌ରେ ଆରସିବିକୁ ପରାସ୍ତ କରିଛି। ଏହାପୂର୍ବରୁ ୨୦୨୩ରେ ମଧ୍ୟ ବେଙ୍ଗାଲୁରୁ ପ୍ଲେ ଅଫରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri