ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି
ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି । ବିଜେଡିକୁ…
ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା
ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ପ୍ରକାଶ ଥାଉକି, ଗତ ୧୭ ତାରିଖରେ ଭୁବନେଶ୍ୱରପୁର ବଜାରରେ ମୃତ ପୂର୍ଣ୍ଣଚନ୍ଦ୍ର…
ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଉତ୍ତରପ୍ରଦେଶ ବାରଣସୀର ଚାନ୍ଦ ଅହମ୍ମଦ(୨୪) ଓ ମହମ୍ମଦ ଅକିଲ(୨୫)। ବିଚାପତି ଅଭିଯୁକ୍ତଙ୍କୁ ୧୦ବର୍ଷ ଲେଖାଏଁ…
ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ବାଦାମବାଡ଼ି ଓ ମାଲଗୋଦାମ ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଅଭିଯୋଗ ଆଧାରରେ ପୋଲିସ…
ନିଜକୁ ଭୋଟ୍ ଦେଇପାରିବେନି ଏହି ପ୍ରାର୍ଥୀ
ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା ପାଇଁ ମଧ୍ୟ ମତଦାନ ହେଉଛି। ବିହାରର ଗୟା, ଔରଙ୍ଗାବାଦ, ନବାଦା ଓ ଜମୁଇ ଲୋକସଭା…
ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି
ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା ପରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ମୁମ୍ବାଇକୁ ବ୍ୟାଟିଂ କରିବାକୁ…
ଭିଜିଲାନ୍ସ ଜାଲରେ କିରାଣି
ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର କରିବା…
ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ
କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍ଏଫ୍ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ ଥିବାରୁ ପୋଲିସ ଅଧିକାରୀ ଅମିତାଭ ମହାପାତ୍ର ହାଜର ହୋଇଛନ୍ତି। ସେହିପରି ଭର୍ତ୍ତୃହରି ମହତାବ…
ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା
ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ଦୁନିଆର ସବୁଠାରୁ କନିଷ୍ଠ ମହିଳା ଜ୍ୟୋତି ଆମେ ନାଗପୁର ଆସନରୁ ଭୋଟ ଦେଇଛନ୍ତି।…
ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ
ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଜଣେ ପୂର୍ବତନ ରାଜ୍ୟପାଳଙ୍କ ସମେତ ୧,୬୦୦ ରୁ ଅଧିକ ପ୍ରାର୍ଥୀ ସେମାନଙ୍କର ନିର୍ବାଚନ…
୨ଦିନ ପରେ ହ୍ରାସ ପାଇବ ତାପମାତ୍ରା
ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ…
ଏମ୍ପି ଟିକେଟ୍ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍
ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ତଥା ରାଜ୍ୟ ସଭା ଏମ୍ପି ନୀରଜ ଶେଖରଙ୍କୁ ବାଲିଆ ଲୋକ…
Archives


