ରିଙ୍କୁ ସିଂ ଆର୍ସିବି ପକ୍ଷରୁ ଖେଳିବାକୁ ଆଗ୍ରହୀ
ନୂଆଦିଲ୍ଲୀ, ୨୦।୮: ଅନ୍ତର୍ଜାତୀୟ କ୍ରିକେଟରେ ସବୁଠାରୁ ବ୍ୟୟ ବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍ର ଆଗାମୀ ସଂସ୍କରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୫ ସିଜନ ପାଇଁ ସମ୍ଭାବ୍ୟ ଖେଳାଳି ରିଟେନଶନ ଓ ଚୁକ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହା ମଧ୍ୟରେ…
ମନ୍ତ୍ରୀ ହେବେ ମସ୍କ! ଟ୍ରମ୍ପଙ୍କ ଅଫର ସ୍ବୀକାର କଲେ ଟେଲସା ମୁଖ୍ୟ
ଓ୍ବାଶିଂଟନ,୨୦।୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସଙ୍କ ଅଭିଯାନ ଜାରି ରହିଛି। ଏହି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକୀୟ ନାଗରିକଙ୍କୁ ବଡ଼ ପ୍ରତିଶୃତି ଦେଉଛନ୍ତି। ଏହି କ୍ରମରେ ସେ ଟେସଲା ମାଲିକ ତଥା…
ଶେଖ ହାସିନାଙ୍କ ଭଳି…, କଂଗ୍ରେସ ନେତାଙ୍କ ବିବାଦୀୟ ବୟାନକୁ ନେଇ ରାଜନୀତି ସରଗରମ
ନୂଆଦିଲ୍ଲୀ,୨୦।୮: କଂଗ୍ରେସ ଏମଏଲସି ଇଭାନ ଡି’ସୁଜା ସୋମବାର ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କର୍ନାଟକ ରାଜ୍ୟପାଳ ଥାୱରଚାନ୍ଦ ଗେହଲୋଟଙ୍କୁ ଚେତାବନୀ ଦେଇଛନ୍ତି ଯେ ଯଦି ସେ ତାଙ୍କ ଆଦେଶ ପ୍ରତ୍ୟାହାର ନ କରନ୍ତି ତେବେ ତାଙ୍କୁ କର୍ନାଟକ ଛାଡିବାକୁ ପଡିବ।…
ଜୁଏଲ୍ ଓରାମ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ,୨୦।୮(ପି.ଟି.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ସୋମବାର ରାତି ୯ଟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏମ୍ସର ନୂଆ ପ୍ରାଇଭେଟ୍ ଓ୍ବାର୍ଡରେ ସେ ପଲ୍ମୋନାରି ମେଡିସିନ ବିଭାଗ ମୁଖ୍ୟ ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା…
ବିହାର ରାଜନୀତିରେ ହଇଚଇ: ଚମ୍ପାଇ ସୋରେନଙ୍କ ବିଦ୍ରୋହ ପରେ ଏବେ ନୀତୀଶଙ୍କ ନିକଟ ମନ୍ତ୍ରୀ କଲେ ଏଭଳି ଦାବି
ପାଟନା,୨୦।୮: ଗତ କିଛି ଦିନ ହେବ ଝାଡଖଣ୍ଡର ରାଜନୀତିରେ ବହୁତ ଉତ୍ତେଜନା ଦେଖାଦେଇଛି ଏବଂ ଖୁବ ଶୀଘ୍ର ଏକ ବଡ଼ ଖେଳ ହେବାକୁ ଯାଉଛି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଭାଜପା ନେତାଙ୍କ ସହ ଯୋଗାଯୋଗରେ ଥିବା କୁହାଯାଉଛି। ଏଥି…
ବିଧାନସଭା ନିର୍ବାଚନରେ ଟିକେଟ ଦେବାକୁ ନେଇ ସର୍ତ୍ତ ରଖିଲେ ରାହୁଲ
ନୂଆଦିଲ୍ଲୀ,୨୦।୮: ରାହୁଲ ଗାନ୍ଧୀ ହରିୟାଣା-ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ଟିକେଟ ବଣ୍ଟନ ସମ୍ପର୍କରେ ଛୋଟ-ବଡ ସମସ୍ତ ନେତାଙ୍କ ପାଇଁ ସର୍ତ୍ତ ସ୍ପଷ୍ଟ କରିଛନ୍ତି। ହରିୟାଣା, ଜମ୍ମୁ କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଦେଶରେ ଅନେକ ତୁତୁମେମେ ଘଟିଛି ଏବଂ…
‘ବିଭୀଷଣ ହେଉଛନ୍ତି ଚମ୍ପାଇ ସୋରେନ, ଯେତେବେଳେ ହେମନ୍ତ ସୋରେନ ଜେଲ ଯାଇଥିଲେ…’ ବଡ଼ ଅଭିଯୋଗ ଆଣିଲେ ମନ୍ତ୍ରୀ
ରାଞ୍ଚି,୨୦।୮: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡର ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ବରିଷ୍ଠ ନେତା ଚମ୍ପାଇ ସୋରେନ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ବଡ଼ ଚ୍ୟାଲେଞ୍ଚ ଦେଇଛନ୍ତି। ସୂଚନାନୁସାରେ, ଚମ୍ପାଇ ସୋରେନ ଖୁବ ଶୀଘ୍ର…
କମ୍ ପାର୍ଶ୍ୱ ପ୍ରତିକ୍ରିୟାର ଆଣ୍ଟିବାୟୋଟିକ୍ସ ପ୍ରସ୍ତୁତ କରିବ ଏଆଇ
ଓଟାଓ୍ବା, ୨୦ା୮: ସମ୍ପ୍ରତି ବିଭିନ୍ନ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ବ୍ୟବହାର ଯଥେଷ୍ଟ ବୃଦ୍ଧି ପାଇଛି। ଏହାରି ମଧ୍ୟରେ କାନାଡାର ମୈନିଟୋବା ବିଶ୍ୱବିଦ୍ୟାଳୟର ଗବେଷକମାନେ ଏକ ଅଧ୍ୟୟନରେ ଏଆଇକୁ ବ୍ୟବହାର କରି କମ୍ ପାର୍ଶ୍ୱ ପ୍ରତିକ୍ରିୟା ଥିବା ଉତ୍ତମ ଆଣ୍ଟିବାୟୋଟିକ୍ସକୁ ବିକଶିତ କରିବାର…
ଭୁବନେଶ୍ୱରରେ ଟିଟିଏସ୍ର ନୂତନ ଶାଖା
ଭୁବନେଶ୍ୱର,୨୦।୮: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ବୈଷୟିକ ଶିକ୍ଷା ଏବଂ ବୃତ୍ତିଗତ ବିକାଶର ଅଗ୍ରଣୀ ସେବା ପ୍ରଦାନକାରୀ ‘ଟୋଟାଲ୍ ଟେକ୍ନୋଲୋଜି ସିଷ୍ଟମ’ (ଟିଟିଏସ)ର ନୂତନ ଶାଖା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରଠାରେ ଉଦ୍ଘାଟିତ ହୋଇଯାଇଛି। ବିଶେଷ କରି ଉଚ୍ଚ-ବୈଷୟିକ ତାଲିମ ସୁବିଧା ପାଇଁ…
ପ୍ରଥମ ତ୍ରୈମାସିକରେ ୩୨%ର ଅଭିବୃଦ୍ଧି ହାସଲ
ନୂଆଦିଲ୍ଲୀ,୨୦।୮: ଦେଶର ପ୍ରମୁଖ ସାଧାରଣ ବୀମା କମ୍ପାନୀ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୪-୨୫ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ…
ବଜାଜ ଆଲିଆଞ୍ଜ ଲାଇଫ୍ ଇ ଟଚ୍
ନୂଆଦିଲ୍ଲୀ,୨୦।୮: ବଜାଜ ଆଲିଆଞ୍ଜ ଲାଇଫ ଇନସ୍ୟୁରାନ୍ସ (ବଜାଜ ଆଲିଆଞ୍ଜ)ର ନୂତନ ଉତ୍ପାଦ ‘ବଜାଜ ଆଲିଆଞ୍ଜ ଲାଇଫ୍ ଇ ଟଚ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମିଆଦୀ ବୀମା ଆର୍ଥିକ ଯୋଜନାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶରେ ପରିଣତ ହୋଇଥିବାବେଳେ ତାହା ପଲିସିଧାରକ…
ରୟାଲ ଏନ୍ଫିଲ୍ଡର ନୂତନ ଅଭିଯାନ
ନୂଆଦିଲ୍ଲୀ,୨୦।୮: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ତଥା ରୟାଲ ଏନ୍ଫିଲ୍ଡର ନୂତନ ଅଭିଯାନ ‘ରିଜିଓନାଲ ଟିଶାର୍ଟ କଲେକ୍ସନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂତନ ଆଞ୍ଚଳିକ/ରିଜିଓନାଲ ଟିସାର୍ଟ କଲେକ୍ସନକୁ ମଧ୍ୟ ସର୍ବଭାରତୀୟସ୍ତରରେ ଉନ୍ମୋଚନ (ଅନାବରଣ) କରାଯାଇଛି। ଅପରପକ୍ଷରେ ମୋଟରସାଇକ୍ଲିଙ୍ଗ୍…

