Home Left

ପିଆର୍‌ଏମ୍‌ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା

ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରି…

ରାତିରେ ବୁଲୁଛି ଭାଲୁ

ଖୁଣ୍ଟା,୩।୩ (ଦେବରଞ୍ଜନ ବେହେରା): ମୟୂରଭଞ୍ଜ ଜିଲା ଉଦଳା ରେଞ୍ଜ୍‌ ଖୁଣ୍ଟା ଅଞ୍ଚଳରେ ଗତ କିଛିଦିନ ଧରି ଭାଲୁ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ସାନଖୁଣ୍ଟା ପଞ୍ଚାୟତବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଏକ ସପ୍ତାହ ପୂର୍ବେ ରାତି ପ୍ରାୟ ୯ଟା ବେଳେ…

ଚେକ୍‌ ବାଉନ୍ସ ହେଲାରୁ ୧୪ ଲକ୍ଷ ଜରିମାନା, ବର୍ଷେ ଜେଲ

ବୈଶିଙ୍ଗା, ୩।୩(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ଜେଏମ୍‌ଏଫସିରେ ଏକ ଚେକ ବାଉନ୍ସ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ୧୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବର୍ଷେ କାରାଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ତେବେ ଜରିମାନା ଅନାଦେୟ…

କାହିକି ବ୍ଲୁ କାର୍ଡ ପ୍ରଚଳନ କରିବନି ଫିଫା, ଜାଣନ୍ତୁ

ଲୋଚ୍‌ ଲୋମଣ୍ଡ (ସ୍କଟଲାଣ୍ଡ),୩।୩: ଅନ୍ତର୍ଜାତୀୟ ଫୁଟ୍‌ବଲ ଆସୋସିଏଶନ ମହାସଂଘ(ଫିଫା) ପ୍ରସ୍ତାବିତ ‘ବ୍ଲୁ କାର୍ଡ’ ଯୋଜନାକୁ କାର୍ଯ୍ୟକାରୀ କରିବ ନାହିଁ। ଖେଳର ନିୟମ ପ୍ରସ୍ତୁତକାରୀ ପ୍ୟାନେଲ ଆଇଏଫ୍‌ଏବି (ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ ବୋର୍ଡ)ର ବାର୍ଷିକ ବୈଠକ ପୂର୍ବରୁ ଫିଫା ସଭାପତି ଜିଆନି ଇନ୍‌ଫାଣ୍ଟିନୋ…

ଏହି ଦେଶରେ ଘର ଆଗରେ ସ୍ତ୍ରୀଙ୍କ ଫଟୋ ସହିତ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇବା ବାଧ୍ୟତାମୂଳକ, ଜାଣନ୍ତୁ…

ବ୍ରୁନେଇ ବ୍ରୁନେଇ ହେଉଛି ପୃଥିବୀର ଧନୀ ଦେଶଗୁଡ଼ିକ ମଧ୍ୟରେ ଅନ୍ୟତମ। ଦକ୍ଷିଣ-ପୂର୍ବ ଏସୀୟ ଏହି ବିକାଶଶୀଳ ଦେଶଟି କେତେକ ସ୍ବତନ୍ତ୍ର କାରଣ ପାଇଁ ଅନ୍ୟମାନଙ୍କଠାରୁ ଭିନ୍ନ । ଜାଣନ୍ତୁ ଏହି ଦେଶ ସମ୍ପର୍କରେ… * ଦକ୍ଷିଣ-ପୂର୍ବ ଏସିଆରେ ବ୍ରୁନେଇ ହେଉଛି ସର୍ବାଧିକ…

ବ୍ଲାକ କଫି ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ

ଏସିଡିଟି ବଢ଼ାଇଥାଏ: କଫିରେ ଅମ୍ଳ ପରିମାଣ ଅଧିକ। ତେଣୁ ଅଧିକ କଫି ପିଇବା ଦ୍ୱାରା ଏସିଡିଟି, ଛାତି ଜଳିବା, ପିଏଚ୍‌ ବାଲାନ୍ସ ଅସନ୍ତୁଳିତ ହେବା, ବଦହଜମୀ ହେବା ସହ ହାଡ଼ ଏବଂ ଜଏଣ୍ଟରେ ଯନ୍ତ୍ରଣା ହେବା ଆଦି ସମସ୍ୟା ଦେଖାଦେଇଥାଏ। ଉପୁଯାଏ…

ଭାଜପାର ୧୯୫ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି କେବଳ ଜଣେ ମୁସଲମାନ ନେତା, ଜାଣନ୍ତୁ ଅବଦୁଲ୍‌ ସଲାମ କିଏ?

ନୂଆଦିଲ୍ଲୀ,୩।୩: ଭାରତୀୟ ଜନତା ପାର୍ଟି(ଭାଜପା) ଶନିବାର ଲୋକ ସଭା ନିର୍ବାଚନ ପାଇଁ ୧୯୫ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଉକ୍ତ ତାଲିକାରେ ଭାଜପା କେବଳ ଜଣେ ମୁସଲମାନଙ୍କୁ ଟିକେଟ ଦେଇଛି। ସେ ହେଲେ ଅବଦୁଲ ସଲାମ। କାଲିକଟ ବିଶ୍ୱବିଦ୍ୟାଳୟର ପୂର୍ବତନ…

ଜବ୍‌ ଖୋଜୁଝନ୍ତି କି,ଚେକ୍‌ କରନ୍ତୁ ଏସବୁ ସାଇଟ୍‌

ଦିନଥିଲା, ଭଲ ଜବ୍‌ଟିଏ ଖୋଜିବା ଥିଲା ଏକ କଷ୍ଟକର କାର୍ଯ୍ୟ। କେବେ ଖବରକାଗଜରେ ବିଜ୍ଞାପନକୁ ଅପେକ୍ଷା କରିବାକୁ ପଡ଼ୁଥିଲା ତ ଆଉ କେବେ ବାୟୋଡାଟା ଏବଂ ସାର୍ଟିଫିକେଟ୍‌ ଧରି ଏ ଅଫିସ୍‌ରୁ ସେ ଅଫିସ୍‌କୁ ଧାଇଁବାକୁ ପଡ଼ୁଥିଲା। ହେଲେ ବର୍ତ୍ତମାନର ଇଣ୍ଟରନେଟ୍‌…

ଝଲକ୍‌ ଜିତିଲେ ବିହାର ଝିଅ ମନିଷା

ବମ୍ବେ: ଶେଷ ହୋଇଛି ଲୋକପ୍ରିୟ ଡ୍ୟାନ୍ସ ରିଆଲିଟି ଶୋ’ ‘ଝଲକ ଦିଖ୍‌ଲା ଯା’ର ୧୧ତମ ସିଜନ୍‌। ଶନିବାର ଏହାର ଫିନାଲେରେ ବିହାର ଝିଅ ମନିଷା ରାନୀଙ୍କୁ ବିଜେତା ଘୋଷିତ କରାଯାଇଛି। ଚ୍ୟନେଲ ତରଫରୁ ମନିଷା ଏବଂ ତାଙ୍କ କୋରିଓଗ୍ରାଫରଙ୍କୁ ୩୦ ଲକ୍ଷ…

ଆର୍‌ସିବିକୁ ହରାଇ ଶୀର୍ଷରେ ପହଞ୍ଚିଲା ମୁମ୍ବାଇ ଇଣ୍ଡିଆନ୍ସ

ବେଙ୍ଗାଲୁରୁ, ୩।୩: ଓମେନ୍ସ ପ୍ରିମିୟର ଲିଗ୍‌ର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ପରାସ୍ତ କରିଛି। ଆରସିବି ୨୦ ଓଭରରେ ୬ ଉଇକେଟ ହରାଇ ୧୩୧ ରନ କରିଥିଲା। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୫.୧…

ପିଭିଏମ୍‌ଆଇର ନୂତନ ଉତ୍ପାଦ

ଭୁବନେଶ୍ୱର,୨।୩: ପରଫେଟ୍ଟି ଭ୍ୟାନ୍‌ ମେଲେ ଇଣ୍ଡିଆ (ପିଭିଏମ୍‌ଆଇ)ର ନୂତନ ଉତ୍ପାଦ ତଥା ଫ୍ଲାଗ୍‌ଶିପ୍‌ ଗମ୍‌ ଏବଂ ମିଣ୍ଟସ୍‌ ବ୍ରାଣ୍ଡ୍‌ର ଶୁଭାରମ୍ଭ ସହ ବଜାର ପ୍ରବେଶ ହୋଇଯାଇଛି। ବିଶେଷକରି ସେଣ୍ଟର ଫ୍ରେସ୍‌ର ନୂତନ ଉପତ୍ାଦ ସେଣ୍ଟର ଫ୍ରେସ୍‌ ମିଣ୍ଟସ୍‌ ମିଣ୍ଟରେ ଲେମନ ହନି…

ସିଜିୟୁର ୪ର୍ଥ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୩।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି(ସିଜିୟୁ)ର ୪ର୍ଥ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସୁଧୀନ୍ଦ୍ର ନାଥ ପଣ୍ଡାଙ୍କ ମୁଖ୍ୟ ଅଭିବାଦନ ସହ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri