Home Left

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗୋପ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିଛି। ଏହି ତାଲିକାରେ ଦଳ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଂସଦୀୟ…

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜି ପ୍ରଚାର କରିଛନ୍ତି ଶାହାରୁଖ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ…

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ ଫ୍ଲପ ହୋଇଗଲା ବୋଲି ସେ କହିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ‘ଇଣ୍ଡିଆ’…

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ତେରଗୁଡା ଅଞ୍ଚଳର ତପନ…

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ ଗୁରୁବାର ଏକ ଭୁଲ୍‌ ଫଟୋ ନିଜ ସାମାଜିକ…

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ମିଶ୍ରଣ ପର୍ବରେ ରାମଚନ୍ଦ୍ର ପଣ୍ଡାଙ୍କ ସମେତ ଗଞ୍ଜାମ ଏନ୍‌ଏସି ଅଧ୍ୟକ୍ଷା ପ୍ରତିଭା…

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଏଥର କିନ୍ତୁ ସେ ବିଜେଡିରେ ଯୋଗଦେଇ ଟିକେଟ ହାତେଇଛନ୍ତି।…

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ ଅଦାଲତ ଦେଇଥିବା ଆଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି। ଏଡେନ୍‌ ଇନ୍‌ଫ୍ରା ପ୍ରୋଜେକ୍ଟ୍‌ସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌…

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ କୋରାପୁଟ ବିଧାନସଭା ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ କୃଷ୍ଣ କୁଲଦୀପ ପାର୍ଥୀପତ୍ର ଦାଖଲ କରିଥିଲେ।…

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ପୂର୍ବରୁ ଭୋପାଳସ୍ଥିତ ବାସଭବନରେ ଶିବରାଜ ସ୍ତ୍ରୀଙ୍କ ସହ ପୂଜାର୍ଚ୍ଚନା କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri