ଭୁଶୁଡିଯିବ ବୈତରଣୀ ସେତୁ
ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି ବୈତରଣୀର ଅଞ୍ଜିରା ଘାଟ, କୁସେଇ ନଦୀ ଓ ବୈତରଣୀର ତିନିମୁହାଣି ନିକଟରୁ ବେଆଇନ ବାଲି…
ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା
କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ମାତ୍ର ମତ୍ସ୍ୟଜୀବୀଙ୍କ କ୍ଷେତ୍ରରେ ସରକାର କିଛି ମୌଳିକ ସମସ୍ୟା ପ୍ରତି ଗୁରୁତ୍ୱ ଦେଇ ନ…
ଖରାରେ ଖଟୁଛନ୍ତି ଶ୍ରମିକ
ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜିଲା ଖାଉଟି ଯୋଗାଣ ବିଭାଗ ସରକାରଙ୍କ ଏହି ନିର୍ଦ୍ଦେଶକୁ…
ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା
ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ କୌଣସି ଗୋଟିକରେ ବି ଭାଜପା ମହିଳାଙ୍କୁ ପ୍ରାର୍ଥୀ କରି ନ ଥିବା…
ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ
କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍ରେ ଥିବା ୭ ନଦୀ ଶୁଖିଲା ପଡ଼ିଲାଣି। ରାଜ୍ୟର ଦ୍ୱିତୀୟ ବୃହତ୍ତମ ନଦୀ ଜଳପଥ ଏହି ଜିଲାରେ ଥିବାବେଳେ ପାଣି ପାଇଁ…
ଖଣି ବିଭାଗର ଡ୍ରୋନ୍ କ୍ୟାମେରାରେ ମାପଚୁପ
ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି। ହେଲେ ଶିଳ୍ପ କାରଖାନାଗୁଡ଼ିକର ବେଖାତିର ମନୋଭାବ ଏବଂ ସ୍ଥାନୀୟ ନିଯୁକ୍ତି ପ୍ରତିଶ୍ରୁତିକୁ ଉପେକ୍ଷା ପ୍ରଶାସନକୁ…
ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ
ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୩ରୁ ବେଞ୍ଚ, ଡେସ୍କ ଓ କାର୍ଯ୍ୟାଳୟ ଉପକରଣ ପାଇଁ…
୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ
ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର ସମସ୍ୟା ଯେପରି ସୃଷ୍ଟି ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।…
ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ
ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ ଚାଷ ପାଇଁ ସରକାର ପ୍ରୋତ୍ସାହନ ଯୋଗାଉଥିଲେ ମଧ୍ୟ କୃଷି ବିଭାଗର ଅବହେଳା ଯୋଗୁ ବାଲୁଗଁା…
ପକାରି ବନାଞ୍ଚଳରେ ନିଆଁ
ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ଗୋଟିଏ ପଟେ ରୌଦ୍ର ତାପରେ ଲୋକେ ଆଉଟୁପାଉଟୁ ହେଉଥିବା…
ଚେନ୍ନାଇର ସମ୍ମାନଜନକ ସ୍କୋର
ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର ଜାଡେଜାଙ୍କ ଅର୍ଦ୍ଧଶତକ ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ବିସ୍ଫୋରକ ୨୮ ରନ ସହାୟତାରେ ଏହି…
ସେମିଫାଇନାଲରେ ଓଡ଼ିଶା ଏଫ୍ସି
ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର ଲିଗ୍-୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ଲେ-ଅଫ୍ରେ ଘରୋଇ ଦଳ ୨-୧ ଗୋଲରେ…
Archives


