ହଟାଇଥିବା ଭାରତୀୟ ଆପ୍କୁ ରିଷ୍ଟୋର୍ କଲା ଗୁଗଲ୍
ନୂଆଦିଲ୍ଲୀ, ୩।୩: ଶୁକ୍ରବାର ଗୁଗଲ୍ ପକ୍ଷରୁ କିଛି ଭାରତୀୟ ମୋବାଇଲ ଆପ୍ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ସେଗୁଡ଼ିକୁ ପ୍ଲେ ଷ୍ଟୋରରୁ ହଟାଇ ଦିଆଯାଇଥିଲା। ତେବେ ଏନେଇ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ହସ୍ତକ୍ଷେପ ପରେ ଗୁଗଲ୍ ନିଷ୍ପତ୍ତି ବଦଳାଇଛି। ଶନିବାର ଏନେଇ…
ସ୍ପେନ୍ ମହିଳା ପର୍ଯ୍ୟଟକଙ୍କୁ ଗଣବଳାତ୍କାର: ବନ୍ଧା ହେଲେ ୩ ଅଭିଯୁକ୍ତ
ଡୁମ୍କା,୩।୩: ସ୍ପେନ୍ର ଜଣେ ମହିଳା ପର୍ଯ୍ୟଟକ ତାଙ୍କ ସ୍ବାମୀଙ୍କ ସହ ବାଇକ୍ରେ ବୁଲିବାକୁ ଯାଇଥିବାବେଳେ ଝାଡ଼ଖଣ୍ଡର ଡୁମ୍ମା ଜିଲାରେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଦମ୍ପତି ଶୁକ୍ରବାର ରାତିରେ ଜିଲାର ହଂସଡିହାସ୍ଥିତ ଏକ ନିଛାଟିଆ ଅଞ୍ଚଳରେ ଅଟକିଥିବାବେଳେ ଅତ୍ୟାଚାରର…
ମାଲକାନଗିରି ପୂର୍ବତନ ବିଜେଡି ବିଧାୟକ ମୁକୁନ୍ଦ ସୋଡ଼ି ଦଳ ଛାଡ଼ିଲେ
ମାଲକାନଗିରି, ୩ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିର ପୂର୍ବତନ ବିଜେଡି ବିଧାୟକ ମୁକୁନ୍ଦ ସୋଡ଼ି ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ସେଥିରେ ଇସ୍ତଫାର କାରଣ ଦର୍ଶାଇ ନ…
୫ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ
ଭୁବନେଶ୍ୱର,୩।୩(ଅସମାପିକା ସାହୁ): ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭର୍ଚୁଆଲରେ ରାଜ୍ୟର ୫ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି। ଏଥିସହ ୪ ମେଡିକାଲ କଲେଜର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ…
ଜାଣନ୍ତୁ ଜିଆଇ ଟ୍ୟାଗ୍ କ’ଣ,
ଭୁବନେଶ୍ୱର,୩।୩: ଏକ ନିର୍ଦ୍ଦିଷ୍ଟ ଉତ୍ପାଦର ଭୌଗୋଳିକ ସ୍ଥିତି ବା ଏହାର ମୂଳ ସ୍ଥାନ (ସହର, ଅଞ୍ଚଳ ବା ଦେଶ)କୁ ସୂଚାଇବା ପାଇଁ ଭୌଗୋଳିକ ସଙ୍କେତ (ଜିଆଇ)କୁ ବ୍ୟବହାର କରାଯାଇଥାଏ। ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ସଦସ୍ୟ ଭାବେ ଭାରତ ୧୯୯୯ରେ ଜୋଗ୍ରାଫିକାଲ…
ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକାରେ ୩୪ ମନ୍ତ୍ରୀ
ନୂଆଦିଲ୍ଲୀ,୩।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ଶନିବାର ପ୍ରଥମ ପର୍ଯ୍ୟାୟରେ ୧୯୫ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଉକ୍ତ ତାଲିକାରେ ୩୪ କେନ୍ଦ୍ରମନ୍ତ୍ରୀ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବାରାଣସୀ ଆସନରୁ ଲଢ଼ିବାକୁ ଥିବାବେଳେ ଅମିତ୍ ଶାହା ଗୁଜରାଟର…
ରାହୁଲ ମୋଦି କିଏ? ଯାହାଙ୍କ ସହ ଅନନ୍ତ ଅମ୍ବାନୀଙ୍କ ବିବାହରେ ପହଞ୍ଚିଛନ୍ତି ଶ୍ରଦ୍ଧା କପୁର…
ବମ୍ବେ: ଲଭ୍ ଲାଇଫ୍କୁ ନେଇ ଚର୍ଚ୍ଚାରେ ବଲିଉଡ୍ର ଚୁଲବୁଲି ନାୟିକା ଶ୍ରଦ୍ଧା କପୁର। ଏବେ ସେ ଅମ୍ବାନୀ ପରିବାରର ଅତିଥି ସାଜି ଅନନ୍ତଙ୍କ ବିବାହରେ ଯୋଗ ଦେବାକୁ ସେ ଜାମନଗରରେ ଅଛନ୍ତି। ଅନେକ ସେଲିବ୍ରିଟିଙ୍କ ଗହଳି ସତ୍ତ୍ୱେ ଶ୍ରଦ୍ଧା ରାହୁଲ ମୋଦିଙ୍କ…
‘୧୨୦ ବିଧାନସଭା, ୧୭ ଲୋକ ସଭା ଆସନରେ ଜିତିବ ବିଜେଡି’
ଭୁବନେଶ୍ୱର,୨।୩(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଏବଂ ୫-ଟି ପ୍ରକରଣରେ ସାରା ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ଯୋଗୁ ବିଜେଡି ରାଜନୈତିକ ଦୃଷ୍ଟିକୋଣରୁ ଅତ୍ୟନ୍ତ ଦୃଢ଼ ସ୍ଥାନରେ ରହିଛି । ଆଗାମୀ ନିର୍ବାଚନରେ ବିଜେଡି ୧୨୦ରୁ ଅଧିକ ବିଧାନସଭା…
ପୋଲିସ ଫୋର୍ସରେ ନିଯୁକ୍ତି ପାଇଲା ୬ ଫୁଟର ଘୋଡ଼ା
ଲଣ୍ଡନ,୨ା୩: ପୋଲିସ ଫୋର୍ସରେ ଘୋଡ଼ା ନିଯୁକ୍ତି ଏକ ନୂଆ କଥା ନୁହେଁ। କେବଳ ଭାରତରେ ନୁହେଁ, ବିଶ୍ୱର ଅନ୍ୟାନ୍ୟ ଦେଶରେ ମଧ୍ୟ ଏହି ପ୍ରାଣୀଟି ଫୋର୍ସର ଏକ ଅଂଶ ଭାବରେ ରହିଥାଏ। ବ୍ରିଟେନରେ ମଧ୍ୟ ସମାନ ବ୍ରିଟେନ ମଧ୍ୟ ସମାନ କଥା…
ପଞ୍ଚାୟତରେ ନିୟୋଜିତ ପିଏଚ୍ଆଇଇଭିଙ୍କ ଦରମା ବଢ଼ିଲା, ଏବେ ପାଇବେ ୧୦ ହଜାର ଟଙ୍କା
ଭୁବନେଶ୍ୱର,୨।୩(ସୁନିତ୍ ମିଶ୍ର): ରାଜ୍ୟର ବିଭିନ୍ନ ବିଦ୍ୟାଳୟର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ୨୦୧୪ରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (ପିଏଚ୍ଆଇଇଭି)ମାନଙ୍କୁ ନିୟୋଜିତ କରାଯାଇଥିଲା। ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ ଟଙ୍କା…
ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…
ଭୁବନେଶ୍ୱର,୨।୩(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାଜପା ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ପକ୍ଷରୁ ମୋଟ ୧୬ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୧୯୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା…
୧୫ରୁ ୧ମରୁ ୮ମ ବାର୍ଷିକ ପରୀକ୍ଷା, ଜାଣନ୍ତୁ ସବିଶେଷ ସୂଚନା…
ଭୁବନେଶ୍ୱର, ୨।୩(ଅସମାପିକା ସାହୁ) – ରାଜ୍ୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ୧ମରୁ ୮ମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ-୨ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ। ଏହି ଲିଖିତ ପରୀକ୍ଷା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
Archives


