Home Left

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଶୁକ୍ରବାର ଏହି ଆଡ୍‌ଭାଇଜରି ଜାରି କରାଯାଇଛି। ଚଳିତ ସପ୍ତାହରେ ୟୁଏଇରେ ହୋଇଥିବା ଲଗାଣ ବର୍ଷା…

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ ଏହି ଯୁବକ ସ୍କୁଲ୍‌ ଛାତରେ ଥିବା ପତାକା ସ୍ତମ୍ଭରୁ ମୁଣ୍ଡ ତଳକୁ କରି ଝୁଲୁଥିବାବେଳେ…

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ ମଧ୍ୟ ବିସ୍ଫୋରଣ ଘଟିଛି। ଗତ ରବିବାର ତେହେରାନ୍‌ ଇସ୍ରାଏଲ୍‌ ଉପରେ ଏୟାରଷ୍ଟ୍ରାଇକ୍‌ କରିଥିବାବେଳେ ଏହାର…

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ତେବେ ନିଜ ମାତୃଭାଷା କନ୍ନଡରେ କଥା ହେଉଥିବାରୁ ଦୃର୍ବୃତ୍ତମାନେ ଉତ୍ତେଜିତ ହୋଇ…

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା ମତଦାନ ହାର ୬୦.୦୩ ପ୍ରତିଶତ ରହିଥିବାବେଳେ ତାହା ଅଧିକ ବଢ଼ିପାରେ ବୋଲି ନିର୍ବାଚନ କମିଶନ…

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ ପାଇଛି। ପୂର୍ବରୁ ଥିବା ଲାଲ୍‌ ରଙ୍ଗର ଲୋଗୋକୁ ବଦଳାଯାଇ ମଙ୍ଗଳବାର ଦୂରଦର୍ଶନ ଗୈରିକ ରଙ୍ଗର…

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗୋପ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିଛି। ଏହି ତାଲିକାରେ ଦଳ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଂସଦୀୟ…

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜି ପ୍ରଚାର କରିଛନ୍ତି ଶାହାରୁଖ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ…

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ ଫ୍ଲପ ହୋଇଗଲା ବୋଲି ସେ କହିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ‘ଇଣ୍ଡିଆ’…

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର ତପନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri