Home Left

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି। ମିିଳିଥିବା ସୂଚାନୁଯାୟୀ, ଜିଲାର ବନ୍ଧୁଗାଁ ବ୍ଲକର କାବେରିବାଡ଼ି ପଞ୍ଚାୟତ ଅନ୍ତର୍ଗତ ଡିମିଟିଗୁଡ଼ାରେ ଆଜି ଅପରାହ୍ନରେ…

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ ଖୁସିର…

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ସିଦ୍ଧାର୍ଥ ନିମାପଡା ବୁଲି ବୁଲି ନିଜର ସଂଗଠନ କରୁଥିଲେ। ତେବେ ସାନଭାଇ ମନ୍ମଥ…

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ସିଏସ୍‌କେ କୋଚ୍‌ ବଡ଼ ବୟାନ ଦେଇଛନ୍ତି। ଏହା ଲକ୍ଷ…

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା ଦେଖାଯାଇଛି। କୋରାପୁଟ ସହରରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ଭୋର୍‌ରୁ ସହର ଭିତରେ ବିରାଟକାୟ…

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପା ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ଡାଏଟ୍‌ ଚାର୍ଟକୁ ନେଇ ଲଗାତର ଟାର୍ଗେଟ କରୁଥିବା ବେଳେ…

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ତାଙ୍କ ସହଯୋଗୀ ପ୍ରାର୍ଥିନୀ ମିନାକ୍ଷୀ ମହାନ୍ତଙ୍କୁ ଜିତାଇଥିଲେ। ତେବେ ମିନାକ୍ଷୀ ମହାନ୍ତଙ୍କ ଟିକେଟ୍‌ କାଟି…

ଅନ୍‌ଲାଇନ୍‌ ଗେମ୍‌ ଖେଳି ଛାତ୍ରଙ୍କ ଜୀବନ ଗଲା

ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍‌ଲାଇନ୍‌ ଗେମ୍‌ ଖେଳି ନିଜ ଜୀବନ ହାରିଛନ୍ତି। ଏହା ପଛରେ କାରଣ ‘ବ୍ଲୁ ହ୍ବେଲ୍‌ ଚ୍ୟାଲେଞ୍ଜ’ ନାମକ…

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ଥିଲେ ହେଁ ତାଙ୍କର ଗୋଟିଏ ଝଲକ ପାଇଁ ଆଇପିଏଲ୍‌ ଦେଖୁଛନ୍ତି…

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ ସୀମା ଅତିକ୍ରମ କରିବା ଲାଗି ଜରିମାନା କରାଯାଇଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ଆଇପିଏଲ୍‌…

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି ସମାବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri